ନିଜକୁ ନିଜେ ଗୁଳି କଲେ ଯବାନ

ରାଉରକେଲା,୯।୧: ରାଉରକେଲାରେ ଗୁରୁବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି। ନିଜ ସର୍ଭିସ ରିଭଲଭରରେ ନିଜକୁ ଗୁଳି କରିଛନ୍ତି ଜଣେ ସିଆଇଏସ୍‌ଏଫ୍‌ ଯବାନ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆଇଜିଏଚ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ଯବାନ କେରଳର ହୋଇଥିବା ବେଳେ କାହିଁକି ସେ ଏଭଳି ଚରମ ନିଷ୍ପତ୍ତି ନେଲେ ତାହା ସ୍ପଷ୍ଟ ଜଣାପଡି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଧୋତି-କୁର୍ତ୍ତା ପିନ୍ଧି ଧମାକାଦାର ଏଣ୍ଟ୍ରି କଲେ ପ୍ରଧାନମନ୍ତ୍ରୀ: ଜାଣନ୍ତୁ କ’ଣ ରହିଛି ସ୍ବତନ୍ତ୍ରତା

ନୂଆଦିଲ୍ଲୀ,୪।୫: ପଶ୍ଚିମବଙ୍ଗ, ଆସାମ ଏବଂ ପୁଡୁଚେରୀରେ ଭାଜପାର ଐତିହାସିକ ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ଥିବା ଦଳୀୟ ମୁଖ୍ୟାଳୟରେ ସମାବେଶକୁ ସମ୍ବୋଧିତ କରିବାକୁ ପହଞ୍ଚିଥିଲେ।…

୫ ପ୍ରତିଶ୍ରୁତି ପୂରଣ କରିବାକୁ ପଶ୍ଚିମବଙ୍ଗ ଲୋକଙ୍କୁ କଥା ଦେଲେ ପ୍ରଧାନମନ୍ତ୍ରୀ: କହିଲେ ପ୍ରଥମ ବୈଠକରେ ହିଁ କରାଯିବ ଲାଗୁ

କୋଲକାତା,୪।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଭାଜପା ୨୯୩ ଆସନରୁ ୨୦୪ ଆସନ ଜିତି ଏକ ବିଶାଳ ବିଜୟ ହାସଲ କରିଛି। ଦିଲ୍ଲୀର ଭାଜପା ମୁଖ୍ୟାଳୟରେ ଏକ ବିଜୟ…

ମେସିଙ୍କ ଯୋଗୁ ହାରିଗଲେ ମମତା ଦିଦି! ପରାଜୟ ପରେ ଟିଏମସିକୁ ଟ୍ରୋଲିଂ, ଜାଣନ୍ତୁ କାହିଁକି…

କୋଲକାତା,୪।୫: କିଛି ମାସ ପୂର୍ବରୁ, ଫୁଟବଲ ଆଇକନ ଲିଓନେଲ ମେସି ଭାରତ ଗସ୍ତ କରିଥିଲେ। ସାରା ଦେଶରେ ତାଙ୍କର ଗସ୍ତ ସୁରୁଖୁରୁରେ ଚାଲିଥିବାବେଳେ, କୋଲକାତାରେ ବ୍ୟାପକ ଉତ୍ତେଜନା…

ବହୁ ସଂଖ୍ୟାରେ କର୍ମୀମାନେ ଏକଜୁଟ ହୋଇ ମନାଇଲେ ବିଜୟ ଉତ୍ସବ: ପରସ୍ପରକୁ ମିଠା ଖୁଆଇ…

ହାଟଡିହୀ,୪l୫(ଶୁଭକାନ୍ତ ନାୟକ): ପଶ୍ଚିମବଙ୍ଗରେ ଭାଜପାର ବାଜିମାତକୁ ନେଇ କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀଠାରେ ସୋମବାର ସନ୍ଧ୍ୟାରେ ଭାଜପା ବିଜୟ ଉତ୍ସବ ପାଳନ କରିଛି ।…

ଭାଜପାର ପ୍ରଚଣ୍ଡ ବିଜୟ: ବାଣ ଫୁଟାଇ, ବାଜା ବଜାଇ ନାଚ ଗୀତରେ ମସଗୁଲ ହେଲେ ଭାଜପାକର୍ମୀ

ଅତାବିରା, ୪।୫(ଯୁଧିଷ୍ଠିର ମହାପାତ୍ର): ପଶ୍ଚିମବଙ୍ଗର ଜନସାଧାରଣ ଅନ୍ୟାୟ ବଦଳରେ ନ୍ୟାୟ ଏବଂ ଭୟ ବଦଳରେ ଭରସାକୁ ବାଛିଛନ୍ତି । ଭାଜପାକୁ ବିପୁଳ ସମର୍ଥନ ପାଇଁ ପଶ୍ଚିମବଙ୍ଗର ଏହି…

ଶିବ ମନ୍ଦିର ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହ

ଦିଗପହଣ୍ଡି,୪।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ଗ୍ରାମ ଶ୍ରୀ ନାଗେଶ୍ୱର ଶିବ ମନ୍ଦିର ନିକଟରୁ ସୋମବାର ସନ୍ଧ୍ୟାରେ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ…

ଋଣ ଟଙ୍କା ପାଇଁ ଖଣ୍ଡଯୁଦ୍ଧ: ଆକ୍ରମଣ ପ୍ରତି ଆକ୍ରମଣରେ ୫ ଆହତ

ଦିଗପହଣ୍ଡି,୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଲ୍ଲୀ ସାମନ୍ତରାପୁର ଗ୍ରାମରେ ୫ ହଜାର ଋଣ ଟଙ୍କା ପରିଶୋଧକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ ଘଟିଛି।ଏହି ଆକ୍ରମଣ…

ବିଭିନ୍ନ ରାଜ୍ୟରେ ଭାଜପାର ବିପୁଳ ବିଜୟ: ବାଣ ଫୁଟାଇ, ମିଠା ବାଣ୍ଟି ପରସ୍ପରକୁ ଶୁଭେଚ୍ଛା ଜଣାଇଲେ ଭାଜପାକର୍ମୀ

ଗଞ୍ଜାମ,୪।୫(ଅନାଥ ତରାଇ): ଦେଶର ବିଭିନ୍ନ ରାଜ୍ୟରେ ଅନୁଷ୍ଠିତ ନିର୍ବାଚନରେ ଭାରତୀୟ ଜନତା ପାର୍ଟିର ଏକତରଫା ଓ ଚିତ୍ତାକର୍ଷକ ବିଜୟକୁ ନେଇ ଆଜି ଗଞ୍ଜାମ ମଣ୍ଡଳ ପକ୍ଷରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri