ଭୋଟ ଗଣତିବେଳେ ୨୦୦ ମିଟର ପର୍ଯ୍ୟନ୍ତ ବନ୍ଦ ରହିବ ଦୋକାନ

କଣାସ, ୨୧।୨(ସ୍ବ.ପ୍ର): କଣାସ ବ୍ଲକରେ ଭୋଟ ଗଣତିବେଳେ ୨୦୦ ମିଟର ଭିତରେ ଥିବା ଦୋକାନଗୁଡିକ ସବୁ ବନ୍ଦ ରହିବ। ଏଥିସହ ପ୍ରାର୍ଥୀମାନଙ୍କର ସମର୍ଥକ ସେଠାରେ ନ ରହି ଦୋକନ୍ଦା ମେଳଣ ପଡିଆରେ ରହିବା ପାଇଁ ବିଡିଓ ଲୋଚନ ଦାସ ଓ ତହସିଲଦାର ଲକ୍ଷ୍ମୀଧର ମହାରଣା ନିର୍ଦ୍ଦେଶ ଦେଇଛନ୍ତି। କଣାସ ସରକାରୀ ଉଚ୍ଚବିଦ୍ୟାଳୟ ପରିସରରେ ୨୬ ତାରିଖରୁ ଗଣତି ଆରମ୍ଭ ହେବ। ପ୍ରଥମ ଦିନ ୩ନଂ. ଜୋନ୍‌, ୨୭ ତାରିଖରେ ୪ନଂ. ଜୋନ୍‌ ଏବଂ ୨୮ ତାରିଖରେ ୫ନଂ. ଜୋନ୍‌ର ଭୋଟ ଗଣତି କରାଯିବ। ଭୋଟ ଗଣତିବେଳେ ପ୍ରଶାସନ ପକ୍ଷରୁ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେତେକ ନିୟମ କଡାକଡି କରାଯାଇଛି। ଦୋକନ୍ଦାରୁ କଣାସକୁ ସଂଯୋଗ କରୁଥିବା ରାସ୍ତା ଓ କଣାସରୁ ଜଙ୍କିଆ ଦୟାନଦୀ ବନ୍ଧରେ ଯାଇଥିବା ରାସ୍ତାକୁ ଉକ୍ତ ୩ଦିନ ବନ୍ଧ ରଖାଯାଇଛି। ସେହି ରାସ୍ତାରେ କୌଣସି ଭାରିଯାନ ଓ ୪ ଚକିଆ ଯାନ ଯାତାୟାତ ନ କରିବା ପାଇଁ ତହସିଲଦାର ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗରୁଡ଼ବନ୍ଦୀକୁ ଫେରିଲା ଶାନ୍ତି

ଭୁବନ, ୨୨।୩(ଡି.ଏନ.ଏ.): ଢେଙ୍କାନାଳ ଜିଲା ଭୁବନ ଥାନା ବାଲିବୋ ପଞ୍ଚାୟତର ଗରୁଡ଼ବନ୍ଦୀ ଗ୍ରାମରେ ଲାଗି ରହିଥିବା ସବର୍ଣ୍ଣ-ଅସବର୍ଣ୍ଣ ବିବାଦର ସମାଧାନ ହୋଇଛି। ପ୍ରଶାସନିକ ହସ୍ତକ୍ଷେପ ପରେ...

ଗଜପତିରେ ନିର୍ବାଚନୀ ହିଂସା: ସରପଞ୍ଚ ପ୍ରାର୍ଥୀଙ୍କୁ ଆକ୍ରମଣ

ପାରଳାଖେମୁଣ୍ଡି,୧୪ା୨(ଡି.ଏନ୍‌.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ଶରଧାପୁର ଗ୍ରାମରେ ଦେଖାଦେଇଛି ରାଜନୈତିକ ହିଂସା। ପଞ୍ଚାୟତ ନିର୍ବାଚନ ପୂର୍ବରୁ ବିଜେଡି ସମର୍ଥିତ ସରପଞ୍ଚ ପ୍ରାର୍ଥୀଙ୍କୁ ଆକ୍ରମଣ ହୋଇଛି।...

ଭଦ୍ରକରେ ୧୫୭ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୧୪।୬: ଭଦ୍ରକ ଜିଲାରୁ ରବିବାର ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୭ରେ ପହଞ୍ଚିଛି। ପଜିଟିଭ୍‌ ଚିହ୍ନଟ...

ଯନ୍ତ୍ରୀ ଜାଣିନାହାନ୍ତି କାର୍ଯ୍ୟର ଅଟକଳ ମୂଲ୍ୟ

ମାଲକାନଗିରି,୧୨ା୧୨(ଡି.ଏନ.ଏ.): ମାଲକାନଗିରି ଜିଲା କାଲିମେଳା ବିଏଲକେ ଅନ୍ତର୍ଗତ ଏମପିଭି-୨୯ ଗ୍ରାମ ନିକଟସ୍ଥ ପୋଟେରୁ ଜଳସେଚନ ବିଭାଗର ଶାଖା କେନାଲରେ ନିର୍ମାଣାଧୀନ କଂକ୍ରିଟ କାମ ନିମ୍ନମାନର କରାଯାଉଥିବା...

ପୁଣି ବ୍ୟାପିଲାଣି ଝାଡ଼ାବାନ୍ତି

କୋରାପୁଟ/ତେନ୍ତୁଳିଖୁଣ୍ଟି,୨୧।୮(ସ୍ବ.ପ୍ର./ଡି.ଏନ୍‌.ଏ.): କଛିଦିନରେ ବ୍ୟବଧାନରେ ପୁଣି ଦେଖାଦେଲାଣି ଝାଡ଼ାବାନ୍ତି ଆତଙ୍କ। ଦକ୍ଷିଣ ଓଡ଼ିଶାର କୋରାପୁଟ ଓ ନବରଙ୍ଗପୁର ଜିଲାରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କୋରାପୁଟ...

ରେଲଓ୍ବେକୁ ଜାଗା ଦେଇ ହଇରାଣ ହେଉଛନ୍ତି ଲୋକେ

ସୁନାବେଡା, ୪ା୪ (ସ୍ବ.ପ୍ର.): କୋରାପୁଟ ଜିଲା ଦାମନଯୋଡିସ୍ଥିତ ନାଲ୍‌କୋ ଭିଆଇପି ଅତିଥି ଭବନରେ ଅବିଭକ୍ତ କୋରାପୁଟ ଜିଲାର ରେଲୱେ ଜମିହରା ସଂଘ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର...

ଚକ ଜମି ବିକି ପାରିବେ ମାଲିକ

ଭୁବନେଶ୍ୱର,୩୦।୫(ବ୍ୟୁରୋ): ଓଡ଼ିଶା ଚକବନ୍ଦୀ ଓ ଭୂମିର ବିଭକ୍ତୀକରଣ ନିବାରଣ ଅଧିନିୟମ-୧୯୭୨ର ଧାରା ୩୪ ଅନୁଯାୟୀ କୌଣସି ଚକଭୁକ୍ତ ଜମିର ବିଭକ୍ତୀକରଣ ଅଥବା ବିଭାଜନ ନିଷିଦ୍ଧ ଅଟେ।...

ଅନୁଗୋଳରେ ମୃଦୁ ଭୂକମ୍ପ, ସହରବାସୀ ଭୟଭୀତ

ଅନୁଗୋଳ ଅଫିସ, ୨୭।୮- ଅନୁଗୋଳର ବିଭିନ୍ନ ସ୍ଥାନରେ ମଙ୍ଗଳବାର ଅପରାହ୍ନରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ୨ରୁ ୩ ସେକେଣ୍ଡ ପାଇଁ ହୋଇଥିବା ଏହି ଭୂକମ୍ପରେ...

Advertisement
Archives

Model This Week