Posted inଜାତୀୟ

ରାତି ୮ଟା ପରେ ବାଣ ଫୁଟାଇବା ପଡିଲା ମହଙ୍ଗା, ୫୫୪ ମାମଲା ରୁଜୁ କଲା ପୋଲିସ…

ଚେନ୍ନାଇ,୧୩।୧୧ : ସୁପ୍ରିମକୋର୍ଟଙ୍କ ଦ୍ୱାରା ନିର୍ଦ୍ଧାରିତ ସମୟ ପରେ ବାଣ ଫୁଟାଉଥିବା ନେଇ ତାମିଲନାଡୁ ପୋଲିସ ଉଲ୍ଲଂଘନକାରୀଙ୍କ ବିରୋଧରେ ମାମଲା ରୁଜୁ କରିଛି। ଚେନ୍ନାଇ ପୋଲିସ କହିଛି, ଦୀପାବଳିରେ ୫୫୪ ମାମଲା ରୁଜୁ ହୋଇଛି। ସୁପ୍ରିମକୋର୍ଟ ବାଣ ଫୁଟାଇବା ପାଇଁ ଦୁଇ ଘଣ୍ଟା ସ୍ଥିର କରିଥିଲେ, ଯାହାକୁ ଦୁଇ ଭାଗରେ ବିଭକ୍ତ କରାଯାଇଥିଲା। ସୁପ୍ରିମକୋର୍ଟଙ୍କ ଦ୍ୱାରା ସକାଳ ୬ରୁ୭ ଏବଂ ସନ୍ଧ୍ୟା ୭ ରୁ ୮ପର୍ଯ୍ୟନ୍ତ ସମୟ ସ୍ଥିର କରାଯାଇଥିଲା। କିନ୍ତୁ ନିର୍ଦ୍ଧାରିତ ସମୟ ପରେ ମଧ୍ୟ ଲୋକମାନେ ବାଣ ଫୁଟାଉଥିଲେ। ସେମାନଙ୍କ ବିରୋଧରେ ମାମଲା ରୁଜୁ ହୋଇଛି।

ପୋଲିସ କମିଶନର ସନ୍ଦୀପ ରାୟ ରାଠୋରଙ୍କ ଦ୍ୱାରା ପ୍ରକାଶିତ ଏକ ବିବୃତ୍ତିରେ କୁହାଯାଇଛି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶର ଉଲ୍ଲଂଘନ ପାଇଁ ଏହି ମାମଲା ରୁଜୁ ହୋଇଛି। ଏଥିସହ କେତେକ ବାଣ ଦୋକାନ ଆଇନ ଉଲ୍ଲଂଘନ କରିଥିବାରୁ ୮ ଟି ମାମଲା ରୁଜୁ କରାଯାଇଥିଲା। ଅଧିକ ଶବ୍ଦ ଥିବା ବାଣ ଫୁଟାଉଥିବା ଅଭିଯୋଗରେ ୧୯ ଜଣଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଫୁକେଟ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନ ଘଟଣା; ବ୍ଲାକ୍ ବକ୍ସରେ ବଡ଼ ଖୁଲାସା, ୪ ସେକେଣ୍ଡ ପାଇଁ ଫେଲ୍‌ ହୋଇଥିଲା…

ନୂଆଦିଲ୍ଲୀ,୧୪।୮: ଫୁକେଟ୍‌ରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ (AI-2379) ହଠାତ୍ ୨୫୦ ଫୁଟ୍ ତଳକୁ ଖସିଯିବା ଏବଂ ଏକ ଭୟଙ୍କର ଟର୍ବୁଲେନ୍ସ (Turbulence) ସୃଷ୍ଟି…

ଏଗ୍ରିଷ୍ଟାକ୍‌ ଉଚ୍ଛେଦ ନେଇ ଲିଖିତ ନିର୍ଦ୍ଦେଶ ଦିଅ: ସରକାରଙ୍କଠାରେ ସଂଯୁକ୍ତ କୃଷକ ସଙ୍ଗଠନର ଦାବି

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ):ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାର ପ୍ରତିବର୍ଷ ଗୋଟିଏ ପରେ ଗୋଟିଏ ନୂଆଁ କଟକଣା ଆଣୁଛନ୍ତି। ଧାନ କିଣାବିକାରେ ସ୍ବଚ୍ଛତା ଆଣିବା ଲକ୍ଷ୍ୟ ନେଇ ସେଭଳି…

ଘାତକ ସାଜୁଛି ଚାନ୍ଦିପୁରା ଭାଇରସ୍! ୪୧ ଆକ୍ରାନ୍ତ, ୨୭ ମୃତ

ଅହମ୍ମଦାବାଦ,୧୪।୮: ସ୍ବାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ ଜୁନ ୩୦ରୁ ଅଗଷ୍ଟ ୧୨ ମଧ୍ୟରେ ଗୁଜରାଟରେ ୨୩୮ଟି ସନ୍ଦିଗ୍ଧ ଚାନ୍ଦିପୁରା ଭୂତାଣୁ ମାମଲା ଏବଂ ୪୧ଟି ଲାବୋରେଟୋରି-ନିଶ୍ଚିତ…

ମନନ ମିଶ୍ରାଙ୍କ ଇସ୍ତଫା ଦାବି କରି ଆନ୍ଦୋଳନ କରିବ CJP! ଜାଣନ୍ତୁ ସେ କିଏ, ଆଉ କାହିଁକି ତାଙ୍କୁ ଘେରିବେ ଅଭିଜିତ

ନୂଆଦିଲ୍ଲୀ,୧୪।୮: ଭାରତର ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କୁ NALSAR ୟୁନିଭର୍ସିଟି ଅଫ ଲ’ର ଦୀକ୍ଷାନ୍ତ ସମାରୋହକୁ ଆମନ୍ତ୍ରଣ କରିବାକୁ ବିରୋଧ କରିବା ଘଟଣା ନୂଆ ମୋଡ଼ ନେଇଛି।…

ଖେଳାଳିଙ୍କ ଝଗଡ଼ାରେ କ୍ରିକେଟ କୋଚ୍‌ଙ୍କ ମୃତ୍ୟୁ: ଖେଳିଗଲା ଶୋକର ଛାୟା

କଲମ୍ବୋ,୧୪ା୮(ପିଟି): ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁଶାଲ ମେଣ୍ଡିସଙ୍କୁ ପିଲାଦିନେ ମେଣ୍ଟର କରିଥିବା ୬୨ ବର୍ଷୀୟ କୋଚ୍‌ ସୁମିତ ଫର୍ନାଣ୍ଡୋ ଏକ ସ୍କୁଲ ମ୍ୟାଚ୍‌ ବେଳେ ଖେଳାଳିଙ୍କ ଝଗଡ଼ାରେ…

ଏଆଇର ନୀତିଗତ ଏବଂ ନିୟନ୍ତ୍ରଣ ପ୍ରସଙ୍ଗ: କେନ୍ଦ୍ର ସରକାରଙ୍କୁ ବିଚାର କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୪।୮(ପି.ଟି.): କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ଭିତ୍ତିକ ବିଷୟ ନିୟନ୍ତ୍ରଣ କ୍ଷେତ୍ରରେ ନୈତିକତା ଏବଂ ସ୍ବଚ୍ଛତା ଉପରେ ବାଧ୍ୟତାମୂଳକ ମାର୍ଗଦର୍ଶିକା ପ୍ରସ୍ତୁତ କରିବା ପାଇଁ ଜଣେ ଆବେଦନକାରୀଙ୍କ ଦ୍ୱାରା ଦିଆଯାଇଥିବା…

‘PM ମୋଦିଙ୍କୁ ରାତିରେ ସେ ପର୍ଯ୍ୟନ୍ତ ଶୋଇବାକୁ ଦେବୁନି, ଯେ ପର୍ଯ୍ୟନ୍ତ…’ ରାହୁଲ ଗାନ୍ଧୀଙ୍କ ତୀବ୍ର ଆକ୍ରମଣ

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ମୋଦି ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ, ଏହି ଲୋକମାନେ ଦେଶକୁ ଭିତରୁ ଦୁର୍ବଳ କରିଦେଇଛନ୍ତି। ଏହା ସହିତ…

ଆପଣ ନ କରିପାରିଲେ ଆମେ କରିବୁ…. କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୧୪।୮: ଅଧିକ ପରିମାଣର ଚିନି, ଲୁଣ ଏବଂ ସନ୍ତୁଳିତ ଚର୍ବି (ସାଚୁରେଟେଡ୍‌ ଫ୍ୟାଟ୍‌) ଥିବା ପ୍ୟାକେଟଯୁକ୍ତ ଖାଦ୍ୟ ସାମଗ୍ରୀ ଉପରେ ‘ଫ୍ରଣ୍ଟ-ଅଫ୍‌-ପ୍ୟାକ ୱାର୍ଣ୍ଣିଂ ଲେବଲ’(ଖାଦ୍ୟ ପ୍ୟାକେଟ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri