ଆମେରିକାରେ ଥମୁନି ଗୁଳି ବର୍ଷଣ

ଓ୍ବାଶିଂଟନ,୧୭ା୪: ଆମେରିକାରେ ଗୁଳି ବିନିମୟ ଥମୁନାହିଁ। ରବିବାର ପୂର୍ବାହ୍ନରେ ଆମେରିକାର ପିଟସବର୍ଗ ସହରରେ ଗୁଳି ବିନିମୟରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୧ ଜଣ ଆହତ ହୋଇଛନ୍ତି। ପୂରା ଘଟଣାର ସବିଶେଷ ତଥ୍ୟ ଦେଇ ପିଟ୍ସବର୍ଗ ପୋଲିସ କହିଛି, ସହରର ଉତ୍ତର ପାର୍ଶ୍ୱରେ ଥିବା ଏକ ଏୟାରବନ୍‌ ସମ୍ପତ୍ତିରେ ଏକ ପାର୍ଟି ସମୟରେ ଗୁଳି ବିନିମୟ ହୋଇଥିଲା। ଅଧିକାରୀ କହିଛନ୍ତି, ଭିତରେ ୨୦୦ରୁ ଅଧିକ ଲୋକ ଥିଲେ, ସେମାନଙ୍କ ମଧ୍ୟରୁ ଅନେକ ନାବାଳକ ଥିଲେ।

 

ପୋଲିସ କହିଛି, ଅଧିକାରୀମାନେ ପହଞ୍ଚିବା ପରେ ସେମାନେ ଦେଖିଥିଲେ; ଲୋକମାନେ ଘଟଣାସ୍ଥଳରୁ ଦୌଡ଼ି ଝରକା ବାହାରକୁ ଡେଇଁ ପଳାଇବାକୁ ଚେଷ୍ଟା କରୁଛନ୍ତି। ଅନେକ ଲୋକଙ୍କୁ ଡାକ୍ତରଖାନା ନିଆଯାଇଥିଲା। ଡାକ୍ତରଖାନାରେ ଦୁଇଜଣ ନାବାଳିକାଙ୍କ ମୃତ୍ୟୁ ହୋଇଥିବା ପୋଲିସ କହିଛି। ତାଙ୍କୁ ଏପର୍ଯ୍ୟନ୍ତ ଚିହ୍ନଟ କରାଯାଇ ନାହିଁ


Enter your email to get our daily news in your inbox.

All Right Reserved By Dharitri.Com

ଦିନେ ତାଙ୍କୁ କୋଳରେ ଧରିଥିଲେ ମେସି, ଆଜି ପଡ଼ିଆରେ ହରାଇବା ପରେ କହିଲେ..

ନୂଆଦିଲ୍ଲୀ,୨୦।୭: ଫାଇନାଲରେ ଆର୍ଜେଣ୍ଟିନାକୁ ୧-୦ରେ ପରାସ୍ତ କରି ସ୍ପେନ ୨୦୨୬ ଫିଫା ବିଶ୍ୱକପ ଟାଇଟଲ ଜିତିଛି। ଏହି ମ୍ୟାଚରେ ପ୍ରଶଂସକଙ୍କ ଆଖି ସମସ୍ତ ଷ୍ଟାର ଖେଳାଳିଙ୍କ ଉପରେ…

ସରକାରଙ୍କ ନିଦ ଉଡାଇଲା CJPର ୩ ଦାବି: ମୃତ NEET ପରୀକ୍ଷାର୍ଥୀଙ୍କ ପରିବାରକୁ ମିଳୁ…

ନୂଆଦିଲ୍ଲୀ, ୨୦।୭:‘କକରୋଚ ଜନତା ପାର୍ଟି’ର ପ୍ରଦର୍ଶନ ମଧ୍ୟରେ ସୋମବାର ସିଜେପିର ପ୍ରତିନିଧି ଦଳ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡାଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ପ୍ରାୟ ତିନି…

ରଥକାଠ ଭାଙ୍ଗିଲେ ଅଭିମାନିନୀ ମହାଲକ୍ଷ୍ମୀ: ସାନ୍ତ୍ୱନା ଦେଲେ ମହାପ୍ରଭୁ

କେସିଙ୍ଗା,୨୦।୭(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକ ଅଧିନସ୍ଥ ସିର୍ଜାପାଲି ଗ୍ରାମରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ମହାଆଡମ୍ବରରେ ହେରାପଞ୍ଚମୀ ସୋମବାର ପାଳିତ ହୋଇଯାଇଛି। ଉକ୍ତ ଗ୍ରାମର ଶ୍ରୀପଦ୍ମନାଭ(ବଳଭଦ୍ର) ପ୍ରମୋଦ କୁମାର…

ଏହି ସ୍ଥାନରେ ୩୦୦ ବର୍ଷ ଧରି ଟଣା ହୋଇନାହିଁ ରଥ

କେନ୍ଦ୍ରାପଡ଼ା, ୨୦ା୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହରଠାରୁ ୧୨ କି.ମି. ଦୂର ଇନ୍ଦୁପୁର ବଜାର। ଏଠାରୁ ଦେଢ଼ କି.ମି. ଦୂର ହାବେଳି (ପତିସାହି) ଠାରେ ଥିବା ପ୍ରାୟ ୩୦୦ବର୍ଷ…

ଆନ୍ଦୋଳନକୁ ନେଇ ମୋଦି ସରକାରଙ୍କ ପ୍ରଥମ ପ୍ରତିକ୍ରିୟା: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପ୍ରସଙ୍ଗରେ କହିଲେ…ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୦।୭: ପରୀକ୍ଷା ପ୍ରଶ୍ନପତ୍ର ଲିକ ମାମଲାର ବିରୋଧରେ ‘କକରୋଚ ଜନତା ପାର୍ଟି’ (CJP)ର ସଂସଦ ମାର୍ଚ୍ଚ ବେଳେ ସୋମବାର ପୋଲିସ ହଜାର ହଜାର ସଂଖ୍ୟାରେ ଜମା ହୋଇଥିବା…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନାହିଁ ନାଁ: ଗର୍ଜିଲେ ମହିଳା

କେସିଙ୍ଗା,୨୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ଗ୍ରାମ ପଞ୍ଚାୟତ ଅଧିନସ୍ଥ କାଦୋପଡାର ୧୩ ମହିଳା ଜିଲାପାଳଙ୍କ ଜନଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନାଁ…

କାଠ କାମ ବେଳେ ମିସ୍ତ୍ରୀଙ୍କୁ ଲାଗିଲା କରେଣ୍ଟ, ଛିଟିକି….

ଦିଗପହଣ୍ଡି,୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ପଞ୍ଚାୟତ ଅନ୍ତର୍ଗତ ଆଦିକନ୍ଦପୁର ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ନାରାୟଣ ଗୈାଡଙ୍କ ଘରେ କାଠ…

ଅଧିକାରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ: ବଦଳି ଆଦେଶ ନ ମାନିଲେ କାଲିଠୁ ଦରମା ବନ୍ଦ

ଭୁବନେଶ୍ୱର,୨୦।୭: ବଦଳି ଆଦେଶ ମାନୁ ନ ଥିବା ଅଧିକାରୀଙ୍କ ପାଇଁ ଅର୍ଥ ବିଭାଗର କଡ଼ା ଆଭିମୁଖ୍ୟ ଦେଖାଇଛି। ଆଜି ସୁଦ୍ଧା ନୂଆ ସ୍ଥାନରେ ଯୋଗ ନ ଦେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri