Posted inଜାତୀୟ

ଶୋପିଆନ ଏନ୍‌କାଉଣ୍ଟରେ ୨ ଆତଙ୍କବାଦୀ ନିହତ

ଶୋପିଆନ,୩୦।୮: ଜମ୍ମୁ-କଶ୍ମୀରର ଶୋପିଆନରେ ମଙ୍ଗଳବାର ସୁରକ୍ଷାକର୍ମୀଙ୍କୁ ଏକ ର୍ବ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ଆତଙ୍କବାଦୀ ଟଳିପଡ଼ିଥିବା ଜଣାପଡ଼ିଛି। ନିହତ ହୋଇଥିବା ଆତଙ୍କବାଦୀମାନେ ଲଶ୍କର-ଇ-ତୋଏବାର ସଦସ୍ୟ। ସେମାନେ ଘାଟିରେ ଏକ ବକ୍ଷାକର୍ମ ଦୁର୍ଘଟଣା ଘଟାଇବାକୁ ଷଡ଼ଯନ୍ତ୍ର ରଚିିଥିଲେ ବୋଲି କଶ୍ମୀର ଜୋନ ପୋଲିସ ସୂଚନା ଦେଇଛି। ସୂଚନାଯୋଗ୍ୟ, ମଙ୍ଗଳବାର ଶୋପିଆନର ନାଗବଲ ଅଞ୍ଚଳରେ କେତେକ ଆତଙ୍କବାଦୀ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା। ଏହାପରେ ସୁରକ୍ଷାକର୍ମୀ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲେ। ଏହି ଅପରେଶନ ସମୟରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଥିଲେ। ତେବେ ସୁରକ୍ଷାକର୍ମୀଙ୍କ ଗୁଳିବିନିମୟରେ ୨ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି ବୋଲି ଜଣେ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର ୪ ବିମାନ ବନ୍ଦରକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ

ନୂଆଦିଲ୍ଲୀ,୨୭।୪: ଦେଶର ଚାରୋଟି ବିମାନବନ୍ଦରକୁ ବୋମାରେ ଉଡାଇ ଦେବାକୁ ଧମକ ଆସିଛି। ଇ-ମେଲ ମାଧ୍ୟମରେ ଦାବି କରାଯାଇଛି ଯେ କୋଲକାତା ବିମାନବନ୍ଦର ସମେତ ଦେଶର ଚାରୋଟି...

ଟିଏମସିକୁ ଆତଙ୍କବାଦୀ ସଙ୍ଗଠନ ଘୋଷଣା କରାଯାଉ: ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୭।୪: ସନ୍ଦେଶଖାଲି ପ୍ରସଙ୍ଗରେ ଭାଜପା କ୍ରମାଗତ ଭାବେ ତ୍ରୁଣମୂଳ କଂଗ୍ରେସ(ଟିଏମସି) ଉପରେ ଆକ୍ରମଣ କରୁଛି। ସନ୍ଦେଶଖାଲି ହିଂସା ଏବଂ ମହିଳାଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ମାମଲା...

ପୁଣି ଲାଲ ସାଗରରେ ତାଣ୍ଡବ କଲେ ହୁତି ବିଦ୍ରୋହୀ! ଭାରତ ଆସୁଥିବା ତେଲ ଟ୍ୟାଙ୍କର ଉପରକୁ ମିଶାଇଲ ମାଡ

ନୂଆଦିଲ୍ଲୀ,୨୭।୪: ହୁତି ବିଦ୍ରୋହୀମାନେ ପୁଣି ଥରେ ଲୋହିତ ସାଗରରେ ଏକ ତାଣ୍ଡବ ସୃଷ୍ଟି କରିଛନ୍ତି। ୟେମେନର ହୁତି ବିଦ୍ରୋହୀ ସଂଗଠନ ଶନିବାର କହିଛି ଯେ ସେମାନଙ୍କର...

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ...

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri