ମେକ୍ସିକୋରେ ଗୁଳିକାଣ୍ଡ: ୭ ମୃତ

ମେକ୍ସିକୋ ସିଟି, ୧୯ା୩:ମେକ୍ସିକୋର ଏକ ସାମରିକ ୟୁନିଟ୍‌ ଉପରେ ବନ୍ଧୁକଧାରୀମାନେ ଆକ୍ରମଣ କରିବାରୁ ୨ ଜଣ ସୈନ୍ୟ ଓ ୫ ସନ୍ଦିଗ୍ଧ ଅପରାଧୀ ନିହତ ହୋଇଛନ୍ତି। ଗୁଳିମାଡ଼ରେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ଗୁଏରେରୋ ପ୍ରଦେଶର ପାର୍ବତଞ୍ଚଳରେ ଅପରାଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଥିଲା। ଏଥିରେ ସାମରିକ ୟୁନିଟକୁ ଟାର୍ଗେଟ କରାଯାଇଥିଲା। ଦୁଇଟି ଗାଡ଼ିରେ ୧୮ ଜଣ ସଶସ୍ତ୍ର ଅପରାଧୀ ପହଞ୍ଚତ୍ ଗୁଳି ଚଳାଇଥିଲେ। ଆକ୍ରମଣକାରୀ ଲା ଫାମିଲିଆ ମିଚୋଆକାନା ସଦସ୍ୟ ହୋଇପାରନ୍ତି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନ ମୋଡରେ ବିଜୟ ଥଲାପଥି: ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୭।୮: କେନ୍ଦ୍ର ସରକାର ସୀମା ନିର୍ଦ୍ଧାରଣ ବିଲ ପୁନଃଆଗତ କରିପାରନ୍ତି ବୋଲି ଆଲୋଚନା ହୋଇଛି। ତାମିଲନାଡୁରେ ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ବିବାଦ ଆରମ୍ଭ ହୋଇଛି। କେନ୍ଦ୍ର…

ଦେଶୀ ମଦରେ ଅପମିଶ୍ରଣ ଅଭିଯୋଗ:ନିରପେକ୍ଷ ତଦନ୍ତ ଦାବି କଲା କଂଗ୍ରେସ

ଭଞ୍ଜନଗର, ୭।୮ (ବାବୁଲା ପ୍ରଧାନ):ଗଞ୍ଜାମ ଜିଲାର ବିଭିନ୍ନ ଦେଶୀ ମଦ ଭାଟିରେ ଅପମିଶ୍ରିତ ଓ ନକଲି ମଦ ପ୍ରସ୍ତୁତ ହେଉଥିବା ନେଇ ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ)…

ରାସ୍ତାକଡ଼ରେ ଗର୍ଜନ କରୁଥିଲା ୧୨ ଫୁଟ ଲମ୍ବର ଅହିରାଜ, ଯୁବକ ଦେଖିବା ପରେ…

ଦିଗପହଣ୍ଡି,୭ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୩ ନଂ ଓ୍ବାର୍ଡ ପିଏଚ୍‌ଡି ରୋଡ୍‌ କେନାଲ କଡ଼ ମୋବାଇଲ ଟାଓ୍ବାର ନିକଟରୁ୍‌ ପ୍ରାୟ ୧୨ ଫୁଟ…

ପାଣି ଘେରରେ ତେରେସିଂହା ବସ୍ତି ସ୍କୁଲ-ଅଙ୍ଗନବାଡି କେନ୍ଦ୍ର: ଅସ୍ବାସ୍ଥ୍ୟକର ପରିବେଶରେ ଚାଲିଛି ପାଠପଢା

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକର ତେରେସିଂହା ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ନାହିଁ ନ ଥିବା ଅସୁବିଧା ଦେଖିବାକୁ ମିଳୁଛି I ବିଦ୍ୟାଳୟ…

ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିଲା ଫାଇବର ବୋଝେଇ ପିକ୍‌ଅପ୍‌

ମୋହନା,୭ା୮(ମନ୍ମଥ ମିଶ୍ର): ପୁଣି ଭୀମଦଲି ଘାଟିରେ ଭାରସାମ୍ୟ ହରାଇ ଏକ ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିପଡ଼ିଛି ପିକ୍‌ଅପ୍‌। ଦୁର୍ଘଟଣାରେ ଡ୍ରାଇଭର ଆହତ ହୋଇଥିବା ବେଳେ…

ଗଞ୍ଜାମ ମହାବିଦ୍ୟାଳୟ ୫୮ ତମ ସ୍ବର୍ଣ୍ଣକ୍ଷେତ୍ର ସମାରୋହ: ନୂତନ ସମିଳନୀ କକ୍ଷ ଶୁଭାରମ୍ଭ କଲେ ବିଧାୟକ, ୮ ଛାତ୍ରୀଛାତ୍ରଙ୍କୁ…

ଗଞ୍ଜାମ, ୭।୮(ବିଦ୍ୟାଧର ସାହୁ ): ଗଞ୍ଜାମ କଲେଜକୁ ପୂରିଛି ୫୮ ବର୍ଷ । ଏହି ଅବସରରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବେ…

ଛାତ୍ରୀଛାତ୍ରଙ୍କୁ ସଫା କରିବାକୁ ଦିଆଯାଉଛି ଘାସ, ଶୌଚାଳୟ: ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଘେରିଲେ ଅଭିଭାବକ, ବଦଳି ପାଇଁ ଜୋର୍‌ଧରିଲା…

ଛତ୍ରପୁର, ୭।୮(ଦିଲ୍ଲୀପି ସାମଲ /ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌର ପରିଷଦର ଜି. ଏନ. ପାଲମ୍ମା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଅବ୍ୟବସ୍ଥା ଘେରରେ ଚାଲିଛି ପାଠପଢା…

ମୋହନ ଭାଗବତ Gen Zଙ୍କୁ ନେଇ ଦେଇଥିବା ବୟାନ ପରେ ରାଜନୀତି ହେଲା ସରଗରମ, ଏବେ RSS ମୁଖ୍ୟ କହିଲେ: ‘ଏହା ଉନ୍ନତି ପାଇଁ…’

ନୂଆଦିଲ୍ଲୀ,୭।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ସଂରକ୍ଷଣ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ ସଂରକ୍ଷଣ ସ୍ଥାୟୀ ବ୍ୟବସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri