କେମିକାଲ ମିଶା ରଙ୍ଗ ବିକି ଦୋକାନୀ ଗିରଫ

ବାଲେଶ୍ୱର ଅଫିସ,୨୯।୩: କୀଟନାଶକ ମିଶା ରଙ୍ଗ ବିକ୍ରି ଅଭିଯୋଗରେ ବାଲେଶ୍ୱର ଜିଲା ସହଦେବ ଖୁଣ୍ଟା ଥାନା ପୋଲିସ ସୋମବାର ଜଣେ ଦୋକାନୀଙ୍କୁ ଗିରଫ କରିଛି। ସୂଚନା ଯୋଗ୍ୟ, ଜଣେ ଯୁବକଙ୍କ ମୁହଁରେ କେମିକାଲ ମିଶା ରଙ୍ଗ ଲାଗିବାରୁ ଅସହ୍ୟ ଯନ୍ତ୍ରଣା ଅନୁଭବ କରିଥିଲେ। ଏନେଇ ଥାନାରେ ଏକ ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି କରି ପୋଲିସର ତଦନ୍ତ ଆରମ୍ଭ କରିଥିଲା। ପୋଲିସ ତଦନ୍ତ ପରେ ବାଲେଶ୍ୱର ଷ୍ଟେଶନ ଛକ ନିକଟରେ ଖୋଲା ହୋଇଥିବା ରଙ୍ଗ ଦୋକାନରୁ ଉକ୍ତ ରଙ୍ଗ ବିକ୍ରି ହୋଇଥିବା ଜଣାପଡିଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଉକ୍ତ ଦେକାନକୁ ସିଲ କରିବା ସହ ଦୋକାନୀଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଖେଇଲାଣି କଳିଯୁଗର ଅନ୍ତ: ଆକାଶରେ ଦିଶିବ ୨ଟି ସୂର୍ଯ୍ୟ, ଦ୍ୱିପ୍ରହରରେ ଦେଖାଯିବ ତାରା! ଡରାଇଲା ସଙ୍କେତ…

କଳିଯୁଗରେ ଅଧର୍ମର ଶେଷ ଏବଂ କଲ୍କି ଅବତାରର ସମୟ କ’ଣ ପାଖେଇ ଆସିଲାଣି? ବାସ୍ତବରେ, ‘କାଳଜ୍ଞାନମ୍’ ନାମକ ଏକ ରହସ୍ୟମୟ ଗ୍ରନ୍ଥରେ କଳିଯୁଗର ଶେଷ ସହିତ ଜଡ଼ିତ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

‘ବନ୍ଦେ ମାତରମ୍‌’କୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୨୨।୮: ବନ୍ଦେ ମାତରମ ଉପରେ କଂଗ୍ରେସ କାର୍ଯ୍ୟକାରିଣୀ (CWC) ପ୍ରସ୍ତାବ ଉପରେ ପ୍ରତିକ୍ରିୟା ଦେଇ, ଭାଜପା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୨ ଅଗଷ୍ଟ) ଓଡ଼ିଶାର ତାଳଚେରରେ…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

କେବେ ଭାରତ ଆସିବେ ବାଂଲାଦେଶୀ ପ୍ରଧାନମନ୍ତ୍ରୀ? ଆସିଲା ନୂଆ ତାରିଖ

ନୂଆଦିଲ୍ଲୀ,୨୨।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହkସିନାଙ୍କ ବହିଷ୍କାର ଏବଂ ଭାରତରେ ଆଶ୍ରୟ ନେବା ମଧ୍ୟରେ, ବାଂଲାଦେଶୀ ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ 23 ରୁ 25 ମଧ୍ୟରେ…

ସମୁଦ୍ର ଗର୍ଭରୁ ମିଳିଲା ସୁନାର ଭଣ୍ଡାର ସାଙ୍ଗକୁ ପୁଳାପୁଳା ଟଙ୍କା; ହେଲେ ସୁନା ମୁଦି ଖୋଲିଦେଲା ବଡ଼ ରହସ୍ୟ

ସମୁଦ୍ରର ଗଭୀରତାରେ ପୋତି ହୋଇ ରହିଥିବା ଗୋଟିଏ ଜାହାଜ ପ୍ରାୟ ୧,୩୦୦ ବର୍ଷ ପରେ ଇତିହାସର ଏପରି ଏକ ପୃଷ୍ଠା ସାମ୍ନାକୁ ଆଣିଛି, ଯାହାକୁ ଦେଖି ବୈଜ୍ଞାନିକମାନେ…

ଆତ୍ମହତ୍ୟା ପାଇଁ ପାହାଡ଼ ଧାରରେ ଠିଆ ହୋଇଥିଲେ ଯୁବକ, ପୁଅକୁ ବଞ୍ଚାଇବାକୁ ଯାଇ ଚାଲିଗଲା ମା’ବାପାଙ୍କ ଜୀବନ

ଔରଙ୍ଗାବାଦ, ୨୨।୮: ମହାରାଷ୍ଟ୍ରର ଖାଭ୍ୟଡା ଡୋଙ୍ଗରର ଏକ ବିପଦପୂର୍ଣ୍ଣ ପାହାଡ଼ରୁ ଡେଇଁ ଆତ୍ମହତ୍ୟା କରିବାକୁ ଯାଉଥିବା ୧୮ବର୍ଷୀୟ ପୁଅକୁ ବଞ୍ଚାଇବାକୁ ଯାଇ ଜୀବନ ହାରିଛନ୍ତି ମା’ବାପା। ପଥର…

ମିତ୍ର ଦେଶ କାନାଡାକୁ ଶକ୍ତ ଝଟକା ଦେଲେ ଟ୍ରମ୍ପ!

ଓ୍ବାଶିଂଟନ,୨୨।୮: ଡୋନାଲ୍ଡ ଟ୍ରମ୍ପ ଆମେରିକାର ଘନିଷ୍ଠ ସହଯୋଗୀ ଏବଂ ବନ୍ଧୁ କାନାଡା ଉପରେ ‘ଶୁଳ୍କ ବୋମା’ ପକାଇଛନ୍ତି। ବାଣିଜ୍ୟ ଚୁକ୍ତି ଆଲୋଚନା ସମୟରେ ଦୁଇ ରାଷ୍ଟ୍ର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri