ପ୍ରଦର୍ଶନକାରୀଙ୍କ ଉପରେ ଗୁଳିମାଡ଼…

କଲମ୍ବୋ, ୧୯।୪ : ଋଣଗ୍ରସ୍ତ ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ ଉତ୍କଟ ହେବାରେ ଲାଗିଛି। ଏପରିସ୍ଥଳେ ଲୋକେ ଏକଜୁଟ ହୋଇ ସରକଙ୍କ ବିରୋଧରେ ପ୍ରଦର୍ଶନ ଜାରି ରଖିଛନ୍ତି। ମଙ୍ଗଳବାର କେତେକ ପ୍ରଦର୍ଶନକାରୀ ରାମବୁକାନାଠାରେ ହାଇଓ୍ବେ ଅବରୋଧ କରିଥିଲେ।

ସେମାନେ ସରକାର ବିରୋଧୀ ସ୍ଲୋଗାନ ଦେଉଥିଲେ। ପୋଲିସ ପକ୍ଷରୁ ଭିଡ଼ଙ୍କୁ ଘଉଡେଇବା ଲାଗି ଲାଠି ଚାର୍ଜ କରାଯାଇଥିଲା। ମାତ୍ର ସ୍ଥିତି ଅଣାୟତ୍ତ ହେବାରୁ ପୋଲିସ ପକ୍ଷରୁ ଗୁଳି ଚାଳନା କରାଯାଇଥିଲା। ଏଥିରେ ୧୦ ଜଣ ଆହତ ହୋଇଥିବାବେଳେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଏହାକୁ ନେଇ ଲୋକଙ୍କ ମଧ୍ୟରେ ଆକ୍ରୋଶ ପୁଣି ବଢ଼ିବାରେ ଲାଗିଥିବା କୁହାଯାଉଛି। ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

ଅକ୍ଟୋବର ୧୭ରେ ସୂର୍ଯ୍ୟଙ୍କ ବଡ଼ ଗୋଚର: ୩ ରାଶି ରୁହନ୍ତୁ ସାବଧାନ! ପାଖରୁ ଚାଲିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଅକ୍ଟୋବର ମଧ୍ୟଭାଗରେ ଗ୍ରହ ସ୍ଥିତିରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ପ୍ରକୃତରେ, ବୈଦିକ କ୍ୟାଲେଣ୍ଡର ଅନୁସାରେ, ଆସନ୍ତା ଅକ୍ଟୋବର ୧୭…

ଲୋକଙ୍କ ଅଭିଯୋଗ ଶୁଣିଲେ ବିଧାୟକ

ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତରେ ଗୁରୁବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ…

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

ପତ୍ନୀଙ୍କୁ କଡ଼ା ଜବାବ ଦେଲେ ମହମ୍ମଦ ଶାମି, ନିର୍ବାଚନ ଲଢ଼ିବାକୁ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ନେଇ ଉତ୍ତରପ୍ରଦେଶ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କିଛି ମାସ ପୂର୍ବରୁ ଶାମି ରାଷ୍ଟ୍ରୀୟ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?