Posted inରାଜ୍ୟ

ଓଡ଼ିଶାରେ ଅଭାବ କୋଭିଡ୍‌ ଟିକା ; ବନ୍ଦ ହେଲାଣି କେନ୍ଦ୍ର

ଭୁବନେଶ୍ୱର/ଝାରୁସୁଗୁଡ଼ା, ୭ା୪ : ଓଡ଼ିଶାରେ ଦେଖାଦେଲାଣି ଟିକାର ଅଭାବ। ବୁଧବାର ସୁଦ୍ଧା ରାଜ୍ୟରେ ଗଚ୍ଛିତ ଅଛି ୫.୩୪ ଲକ୍ଷ ଟିକା। ପ୍ରତି ଦିନ ୨.୫ ଲକ୍ଷ ଲୋକଙ୍କୁ ଟିକା ଦିଆଯାଉଛି। ଫଳରେ ଆସନ୍ତା ଦୁଇ ଦିନ ପରେ ଗଚ୍ଛିତ ଟିକା ପ୍ରାୟ ଶେଷ ହୋଇଯିବ। ଏଥି ଯୋଗୁ ବାଧା ପ୍ରାପ୍ତ ହେବ ଟିକାକରଣ ପ୍ରକ୍ରିୟା। ଏହା ସହ ଦ୍ୱିତୀୟ ଡୋଜ ନେବାକୁ ଥିବା ବ୍ୟକ୍ତିଙ୍କୁ ଅପେକ୍ଷା କରିବାକୁ ପଡ଼ିବ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।

କୋଭିଡ୍‌ ଟିକାକରଣ ପାଇଁ ରାଜ୍ୟରେ ମୋଟ ଉପରେ ୧୪୦୦ କେନ୍ଦ୍ର ଖୋଲା ଯାଇଥିଲା। କିନ୍ତୁ ବର୍ତ୍ତମାନ ଟିକା ଅଭାବରୁ ୬୪୫ଟି ଟିକାଦାନ କେନ୍ଦ୍ର ବନ୍ଦ ହୋଇଗଲାଣି। ଏଣୁ ରାଜ୍ୟକୁ ତୁରନ୍ତ ଟିକା ଯୋଗାଇବା ଲାଗି ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଡ. ହର୍ଷ ବର୍ଦ୍ଧନଙ୍କୁ ଚିଠି ଲେଖି ଜଣାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିର ଭାଗ୍ୟ, ହେବ ବଡ଼ ପ୍ରମୋସନ ବଢିବ ଧନ

ସୂର୍ଯ୍ୟ ଗ୍ରହ ୧୭ ସେପ୍ଟେମ୍ୱର ୨୦୨୬, ଗୁରୁବାର ସକାଳ ୭ଟା ୫୮ ମିନିଟରେ କନ୍ୟା ରାଶିରେ ଗୋଚର କରିବେ। ଏହା କନ୍ୟା ସଂକ୍ରାନ୍ତି ହେବ। ଏହାର ପ୍ରଭାବରେ…

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri