ଗଞ୍ଜାମରେ ଶଟ୍‌ଡାଉନ ପ୍ରଭାବ, ରାସ୍ତାଘାଟ ଜନଶୂନ୍ୟ

ଗଞ୍ଜାମ,୪।୭(ଡି.ଏନ୍‌.ଏ.): ମହାମାରୀ କରୋନା ଭାଇରସ୍‌ ବା କୋଭିଡ-୧୯ ମୁକାବିଲା ନିମନ୍ତେ ସରକାର ଓ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପମୂଳକ କାର୍ଯ୍ୟ ଗ୍ରହଣ କରାଯାଉଛି l ଏହି କ୍ରମରେ ସଂକ୍ରମଣକୁ ବ୍ୟାପିବାରୁ ରୋକିବା ପାଇଁ ଏପିଡି ତଥା ଗଞ୍ଜାମ ବ୍ଲକ ବିଡ଼ିଓ ଦାୟିତ୍ୱରେ ଥିବା ଜ୍ୟୋତି ଶଙ୍କର ରାୟ, ତହସିଲଦାର, ଏନ୍‌ଏସି ଇଓ ଏବଂ ଥାନା ଆଇଆଇସି ପ୍ରମୁଖ କରୋନା ଯୋଦ୍ଧା ଦିନ ରାତି ଏକ କରିସାରିଲେଣି l ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ମଧ୍ୟ ଜିଲାରେ ଶନି ଓ ରବି ଦୁଇ ଦିନ ଶଟ୍‌ଡାଉନ ଘୋଷଣା କରିଛନ୍ତି। ତେବେ ଏହି ଶଟ୍‌ଡାଉନକୁ ଗଞ୍ଜାମସହରବାସୀ ମାନିଥିବା ଜଣାପଡ଼ିଛି। ଶନିବାର ଶଟ୍‌ଡାଉନରେ ରାସ୍ତାଘାଟ ଶୂନଶାନ ରହିଥିବା ଦେଖିବାକୁ ମିଳିଛି। ଅନ୍ୟପଟେ ଏଥିଯୋଗୁ ଲୋକମାନେ କାମଧନ୍ଦାକୁ ଯାଇପାରୁ ନ ଥିବା ବେଳେ ସେମାନଙ୍କ ଜୀବନ ଜୀବିକା ଉପରେ ପ୍ରଭାବ ପଡ଼ୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନକାରୀ ପରିବା ବ୍ୟବସାୟୀଙ୍କ ପ୍ରତି ତହସିଲଦାରଙ୍କ ଦବଙ୍ଗଗିରି : ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

ପୁରୁଷୋତ୍ତମପୁର, ୨୩ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପରିବା ମାର୍କେଟ ଭାଙ୍ଗିବା ନେଇ ବ୍ୟବସାୟୀମାନେ ବୁଧବାରଠାରୁ ଆନ୍ଦୋଳନ ଜାରି ରଖିଛନ୍ତି। ସେମାନେ ଆନ୍ଦୋଳନ ସମୟରେ ମାର୍କେଟ...

ରାଷ୍ଟ୍ରୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ମାଣବସା ଗୁରୁବାର

ଭୁବନେଶ୍ୱର, ୨୧ା୪(ବ୍ୟୁରୋ): ବିଶ୍ୱ ଐତିହ୍ୟ ଦିବସ ଅବସରରେ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଇନଟାଞ୍ଜିବଲ୍‌ କଲଚରାଲ୍‌ ହେରିଟେଜ ତାଲିକା ବା ରାଷ୍ଟ୍ରୀୟ ସାଂସ୍କୃତିକ ଐତିହ୍ୟ ତାଲିକା...

କୋଭାକ୍ସିନର ମାନବ ପରୀକ୍ଷଣ ଆରମ୍ଭ

ନୂଆଦିଲ୍ଲୀ, ୨୧।୭: ହାଇଦ୍ରାବାଦ୍‌ସ୍ଥିତ ଭାରତ ବାୟୋଟେକ୍‌, ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍‌ଆର) ଏବଂ ନ୍ୟାଶନାଲ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଭାଇରୋଲୋଜି (ଏନ୍‌ଆଇଭି) ଦ୍ୱାରା ସ୍ବଦେଶୀ ଜ୍ଞାନକୌଶଳରେ...

ଭିଜିଲାନ୍ସ ଜାଲରେ ବୈଧମାପ, ଓଜନ ବିଭାଗ ବରିଷ୍ଠ ନିରୀକ୍ଷକ

ଜଗତ୍‌ସିଂହପୁର ଅଫିସ,୧୬ା୧୧: ଭିଜିଲାନ୍ସ ଜାଲରେ ପଡିଛନ୍ତି ବୈଧମାପ ଏବଂ ଓଜନ ବିଭାଗ ଜଗତ୍‌ସିଂହପୁର କାର୍ଯ୍ୟାଳୟ ସହକାରୀ ନିୟନ୍ତ୍ରକ ତଥା ପାରାଦୀପସ୍ଥିତ ବିଭାଗୀୟ ବରିଷ୍ଠ ନିରୀକ୍ଷକ ବିଶ୍ରାନ୍ତ...

ଦେଶରେ ୨୪ ଘଣ୍ଟାରେ ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୨।୫: ଦେଶରେ କରୋନା ଭାଇରସର ସଂକ୍ରମଣ ଏବେ କମ୍‌ ହେବା ପରିବର୍ତ୍ତେ ବୃଦ୍ଧି ପାଇବାରେ ଲାଗିଛି। ଯାହା ସରକାରଙ୍କ ଚିନ୍ତାକୁ ଦ୍ୱିଗୁଣିତ କରିଛି। ଗତ ୨୪...

ଗଞ୍ଜାମ ଜିଲାର ୧୧୬୭ କ୍ୱାରାଣ୍ଟାଇନ ସେଣ୍ଟର ଉପରେ ନଜର ରଖୁଛି ୫୮ ପୋଲିସ ମୋବାଇଲ ଟିମ୍‌ , ରହିଛନ୍ତି ୫୫୦୨୫ ପ୍ରବାସୀ

ଛତ୍ରପୁର, ୧୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ୧୧୬୭ଟି କ୍ୱାରାଣ୍ଟାଇନ ସେଣ୍ଟର ରହିଛି। ଉକ୍ତ ସେଣ୍ଟରଗୁଡିକର ବାହାରେ ପୋଲିସ ଫୋର୍ସ ମୁତୟନ ଅଛନ୍ତି। ଏଥିସହ...

ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର ବିଫଳ: ୯ ବର୍ଷ ପରେ ସନ୍ତାନ ପ୍ରସବ କଲେ ମହିଳା

କାଳିଆପାଣି,୨୭।୪(ଡିଏନଏ): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡ଼ିପାଳ ପଞ୍ଚାୟତ ରୁଗୁଡ଼ିସାହିର କୃଷ୍ଣ ବିରୁଆଙ୍କ ସ୍ତ୍ରୀ ନମାନି (୪୦) ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର କରିବାର ୯ବର୍ଷ ପରେ...

ବିସ୍ଫୋରକ ଜବତ, ମାଓବାଦୀ ଗିରଫ : ଠିକାସଂସ୍ଥା ଗାଡ଼ି ପୋଡିଲେ ମାଓବାଦୀ

ମାଲକାନଗିରି, ୪।୬(ଡି.ଏନ୍‌.ଏ.) ମାଓବାଦୀ ନିରୋଧ ଅଭିଯାନରେ ଛତିଶଗଡ଼ ପୋଲିସ ମଙ୍ଗଳବାର ଉଲ୍ଲେଖନୀୟ ସଫଳତା ପାଇଛି। ବିଭିନ୍ନ ସ୍ଥାନରେ କୋମ୍ବିଂ କରି ବିପୁଳ ପରିମାଣର ବିସ୍ଫୋରକ ଜବତ...

Coronavirus Update


Archives

Model This Week

Why Dharitri