ବ୍ରହ୍ମପୁରରେ ଗୁଳିମାଡ଼: ଭାଜପା ନେତା ପୀତବାସ ପଣ୍ଡାଙ୍କ ମୃତ୍ୟୁ

ବ୍ରହ୍ମପୁର,୬।୧୦: ବ୍ରହ୍ମପୁର ସହରର ବ୍ରହ୍ମାନଗର ଅଞ୍ଚଳରେ ଭାଜପା ନେତା ତଥା ବରିଷ୍ଠ ଆଇନ୍‌ଜୀବୀ ପୀତବାସ ପଣ୍ଡାଙ୍କୁ ଦୁର୍ବୃତ୍ତମାନେ ଗୁଳିମାଡ଼ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା, କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଘଟଣାସ୍ଥଳରେ ଦୁଇ ଦୁର୍ବୃତ୍ତ ତାଙ୍କ ଘର ବାହାରେ ଗୁଳିମାଡ଼ କରି ଫେରାର ହୋଇଯାଇଥିବା ଜଣାପଡ଼ିଛି। ପୀତବାସ ପଣ୍ଡା ରାଜ୍ୟ ଆଇନ୍‌ଜୀବୀ ପରିଷଦର ଜଣେ ସକ୍ରିୟ ସଦସ୍ୟ ଥିଲେ। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Dharitri — Odisha’s No.1 Trusted Odia Newspaper

Enter your email to get our daily news in your inbox.

All Right Reserved By Dharitri.Com

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri