ଆମେରିକାରେ ପୁଣି ଫୁଟିଲା ଗୁଳି, ୮ ଆହତ

ଓ୍ବାଶିଂଟନ,୨୨ା୪: ଓ୍ବାଶିଂଟନ ଡିସିରେ ପୁଣି ଗୁଳି ବିନିମୟ ହୋଇଛି। ଯେଉଁଥିରେ ଜଣେ ଝିଅ ସମେତ ୮ ଜଣ ଆହତ ହୋଇଛନ୍ତି। ତେବେ ଦୁଇଥର ଘଟିଥିବା ଗୁଳି ବିନିମୟରେ କେହି ପ୍ରାଣ ହରାଇଥିବା ଖବର ଆସିନାହିଁ।

ପାଟ୍ରୋଲିଂ ସର୍ଭିସର ସହକାରୀ ମୁଖ୍ୟ ସାଉଥ ଆଣ୍ଡ୍ରେ ରାଇଟ କହିଛନ୍ତି,  ଲେବୋମ ଛକରେ ଶୁକ୍ରବାର ବିଳମ୍ବିତ ରାତିରେ ଗୁଳି ବିନିମୟ ଘଟଣାରେ ପୋଲିସ ଏହାର ଜବାବ ଦେଇଛି। ଏହି ଘଟଣାରେ ୮ ଜଣ ଆହତ ହୋଇଥିବା ଜଣାପଡିଛି। ସମସ୍ତଙ୍କୁ ଡାକ୍ତରଖାନା ନିଆଯାଇଥିଲା ଏବଂ ସମସ୍ତେ ସୁରକ୍ଷିତ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅର ଏମିତି କାରନାମା ଦେଖି ଟେନ୍‌ସନ୍‌ରେ କରୀନା

ଆଜିକାଲି କରୀନା କପୁର ଖାନ ଭାରୀ ଟେନ୍‌ସନ୍‌ରେ ଅଛନ୍ତି। କୌଣସି ଫିଲ୍ମ ପାଇଁ ନୁହେଁ, ନିଜ ପୁଅ ପାଇଁ ସେ ବେଶ୍‌ ଚିନ୍ତିତ। ସେ ତାଙ୍କ ପୁଅ…

ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି, ୩୦ ବର୍ଷରେ…

ଗୁଣପୁର,୧୬ା୯(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଅଫିସ ସମ୍ମୁଖରେ ଜାଗୃତି ସାଂସ୍କୃତିକ ସଙ୍ଗଠନ ପକ୍ଷରୁ ହେବାକୁ ଥିବା ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ବୁଧବାର ଶୁଭଖୁଣ୍ଟି…

ଅଳିଦାଗଦାରେ ପୂରିଛି ସିମନବାଡ଼ି, ଯାତାୟାତବେଳେ ନାକ ଟେକୁଛନ୍ତି ପର୍ଯ୍ୟଟକ, ମାସିକ ବୈଠକରେ…

ଦାରିଙ୍ଗବାଡ଼ି,୧୬ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଅନ୍ୟତମ ପର୍ଯ୍ୟଟକଙ୍କ ଯାତାୟାତ ସ୍ଥାନ ସିମନବାଡ଼ି ପଞ୍ଚାୟତ ଅଞ୍ଚଳ ଏବେ କୁଢ଼କୁଢ଼ ଅଳିଆ ଗଦାରେ ପୁତ୍ତିମୟ ଗନ୍ଧରେ ନାକ…

ପାକିସ୍ତାନରେ ହାହାକାର: ହେବ ଲକଡାଉନ୍‌! ଜାଣନ୍ତୁ କାହିଁକି…

ଇସଲାମାବାଦ,୧୬।୯: ପାକିସ୍ତାନୀ ମିଡିଆ ରିପୋର୍ଟ ଅନୁସାରେ, ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଇନ୍ଧନ ବ୍ୟବହାର ଓ ଯାତାୟାତ କମାଇବା ନେଇ ଅନେକ ବିକଳ୍ପ ଉପରେ…

ସାବଧାନ! ଗୋରା ହେବା ଚକ୍କରରେ ନଷ୍ଟ ହୋଇପାରେ ସୌନ୍ଦର୍ଯ୍ୟ, ପାକିସ୍ତାନର ଏହି କ୍ରିମ୍‌କୁ ବ୍ୟାନ୍‌ କଲା ଭାରତ

ନୂଆଦିଲ୍ଲୀ,୧୬ା୯: କେନ୍ଦ୍ରୀୟ ଔଷଧ ମାନକ ନିୟନ୍ତ୍ରଣ ସଂଗଠନ (CDSCO) ସମ୍ପ୍ରତି ପାକିସ୍ତାନରୁ ଉତ୍ପନ୍ନ ଅନଧିକୃତ କସ୍‌ମେଟିକ ଉତ୍ପାଦ ବିକ୍ରୟ ସମ୍ପର୍କରେ ଏକ ସତର୍କତା ଜାରି କରିଛି। ନୋଟିସ୍‌ରେ…

ପାରିବାରିକ କଳହର କରୁଣ ପରିଣତି, ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ଜୀବନ ଗଲା, ଘରେ ପଡ଼ିଛି…

ଚାନ୍ଦବାଲି,୧୬ା୯(କିଷାନ ପାତ୍ର): ଏମିତି ଏକ ଦୁଃଖଦ ଘଟଣାକୁ ନେଇ ଚାନ୍ଦବାଲି ଅଞ୍ଚଳରେ ଚାଞ୍ଚଲ୍ୟ ଦେଖାଦେଇଛି। ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ପାଇକିରାପୁର ଗ୍ରାମରେ ପାରିବାରିକ କଳହକୁ…

U-15ରେ ଓଡ଼ିଶା ପାଇଁ ଖେଳିବେ ଗୁଡ଼ାରି ଝିଅ ଆୟୁଷା

ଗୁଡ଼ାରି,୧୬ା୯(ପ୍ରମୋଦ କୁମାର ପତି): ୧୫ ବର୍ଷରୁ କମ୍‌ କ୍ରିକେଟ୍‌ରେ ଓଡ଼ିଶା ପାଇଁ ଖେଳିବାର ସୁଯୋଗ ପାଇଛନ୍ତି ରାୟଗଡ଼ା ଜିଲା ଗୁଡ଼ାରି ଝିଅ ଆୟୁଷା ମିଶ୍ର। ଏ ନେଇ…

ବଡ଼ ଦୁର୍ଘଟଣା: ଏକ ଲାଇଭ କାର୍ଯ୍ୟକ୍ରମର ଖବର ସଂଗ୍ରହ ସମୟରେ ଗଣମାଧ୍ୟମର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ୩ ମୃତ ଦେଖନ୍ତୁ ଭିଡ଼ିଓ

ଲସ ଆଞ୍ଜେଲସ,୧୬।୯: ଯୁକ୍ତରାଷ୍ଟ୍ର ଆମେରିକାରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। କାଲିଫର୍ନିଆର ଲସ ଆଞ୍ଜେଲସରେ ଏକ ମିଡିଆ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଚାଟ୍ସୱର୍ଥ (Chatsworth) ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?