ଶର୍ଟସର୍କିଟରୁ ଜଳିଗଲା ୩ ବଖରା

ବଇଣ୍ଡା, ୨୯।୩(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ଅଏଡା ଗ୍ରାମରେ ରବିବାର ରାତିରେ ଅଗ୍ନିକାଣ୍ଡ ଘଟି ଶାନ୍ତନୁ ମୁଣ୍ଡାଙ୍କ ୩ ବଖରା ଚାଳ ଘର ଜଳିଯାଇଛି। ବିଦ୍ୟୁତ୍‌ ଶର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଏଥିରେ ନଗଦ ୧୭,୦୦୦ ଟଙ୍କା ଓ ଘରେ ମହଜୁଦ ଥିବା ଧାନଚାଉଳ ସମେତ ସମସ୍ତ ଆସବାବପତ୍ର ଛାରଖାର ହୋଇଯାଇଛି। ଗ୍ରାମବାସୀଙ୍କ ସହାୟତାରେ ନିଅଁାକୁ ଆୟତ୍ତ କରାଯାଇଥିଲା। ସୋମବାର ବିଜେଡି ଯୁବନେତା ତାପସ କୁମାର ସାହୁଙ୍କ ନେତୃତ୍ୱରେ ଏକ ପ୍ରତିନିଧିଦଳ ବିପନ୍ନ ପରିବାରକୁ ଭେଟି ରିଲିଫ୍‌ ଦେଇଥିଲେ। କ୍ଷତିଗ୍ରସ୍ତଙ୍କୁ ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଫସଲ ନଷ୍ଟ ହୋଇଥିଲେ ମିଳିବ ଏତେ…

ଭୁବନେଶ୍ୱର , ୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଅଣସେଚିତ ଜମି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ: ଶ୍ମଶାନ ପାଇଁ ସ୍ଥାନ ଚିହ୍ନଟ କଲା ପ୍ରଶାସନ

ଗଞ୍ଜାମ, ୧୮।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତର ବାଉଁଶିଆପଡ଼ା ଗ୍ରାମରେ ଶ୍ମଶାନକୁ ଯିବା ପାଇଁ ରାସ୍ତା ନଥିବାରୁ ଗ୍ରାମବାସୀ କେନାଲ ପାର ହୋଇ…

ଜମିରେ ଚାଷ କରୁଥିବା ବେଳେ କାମୁଡ଼ିଲା ସାପ, ପରେ….

ପାରଳାଖେମୁଣ୍ଡି, ୧୮।୮ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ଗୁରାଣ୍ଡି ଥାନା ଅଧୀନ ଅଗରଖଣ୍ଡି ପଞ୍ଚାୟତର ଭିନ୍ନଳା ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ…

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଓଡ଼ିଶାର ନୂଆ DGP ଚୟନ ପ୍ରକ୍ରିୟା ମାମଲା, ଆଜି ସୁପ୍ରିମକୋର୍ଟରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି

ଭୁବନେଶ୍ୱର,୧୮।୮(ସୁନିତ୍‌ ମିଶ୍ର): ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହେବାକୁ ଅଛି। ଏନେଇ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗତ ୧୪ ତାରିଖରେ ଶୁଣାଣି ହୋଇଥିଲା।…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

‘ସିଏଜି’ ହାତରେ ‘ନିପୁଣ’ ବିଫଳତା, ବିଦ୍ୟାର୍ଥୀ ଲେଖିପାରୁ ନାହାନ୍ତି ନାଁ

ଭୁବନେଶ୍ୱର,୧୮।୮(ରବିନାରାୟଣ ଜେନା): ଶିକ୍ଷାକୁ ସାର୍ବଜନୀନ କରିବାପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଗୁରୁତ୍ୱ ଦେଉଛନ୍ତି । ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri