ଗଞ୍ଜାମ ସହରରେ ଶଟ୍‌ଡାଉନ: ଜାତୀୟ ରାଜପଥରେ କଡାକଡି ଚେକିଂ

ଗଞ୍ଜାମ,୨୫।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣର ୨ୟ ଲହର ଦିନକୁ ଦିନ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନ କରାଯିବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉଛି।
ଏ ନେଇ ସପ୍ତାହାନ୍ତ ଶଟ୍‌ଡାଉନ ଶନିବାର ଓ ରବିବାର ଘୋଷଣା ହୋଇଛି। ଏହାର ପ୍ରଭାବ ଗଞ୍ଜାମ ଏନ୍‌ଏସିରେ ମଧ୍ୟ ଦେଖିବାକୁ ମିଳିଛି।
ସହରର ସମସ୍ତ ଦୋକାନ ବଜ଼ାର ବନ୍ଦ ଥିବା ବେଳେ ଲୋକମାନେ ଘରୁ ବାହାରୁ ନ ଥିବା ଦେଖାଯାଇଛି ।
ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ରୋନିତ କୁମାର ବଜାର ବୁଲିବା ସହ ସମସ୍ତ ୱାର୍ଡ ଅନୁଧ୍ୟାନ କରିଛନ୍ତି। ସେହିପରି ଗଞ୍ଜାମ ଥାନା ଆଇଆଇସି ଦିଲ୍ଲୀପ କୁମାର ସାହୁଙ୍କ ତତ୍ତ୍ୱାବଧାନରେ ଏଏସ୍‌ଆଇ ଅଜିତ କୁମାର ପରିଡା, ତ୍ରିନାଥ ବେହେରା, ତ୍ରିନାଥ ପଟ୍ଟନାୟକ, ନାରାୟଣ କହଁର ପ୍ରମୁଖ ବିଭିନ୍ନ ଛକ ଓ ଜାତୀୟ ରାଜପଥରେ ରହି କଡାକଡି ଚେକିଂ କରୁଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିପିଙ୍କୁ ଭେଟିଲା ଭାଜପା ପ୍ରତିନିଧି ମଣ୍ଡଳୀ

କଟକ ଅଫିସ,୩୦।୧୧: ପଦ୍ମପୁର ଉପନିର୍ବାଚନ ପରିପ୍ରେକ୍ଷୀରେ ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ ଓ ମୁକ୍ତ ତଥା ଅବାଧ ନିର୍ବାଚନ ନିମନ୍ତେ ବରଗଡ଼ ଏସ୍‌ପିଙ୍କ ନିଷ୍କ୍ରିୟତା ଯୋଗୁ...

ସଙ୍କଳ୍ପବଦ୍ଧ ହୋଇ କାର୍ଯ୍ୟ କରିବାକୁ ପରାମର୍ଶ

ଅନୁଗୋଳ ଅଫିସ, ୨୮।୯ ଅନୁଗୋଳ ଜିଲାରେ ଜଳସେଚନର ଅନେକ ସମ୍ଭାବନା ରହିଛି। ଏହି ସମ୍ଭାବନାକୁ କାର୍ଯ୍ୟରେ ପରିଣତ କରିବା ପାଇଁ ସମସ୍ତେ ଏକ ଲକ୍ଷ୍ୟ ସ୍ଥିର...

ସ୍କୁଲ ଗେଟ୍‌ରେ ତାଲା ପକାଇଲେ ଗ୍ରାମବାସୀ

ବଣାଇ, ୧୯।୧୦(ସ୍ବ.ପ୍ର.): ସ୍କୁଲକୁ ଶିକ୍ଷୟିତ୍ରୀ, ଶିକ୍ଷକ ଅଧିକାଂଶ ସମୟ ବିଳମ୍ବରେ ଆସୁଥିଲେ। ବିଳମ୍ବରେ ନ ଆସିବା ପାଇଁ ବାରମ୍ବାର ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ତାଗିଦ ସତ୍ତ୍ୱେ ମଙ୍ଗଳବାର...

ଯୋଜନ ଦୂରରେ ଯୋଜନା

ଖମାର,୨୦ା୭(ଡି.ଏନ.ଏ.) – ଗରିବ, ଅସହାୟଙ୍କ ଉନ୍ନତି ପାଇଁ ସରକାର କରିଛନ୍ତି ଅନେକ ଯୋଜନା। ରହିବାକୁ ପକ୍କା ଘର, ପିଇବାକୁ ବିଶୁଦ୍ଧ ପାନୀୟ ଜଳ ଓ ଖାଦ୍ୟ...

ଖାଦ୍ୟ ନଁ।ରେ ଚାଲିଛି ରୋଗ ବିକ୍ରି

ଅନୁଗୋଳ ଅଫିସ, ୯ା୧୦ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କିଛି ମାସ ଧରି ହୋଟେଲ, ଜଳଖିଆ ଦୋକାନ, ଫାଷ୍ଟଫୁଡ ଓ ବିଭିନ୍ନ ଚଟ୍‌ପଟା ଖାଦ୍ୟ ବିକ୍ରି...

ନନ୍ଦନକାନନରେ କଲରାପତରିଆ ବାଘ ‘ସୂରଜ’ର ମୃତ୍ୟୁ, ଆସିଲେ ୬ ନୂଆ ଅତିଥି

ବାରଙ୍ଗ,୧୮।୩(ଡି.ଏନ୍‌.ଏ.): ନନ୍ଦନକାନନର ଅନ୍ୟତମ ଆକର୍ଷକ କଲରାପତରିଆ ବାଘ ସୂରଜର ଗତକାଲି ରାତିରେ ମୃତ୍ୟୁ ଘଟିଛି। ମୃତ୍ୟୁବେଳକୁ ତାକୁ ୧୬ବର୍ଷ ହୋଇଥିଲା । ଦେଢମାସ ହେବ ସେ...

ରାଜନୀତି ସରଗରମ: ୨୩୦ ପ୍ରାର୍ଥୀଙ୍କ ମଧ୍ୟରେ ଲଢେଇ

ଝାରସୁଗୁଡ଼ା ଅଫିସ,୧୫ା୩: ଝାରସୁଗୁଡ଼ା ଜିଲାର ବ୍ରଜରାଜନଗର, ଝାରସୁଗୁଡା ଓ ବେଲପାହାଡ଼ ପୌର ପରିଷଦରେ ଅଧ୍ୟକ୍ଷ ଓ କାଉନ୍‌ସିଲର ପଦ ପାଇଁ ସମୁଦାୟ ୨୫୪ଜଣ ନାମାଙ୍କନପତ୍ର ଦାଖଲ...

ଡାକ୍ତରଙ୍କ ସାଢେ ୭ ଲକ୍ଷ ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ

କଟକ ଅଫିସ,୨।୧୧: ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟର ପୂର୍ବତନ ମେଡିସିନ ସ୍ପେଶାଲିଷ୍ଟ ଡାକ୍ତର ଧ୍ରୁବଚରଣ ନାଥଙ୍କ ୭ଲକ୍ଷ ୫୫ ହଜାର ୪୨୭ ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତି...

Advertisement
Archives

Model This Week