ଗୁଳି, ଭୁଜାଲି ମାଡ଼ ମାମଲା: ପୁଣି ଗିରଫ ହେଲେ ୬ ଅଭିଯୁକ୍ତ

ବରଗଡ଼ ଅଫିସ,୧୨।୩: ବରଗଡ଼ ସହରର ବ୍ୟସ୍ତବହୁଳ ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ଗୁରୁବାର ସଂଘଟିତ ଗୁଳି ଏବଂ ଭୁଜାଲି ମାଡ଼ ଘଟଣାରେ ପୋଲିସ ଗତ ୧୦ ତାରିଖ ୨ଜଣ ଅଭିଯୁକ୍ତ ପ୍ରମୋଦ ମଲ୍ଲିକ ଏବଂ ବିଷ୍ଣୁ ମହାପାତ୍ରଙ୍କୁ ଗିରଫ କରିଥିଲା। ଏହି ଘଟଣାରେ ରବିବାର ପୋଲିସ ପୁଣି ୬ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ, ବରଗଡ଼ ରେଳଷ୍ଟେଶନ ପଡାର ସୁଜିତ ସ୍ବାଇଁ(୨୬), ଦୁଷ୍ମନ୍ତ ମହାନ୍ତି(୨୮), ସରୋଜ ମଲ୍ଲିକ(୨୮), ଦିବ୍ୟରଞ୍ଜନ ଦାଶ(୨୭), ଇନ୍ଦ୍ରଜିତ ସ୍ବାଇ(୨୭) ଏବଂ ଅମିତ କୁମାର ନାୟକ (୨୪)। ଅନ୍ୟ ଅଭିଯୁକ୍ତ ମଧ୍ୟ ଶୀଘ୍ର ଗିରଫ ହେବେ ବୋଲି ଏସ୍‌ପି ପି.ଏସ୍‌ ମିନା ସୂଚନା ଦେଉଛି । ଫେରାର୍‌ ଅଭିଯୁକ୍ତଙ୍କୁ ଧରିବା ପାଇଁ ସ୍ବତନ୍ତ୍ର ପୋଲିସ ଟିମ୍‌ ଗଠନ କରାଯାଇଥିବା ଏସ୍‌.ପି କହିଛନ୍ତି।

ସୂଚନା ଯୋଗ୍ୟ, ଗତ ୯ ତାରିଖ ରାତିରେ କେତେକ ଯୁବକ ଭୁଜାଲି ଏବଂ ବନ୍ଧୁକରେ ସଂଘବଦ୍ଧ ଆକ୍ରମଣ କରିବାରୁ ବରଗଡ଼ ହାଟପଦାର ଜଗନ୍ନାଥ କର୍ଣ୍ଣ ଗୁରୁତର ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସତ୍ୟବିହାର-ମଞ୍ଚେଶ୍ୱର କେନାଲ ରାସ୍ତା ନିର୍ମାଣ ଖୁବ୍‌ଶୀଘ୍ର

ଭୁବନେଶ୍ୱର,୧୫।୧୦ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମର ୱାର୍ଡ ନଂ.୫ ଅନ୍ତର୍ଗତ ଜାତୀୟ ରାଜପଥ ୧୬ର ରିଲାଏନ୍ସ ଫ୍ରେସ୍‌ ନିକଟ ସତ୍ୟବିହାରରୁ ବାହାରି ମଞ୍ଚେଶ୍ୱର ଗାଁ ପର୍ଯ୍ୟନ୍ତ...

କ୍ୟାପିଟାଲ ହସ୍ପିଟାଲରେ ୨ ଡାକ୍ତର କରୋନା ପଜିଟିଭ

ଭୁବନେଶ୍ୱର, ୯।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାକୁ ଲାଗିଛି। ରାଜଧାନୀ ଭୁବନେଶ୍ୱରର ସ୍ଥିତି ମଧ୍ୟ ସଙ୍ଗିନ ହେବାରେ ଲାଗିଛ। ଏହି କ୍ରମରେ ଶୁକ୍ରବାର...

ଉଦ୍‌ଘାଟନ ହୋଇପାରୁନି ସିଆର୍‌ଆର୍‌ଆଇ ଥାନା

କଟକ ଅଫିସ,୧୨ା୮: କଟକ ବିଦ୍ୟାଧରପୁର ନିକଟ ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନ (ସିଆର୍‌ଆର୍‌ଆଇ) ଥାନାର ନୂତନ କୋଠା ପ୍ରାୟ ୮ ମାସ ହେବ ନିର୍ମାଣ ସରିଛି।...

କରୋନା ଔଷଧ ‘ଟୁ-ଡିଜି’ କିଣିବାକୁ ଅର୍ଡର ଦେଲେ ସରକାର

ଭୁବନେଶ୍ୱର,୨୯ା୫(ବ୍ୟୁରୋ): କରୋନା ଔଷଧ ‘ଟୁ-ଡିଜି’ କିଣିବା ପାଇଁ ରାଜ୍ୟ ସରକାର ଅର୍ଡର ଦେଇଛନ୍ତି। ୫ ହଜାର ପୁଡ଼ିଆ ଟୁ-ଡିଜି ମେଡିଶିନ ପାଇଁ ଅର୍ଡର ଦିଆଯାଇଥିବା ସ୍ବାସ୍ଥ୍ୟ...

ବଜ୍ରପାତରେ ଚାଷୀଙ୍କ ଜୀବନ ଗଲା

ଶେରଗଡ଼,୨୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ପୁନାଦ ଗ୍ରାମରେ ଗୁରୁବାର ଅପରାହ୍ନରେ ବଜ୍ରପାତ ସହ ବର୍ଷା ହୋଇଥିଲା। ଏହି ସମୟରେ ଗ୍ରାମର ବୁଲୁ ଖଟେଇ ବିଲରେ...

ଟିପ୍ପର ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଜାତୀୟ ରାଜପଥ ଅବରୋଧ

ଟିପ୍ପର ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଜାତୀୟ ରାଜପଥ ଅବରୋଧ ଧର୍ମଶାଳା/ଜେନାପୁର,୧୩।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ...

କରୋନା କଟକଣା ମଧ୍ୟରେ ପୂଜା ପାଉଛନ୍ତି ମା’

ବୁଗୁଡ଼ା,୨୪ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଅନ୍ତର୍ଗତ ବୁଗୁଡ଼ା ସହରର ମଦନମୋହନ ଛକରେ ଚଳିତ ବର୍ଷ କରୋନା କଟକଣା ମଧ୍ୟରେ ଦୁର୍ଗା ପୂଜା ଆରମ୍ଭ ହୋଇଯାଇଛି। ମଦନମୋହନ ଛକଠାରେ...

ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଯୁବକ ଗିରଫ

ଚିତ୍ରଡା,୧୮ା୧(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳରେ ଜନୈକା ୬୫ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ...

Advertisement
Archives

Model This Week