ଗ୍ୟାସ ଲିକ୍‌ ହୋଇ ଜଳିଗଲା ଜଳିଖିଆ ଦୋକାନ

ବୁଗୁଡ଼ା,୯ା୨(ଡି.ଏନ.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନା କଳମ୍ବ ପଞ୍ଚାୟତ ଅଧୀନ ଡେଙ୍ଗାପଦର ଗ୍ରାମର ଏକ ଜଳଖିଆ କ୍ୟାବିନରେ ଗ୍ୟାସ ଲିକରୁ ଅଗ୍ନିକାଣ୍ଡ ଘଟି କ୍ୟାବିନ ସମ୍ପୂର୍ଣ୍ଣ ପୋଡ଼ି ପାଉଁଶ ହୋଇଯାଇଛି। ଏଥିରେ ରୋଷେୟା ଏବଂ ହୋଟେଲ ମାଲିକ ରାମ ପ୍ରଧାନ ଆହତ ହୋଇଛନ୍ତି।

ଗୁରୁବାର ରାମ ଜଳଖିଆ ପ୍ରସ୍ତୁତ କରୁଥିବା ବେଳେ କୌଣସି କାରଣରୁ ଗ୍ୟାସ ସିଲିଣ୍ଡର ଲିକ୍‌ ହୋଇ କ୍ୟାବିନରେ ନିଆଁ ଲାଗି ଯାଇଥିଲା। ସ୍ଥାନୀୟ ଲୋକେ ରାମକୁ ଉଦ୍ଧାର କରି ବାଲିପଦର ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ ଦମକଳ ବାହିନୀ ପହଞ୍ଚିଲା ବେଳକୁ କ୍ୟାବିନ କିଛି ପୋଡି ଛାରଖାର ହୋଇଯାଇଥିଲା। କ୍ଷୟକ୍ଷତିର ଆକଳନ କରି ତୁରନ୍ତ ଦୋକାନ ମାଲିକଙ୍କୁ ସରକାରୀ ସହାୟତା ପ୍ରଦାନ କରିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri