ଆମେରିକାରେ ପୁଣି ଗୁଳିକାଣ୍ଡ…

ଓ୍ବାଶିଂଟନ, ୨୦।୬ : ଆମେରିକାର ୱାଶିଂଟନ ଡିସିରେ ପୁଣି ଗୁଳକାଣ୍ଡ ଘଟିଛି। ରବିବାର ରାତିରେ ଏଠାରେ ପୋଲିସ ଅଧିକାରୀଙ୍କ ସମେତ ଅନେକ ଲୋକଙ୍କ ଉପରେ ଅଜଣା ବ୍ୟକ୍ତି ଗୁଳି ଚଳାଇଥିଲେ। କୁହାଯାଉଛି ଯେ ଏହି ଘଟଣା ଜୁନିଏଣ୍ଟ ମ୍ୟୁଜିକ କନସର୍ଟ ସମୟରେ ଘଟିଛି। ଆକ୍ରମଣକାରୀ କନସର୍ଟ ସ୍ଥାନରେ ଲୋକଙ୍କ ଉପରକୁ ଆଖିବୁଜା ଗୁଳି ଚଳାଇଥିଲେ।

ଏହାପରେ ପୋଲିସ ପକ୍ଷରୁ ସ୍ଥାନୀୟ ଅଞ୍ଚଳକୁ ସିଲ୍‌ କରାଯାଇଛି। ତଦନ୍ତ ଜାରି ରହିଛି। ଗୁଳିକାଣ୍ଡ ଘଟାଇଥିବା ବ୍ୟକ୍ତିଙ୍କ ସନ୍ଧାନରେ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଥିବା ୱାଶିଂଟନ ପୋଲିସ ବିଭାଗ କହିଛି। ଆହତମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍‌ ଆଣିଲା ଜବରଦସ୍ତ ଅଫର୍‌

ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍‌ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା…

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ରାତି ଅଧରେ ପଡ଼ୋଶୀ ଘରେ ନିଆଁ ଲଗାଇ…

ଖଇରା,୧୦।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ମୁଣିଦା ଗାଁର ନିରଞ୍ଜନ ପାଢୀଙ୍କର ୩ ବଖରା ଘର ପୋଡି ନଷ୍ଟ ହୋଇ ଯାଇଛି । ତେବେ…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କାହିଁକି ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୦।୨: ICC ପୁରୁଷ T20 ବିଶ୍ୱକପ 2026 ର ସବୁଠାରୁ ବଡ଼ ମ୍ୟାଚ, ଭାରତ ବନାମ ପାକିସ୍ତାନ, ନେଇ ସୃଷ୍ଟି ହୋଇଥିବା ବିବାଦର ଏବେ ଅନ୍ତ ଘଟିଛି।…

ହାଇୱେରେ ଏକୁଟିଆ ଦେଖି ଲୁଟୁଥିଲେ, ଚାରି ଲୁଟେରାଙ୍କ ସହ ଛଅ ବାଇକ ଜବତ କଲା ପୁଇଁନ୍ତଲା ପୋଲିସ

ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁନ୍ତଲା ପୋଲିସକୁ ପୁଣି ମିଳିଛି ସଫଳତା । ପୁଣି ଏକ ବାଇକ୍ ଲୁଟେରା ଗ୍ୟାଙ୍ଗକୁ ଧରିବାରେ ସଫଳତା ହୋଇଛି ପୋଲିସ…

ଭାରତ ପରେ ଏହି ଦେଶ ପାଇଁ ଟାରିଫ କମ୍‌ କଲେ ଟ୍ରମ୍ପ, କିଛି ଉତ୍ପାଦନ ହେଲା ଡ୍ୟୁଟି ଫ୍ରି

ଓ୍ବାଶିଂଟନ,୧୦।୨: ଭାରତ ପରେ, ଆମେରିକା ଏବଂ ବାଂଲାଦେଶ ମଧ୍ୟରେ ଏକ ନୂତନ ବାଣିଜ୍ୟ ଚୁକ୍ତିନାମା ହୋଇଛି, ଯାହା ଅଧୀନରେ ଆମେରିକା ମଧ୍ୟ ବାଂଲାଦେଶୀ ଉତ୍ପାଦ ଉପରେ ଶୁଳ୍କ…

ପ୍ରେମକୁ ମଜଭୁତ କରିବ ଟେଡି ଡେ’

ଭୁବନେଶ୍ୱର,୧୦ା୨(ସୌମ୍ୟରଞ୍ଜନ ରାଉତ):ଭାଲେଣ୍ଟାଇନ୍ସ ସପ୍ତାହର ତୃତୀୟ ଦିବସ ସୋମବାର ଚକୋଲେଟ୍‌ ଡେ’ରେ ପ୍ରେମୀଯୁଗଳ ପରସ୍ପରକୁ ଚକୋଲେଟ ଦେଇ ସମ୍ପର୍କରେ ମଧୁରତା ବୃଦ୍ଧି କରିଥିଲେ। ମଙ୍ଗଳବାର ଚତୁର୍ଥ ଦିବସକୁ ଟେଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri