‘କଫି ୱିଥ୍‌ କରଣ’ର ଶୁଟିଂ ଆରମ୍ଭ

କରଣ ଜୋହରଙ୍କ ଲୋକପ୍ରିୟ ଶୋ’ ‘କଫି ୱିଥ୍‌ କରଣ’ ଗତ କିଛି ଦିନ ଧରି ଚର୍ଚ୍ଚାରେ ରହିଛି।
ପ୍ରଥମେ ଶୋ’କୁ ନେଇ ଅନେକ ଖବର ସାମ୍ନାକୁ ଆସିଥିବା ବେଳେ ନିକଟରେ ଚର୍ଚ୍ଚା ହେଉଥିଲା କି ଏହି ଶୋ’ ଆଉ ଦର୍ଶକ ଦେଖି ପରିବେ ନାହିଁ। ବର୍ତ୍ତମାନ କରଣ ତାଙ୍କ ଶୋ’ର ନୂଆ ସିଜିନ୍‌ ନେଇ ଫେରୁଛନ୍ତି । ଏଥିରେ ବଲିଉଡ କଳାକାରଙ୍କ ଜୀବନ ବିଷୟରେ ଆଲୋଚିତ ହେଉଥିବା ଅନେକ କିଛି ଦେଖିବାକୁ ମିଳିବ । କରଣ ଏହି ଶୋ’ର ଶୁଟିଂ ଆରମ୍ଭ କରିଛନ୍ତି। ଏ ନେଇ କରଣ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଫଟୋ ଶେୟାର କରିଛନ୍ତି। ଯାହା ଏବେ ଭାଇରାଲ ହେବାରେ ଲାଗିଛି । ଶୋ’ର ଅପେକ୍ଷାରେ ପ୍ରଶଂସକ ରହିଛନ୍ତି।
ଏଥି ସହିତ ଶୋ’ର ପ୍ରଥମ ଅତିଥିଙ୍କ ବିଷୟରେ ମଧ୍ୟ ସୂଚନା ଦିଆଯାଇଛି। ରିପୋର୍ଟ ଅନୁଯାୟୀ, ଶୋ’ର ପ୍ରଥମ ଅତିଥି ‘ରକି ଅର ରାନୀ କି ପ୍ରେମ କାହାନୀ’ର ରଣବୀର ସିଂ ଏବଂ ଆଲିଆ ଭଟ୍ଟ ନଜର ଆସିବେ । ଉଭୟ ନିଜ ଫିଲ୍ମର ପ୍ରମୋଶନ ପାଇଁ ଶୋ’କୁ ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

କଙ୍ଗନାଙ୍କ ବିବାହ ପାଇଁ ବୁକିଂ ସରିଛି ମଣ୍ଡପ: ଅଶ୍ୱିନୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରନାଓ୍ବତ ଖୁବ୍‌ଶୀଘ୍ର ବକ୍ସ ଅଫିସ୍‌ରେ ପଙ୍ଗା ନେବାକୁ ଯାଉଛନ୍ତି। ସୋମବାର ମୁମ୍ବାଇରେ ତାଙ୍କର ଅପ୍‌ କମିଂ ଫିଲ୍ମ ‘ଫଙ୍ଗା’ର ଟ୍ରେଲର...

କପିଲଙ୍କ ଶୋ’ରେ ଅନିଲ, କହିଲେ ବିବାହକୁ ନେଇ କିଛି ମଜାଦାର କଥା

ବମ୍ବେ: ଫେବୃୟାରୀ ୭ରେ ରିଲିଜ୍‌ ହେବାକୁ ଯାଉଛି ‘ମଲଙ୍ଗ’। ମୋହିତ ସୁରୀଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି ଚଳଚ୍ଚିତ୍ରର ଅଭିନେତାମାନେ ଏବେ ଏହାର ପ୍ରମୋଶନରେ ବ୍ୟସ୍ତ। ଇତ୍ୟବସରରେ...

ଆରମ୍ଭ ହେଲା ‘ଓ ମାଇ ଗଡ ୨’ର ଶୁଟିଂ

ମୁମ୍ବାଇ: ମଧ୍ୟପ୍ରଦେଶର ଧର୍ମ ନଗରୀ ଉଜ୍ଜୟିନୀରେ ବଲିଉଡ୍ ମୁଭି ‘ଓ ମାଇ ଗଡ ୨’ ଫିଲ୍ମର ଶୁଟିଂ ଆରମ୍ଭ ହୋଇଥିବା ସୂଚନା ମିଳିଛି । ଅକ୍ଷୟ...

‘ମୁଁ ବାପା ହେବାକୁ ଯାଉଛି’

ମୁମ୍ବାଇ: ଆୟନ ମୁଖାର୍ଜୀଙ୍କ ସ୍ବପ୍ନର ପ୍ରୋଜେକ୍ଟ ‘ବ୍ରହ୍ମାସ୍ତ୍ର’ ବର୍ତ୍ତମାନ ମୁକ୍ତିଲାଭ କରିସାରିଛି। ଫିଲ୍ମକୁ ହିଟ୍‌ ମଧ୍ୟ ସାବ୍ୟସ୍ତ କରାଯାଇଛି। ଆୟନଙ୍କ ସହ ଅଭିନେତ୍ରୀ ଆଲିଆ ଭଟ୍ଟ...

ଏହି ଅଭିନେତାଙ୍କୁ ଡେଟ୍‌ କରୁଛନ୍ତି ଅନନ୍ୟା

ବଲିଉଡ ଅଭିନେତ୍ରୀ ଅନନ୍ୟା ପାଣ୍ଡେ ଏବେ ନୂଆ ନୂଆ ପ୍ରେମରେ ପଡିଛନ୍ତି। ସେ ଅନ୍ୟ କାହାକୁ ନୁହେଁ, ଅଭିନେତା ଇଶାନ ଖଟ୍ଟରଙ୍କ ପ୍ରେମରେ ପଡିଥିବା ଚର୍ଚ୍ଚା...

୧୦୦ କୋଟି କ୍ଲବ୍‌ରେ ‘ଭୁଲ୍‌ ଭୁଲେୟା-୨’, ଏହି ଖୁସିରେ କାର୍ତ୍ତିକ କଲେ ଏମିତି କାମ

ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ଯ୍ୟାନ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ତାଙ୍କ ଅଭିନୀତ ‘ଭୁଲ୍‌ ଭୁଲେୟା-୨’ ବକ୍ସ ଅଫିସରେ ଧମାଲ୍‌ କରିଛି। ଏହି ଫିଲ୍ମଟି ୧୦୦ କୋଟି...

୧୪ବର୍ଷ ବୟସରୁ ମଡେଲିଂ ଆରମ୍ଭ କରିଥିଲେ ବାର୍ବି ଡଲ୍‌

ମୁମ୍ବାଇ: ବଲିଉଡ୍‌ ବାର୍ବି ଡଲ୍‌ କ୍ୟାଟ୍ରିନା କୈଫ ବ୍ୟାକ୍‌ ଟୁ ବ୍ୟାକ୍‌ ପିଲ୍ମ କରିବା, ନିଜର ସୁନ୍ଦରତା ଓ ଷ୍ଟାଇଲିଷ୍ଟ ପାଇଁ ବେଶ୍‌ ଚର୍ଚ୍ଚାରେ ରହିଥାନ୍ତି।...

୯ ଦିନରେ ‘ପଠାନ’ ରୋଜଗାର କଲାଣି ଏତିକି କୋଟି

ମୁମ୍ବାଇ: କିଙ୍ଗ୍‌ଖାନ୍‌ ଶାହରୁଖଙ୍କ ‘ପଠାନ’ ସାରା ବିଶ୍ୱରେ ବେଶ୍‌ ଭଲ ରୋଜଗାର କରିଚାଲିଛି। ଏହି ଫିଲ୍ମଟି ଅମୀର ଖାନଙ୍କ ‘ଦଙ୍ଗଲ’ଙ୍କୁ ମଧ୍ୟ ଟପିଛି। ହଲ୍‌ ବାହାରେ...

Advertisement
Archives

Model This Week