ମେରିଲ୍ୟାଣ୍ଡରେ ଗୁଳିକାଣ୍ଡ: ୩ ମୃତ, ୭ ଆହତ…

ଓ୍ବାଶିଂଟନ,୧୨।୬ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡ ଘଟିଛି ଯେଉଁଥିରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ଜଣ ଆହତ ହୋଇଥିବା ସୂଚନା ମିଳିଛି। ଏହି ଘଟଣା ଆମେରିକାର ମେରିଲ୍ୟାଣ୍ଡର ଆନ୍ନାପଲିସ ଅଞ୍ଚଳରେ ଘଟିଛି। ଗୋଟିଏ ଘରେ ଗୁଳିକାଣ୍ଡ ହୋଇଥିଲା। ଗୁଳିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ।

ଆନ୍ନାପଲିସ ଆମେରିକା ସଂସଦଠାରୁ ୩୦ ମାଇଲ ଦୂରରେ ଅବସ୍ଥିତ। ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଏଜୱେଡ ରୋଡରେ ଥିବା ପ୍ୟାଡିଙ୍ଗଟନ ପ୍ଲେସର ୧୦୦୦ ବ୍ଲକରେ ଏହି ଘଟଣା ଘଟିଛି। ପୋଲିସ ଏହି ଘଟରାରେ ଜଣଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଆଗରେ ମୁଣ୍ଡ ନୁଆଁଇବ ନାହିଁ ଇରାନ, ଟ୍ରମ୍ପଙ୍କୁ ସମାଲୋଚନା କରି କହିଦେଲା ଏତେ ବଡ଼ କଥା

ଓ୍ବାଶିଂଟନ୍‌,୧୮।୪: ଇରାନ ଶୁକ୍ରବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବିକୁ ପ୍ରତ୍ୟାଖ୍ୟାନ କରିଛି । ଯେଉଁଥିରେ କୁହାଯାଇଥିଲା ତେହରାନ ଏହାର ସମୃଦ୍ଧ ୟୁରାନିୟମ ହସ୍ତାନ୍ତର କରିବାକୁ ରାଜି…

ଓଡ଼ିଶା ପାଇଁ ଗର୍ବ: ଓଡ଼ିଆ ସିନେମା ‘ବୋଉ ବୁଟୁ ଭୂତ’କୁ ଜାତୀୟ ଚଳଚ୍ଚିତ୍ର ସମ୍ମାନ

ଭୁବନେଶ୍ୱର,୧୮ା୪(ବନ୍ଦନା ସେଠୀ):ଜାତୀୟ ସ୍ତରରେ ଓଡ଼ିଶା ପାଇଁ ଗର୍ବ ଆଣି ଦେଇଛି ଓଡ଼ିଆ ଚଳଚ୍ଚିତ୍ର ‘ବୋଉ ବୁଟୁ ଭୂତ’। ମୁମ୍ବାଇରେ ଆୟୋଜିତ ଇନ୍‌କା (ଆଇଏନ୍‌ସିଏ) ଆୱାଡର୍‌ସ ଉତ୍ସବରେ ଏହାକୁ…

ଇରାନ ହର୍ମୁଜ ଖୋଲୁ ଖୋଲୁ ଭାରତ ପାଇଁ ଆସିଲା ଖୁସି ଖବର! ରାତାରାତି ପଲଟିଗଲା ବାଜି

ନୂଆଦିଲ୍ଲୀ,୧୭।୪: ଗତ ଦେଢ଼ ମାସ ଧରି ସମଗ୍ର ବିଶ୍ୱ ନିଶ୍ୱାସ ବନ୍ଦ କରି ରଖିଛି। ଫେବୃଆରୀ 28 ତାରିଖରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯେଉଁ ସଂଘର୍ଷ…

ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ…

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri