ଗୁଳି ମାଡ଼ରେ ଦୋକାନୀଙ୍କ ମୃତ୍ୟୁ: ମୃତଦେହ ରଖି ରାସ୍ତା ଅବରୋଧ

କେନ୍ଦୁଝର,୧୦।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଖଡ଼ିବହାଳୀ ଗ୍ରାମରେ ଗତ ୨୬ ତାରିଖରେ ଗୁଳି ମାଡ଼ ହୋଇଥିଲା। ଏଥିରେ ଗୁରୁତର ହୋଇ କଟକ ବଡ଼ ମେଡ଼ିକାଲରେ ଚିକିତ୍ସିତ ହେଉଥିବା ଦୋକାନୀ ଜଗବନ୍ଧୁ ମହାପାତ୍ରଙ୍କ ସୋମବାର ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁ ପରେ ଗାଁରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି।
ମଙ୍ଗଳବାର ଗ୍ରାମବାସୀ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତାରେ ମୃତଦେହ ରଖି ଅବରୋଧ କରିଛନ୍ତି। ଫଳରେ ନରଣପୁର-ବ୍ରାହ୍ମଣୀପାଳ ରାସ୍ତାରେ ଯାତାୟାତ ବନ୍ଦ ରହିଛି। ଏହି ଘଟଣାରେ ଜଣେ ଆତ୍ମସମର୍ପଣ କରିଥିବା ବେଳେ ଅନ୍ୟ ଜଣେ ଫେରାର ଅଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା ଜାରି ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସାହିତ୍ୟରେ ଶସ୍ତା ରାଜନୀତି

ହଁଆଜ୍ଞା, ଅକବି ଓ ଅଲେଖକ ପ୍ରବଳ! ଚିନ୍ତାରେ କବି ଓ ଲେଖକକୁଳ। ସବଳ ଡମ୍ଫା,ଡହରା,ଟାଉଟର। ଦୁର୍ବଳ, ସ୍ରଷ୍ଟା, ସାଧକ, କଳାକାର। କବିବର ରାଧାନାଥ ରାୟଙ୍କ କାଳଜୟୀ କବିତାଂଶ;…

ଡାଇବେଟିସ୍‌ ଥିଲେ ରୁହନ୍ତୁ ସତର୍କ, ଏଥିରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ…

ବର୍ତ୍ତମାନ ଏଭଳି ସମୟ ଆସିଛି, ଯେତେବେଳେ ଆମେ ନିଜ ସ୍ବାସ୍ଥ୍ୟ ପ୍ରତି ଅଧିକ ସଚେତନ ରହିବା ନିହାତି ଦରକାର। ଯଦି ଆପଣଙ୍କର ଡାଇବେଟିସ୍‌ କିମ୍ବା ରକ୍ତଚାପ ପରି…

ବ୍ରିକ୍ସ: ସାମର୍ଥ୍ୟ ଅଛି ଶକ୍ତି ନାହିଁ

ବ୍ରିକ୍ସ କ୍ରମଶଃ ପ୍ରତିଷ୍ଠା ଲାଭ କଲେ ମଧ୍ୟ ଅନ୍ତର୍ଜାତୀୟ ଆହ୍ବାନଗୁଡିକୁ ମୁକାବିଲା କରିବାରେ ସଫଳ ହୋଇପାରୁନାହିଁ। ସେଥିପାଇଁ ଚଳିତ ମାସରେ ନୂଆଦିଲ୍ଲୀରେ ଅନୁଷ୍ଠିତ ବ୍ରିକ୍ସ ବୈଦେଶିକ ମନ୍ତ୍ରୀଙ୍କ…

ବୋମା ତିଆରି ପାଇଁ ଏଆଇ ପ୍ଲାଟ୍‌ଫର୍ମ ବ୍ୟବହାର କରିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୫ା୫(ପି.ଟି.):ଦିଲ୍ଲୀ ଲାଲ୍‌କିଲ୍ଲା ବିସ୍ଫୋରଣ ମାମଲାରେ ଚାର୍ଜଶିଟ୍‌ ହୋଇଥିବା ଅଭିଯୁକ୍ତଙ୍କର ବୈଶ୍ୱିକ ଆତଙ୍କବାଦୀ ସଂଗଠନ ଅଲ୍‌କାଏଦା ସହ ସମ୍ପୃକ୍ତି ରହିଛି ଓ ସେ ବୋମା ପ୍ରସ୍ତୁତି ପାଇଁ ଆର୍ଟିଫିସିଆଲ…

ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ,୨୫ା୫: ଭାରତ ଗସ୍ତରେ ଆସିଥିବା ଆମେରିକା ପରରାଷ୍ଟ୍ର ସଚିବ ମାର୍କୋ ରୁବିଓ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା କରୁଥିବାବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ହଠାତ୍‌…

ଭାରତକୁ ଟାର୍ଗେଟ କରାଯାଇନି: ରୁବିଓ

ନୂଆଦିଲ୍ଲୀ,୨୫ା୫(ପି.ଟି.): ଭାରତ ଓ ଆମେରିକା ମଧ୍ୟରେ ବହୁପ୍ରତୀକ୍ଷିତ ବାଣିଜ୍ୟ ଚୁକ୍ତିନାମା ଖୁବ୍‌ଶୀଘ୍ର ଚୂଡ଼ାନ୍ତ ହେବାକୁ ଯାଉଛି, ଯାହା ଉଭୟ ଦେଶ ପାଇଁ ଲାଭଦାୟକ ଏବଂ ସ୍ଥାୟୀ ହେବ…

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri