ଖ୍ରୀଷ୍ଟମାସର ପୂର୍ବ ସନ୍ଧ୍ୟାରେ ଫୁଟିଲା ଗୁଳି, ଜଣେ ମୃତ

କଲରାଡୋ,୨୫।୧୨: ଖ୍ରୀଷ୍ଟମାସ ଅବସରରେ ଆମେରିକାର କଲୋରଡୋସ୍ଥିତ ଏକ ସପିଂ ସେଣ୍ଟରରେ ଗୁଳି ବିନିମୟ ହୋଇଥିଲା। ସପିଂ ସେଣ୍ଟରରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ଏହା ପରେ ଗୁଳି ବିନିମୟ ଆରମ୍ଭ ହୋଇଥିଲା। ଗୁଳି ବିନିମୟରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନି ଜଣ ଆହତ ହୋଇଛନ୍ତି। ରବିବାର ପୋଲିସ ଏହି ସୂଚନା ଦେଇଛି।

ସୋସିଆଲ ମିଡିଆ ପ୍ଲାଟଫର୍ମ ମାଧ୍ୟମରେ କଲରାଡୋ ସ୍ପ୍ରିଙ୍ଗସ ପୋଲିସ ବିଭାଗ ସୂଚନା ଦେଇଛି ଯେ ଗୁଳି ବିନିମୟରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହିତ ଆହତଙ୍କ ଉପରେ ଅତି କମରେ ଗୋଟିଏ ଗୁଳି ବିନିମୟ ହୋଇଥିଲା। ଏହି ଘଟଣାରେ ଜଣେ ମହିଳା ମଧ୍ୟ ଆହତ ହୋଇଛନ୍ତି।
ଏହି ଘଟଣା ପରେ ଅନେକ ଲୋକଙ୍କୁ ଅଟକ ରଖାଯାଇଥିବା ପୋଲିସ ସୂଚନା ଦେଇଛି। ଏଥି ସହ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଏହି ମଲକୁ ସମ୍ପୂର୍ଣ୍ଣ ସିଲ କରାଯାଇଥିବା ପୋଲିସ କହିଛି। ବର୍ତ୍ତମାନ ଘଟଣାସ୍ଥଳରେ ଉପସ୍ଥିତ ଲୋକଙ୍କ ପାଇଁ କୌଣସି ବିପଦ ନାହିଁ। ସୂଚନାଯୋଗ୍ୟ, ଡେନଭରଠାରୁ କଲୋରଡୋ ସ୍ପ୍ରିଙ୍ଗସ୍‌ ପ୍ରାୟ ୭୧ ମାଇଲ (୧୧୪ କିଲୋମିଟର) ଦୂରରେ ଅବସ୍ଥିତ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ବିବାହର ଭୟଙ୍କର ଅନ୍ତ! ପତ୍ନୀଙ୍କୁ କାର୍‌ରେ ବସାଇ କେନାଲକୁ ଗାଡ଼ି ଖସାଇଦେଲେ…

ଚଣ୍ଡିଗଡ଼,୨୫ା୬: ପଞ୍ଜାବର ପଟିଆଲାରୁ ଏକ ଗଭୀର ଦୁଃଖଦ ଏବଂ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ପ୍ରେମ ବିବାହ ମୃତ୍ୟୁରେ ପରିଣତ ହୋଇଛି। ଭାରତୀୟ ସେନାର…

ସୁଜାତା ବିଜେଡିରେ ମିଶିବା ପରେ ନବୀନ ଦେଲେ ସ୍ପଷ୍ଟୀକରଣ, କହିଲେ ଆସନ୍ତା ନିର୍ବାଚନରେ ମୁଁ…

ଭୁବନେଶ୍ୱର,୨୫ା୬: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ ଗୁରୁବାର ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି।…

ରାସ୍ତା ନାହିଁ, ଅସରାଏ ବର୍ଷା ହେଲେ ରୋଗୀଙ୍କୁ ବାଉଁଶ ଦୋଳା ଭରସା

ମହାକାଳପଡ଼ା,୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ସାନ୍ତାଳୀ ଗାଁ ପାଣିଖିଆକୁ ଭଲ ରାସ୍ତା ନାହିଁ। ଅସରାଏ ବର୍ଷା…

ଏଲନ ମସ୍କଙ୍କୁ ଶକ୍ତ ଝଟକା: ହାତରୁ ଗଲା…

ନ୍ୟୁୟର୍କ,୨୫।୬: ଦୁନିଆର ପ୍ରଥମ ଟ୍ରିଲିୟନେୟାର (Trillionaire) ଭାବେ ଏଲନ ମସ୍କଙ୍କ ସଂକ୍ଷିପ୍ତ ସମୟ ଶେଷ ହୋଇଯାଇଛି। ସ୍ପେସଏକ୍ସ (SpaceX – SPCX) ଏବଂ ଟେସଲା (Tesla –…

ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ, ନବୀନଙ୍କ ଉପସ୍ଥିତିରେ ବିଜେଡିରେ ମିଶିଲେ ସୁଜାତା

ଭୁବନେଶ୍ବର,୨୫ା୬: ବିଜେଡିରେ ମିଶିଲେ କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ । ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର ବିଧିବଦ୍ଧ ଭାବେ ସେ…

ଦାବି ପୂରଣ ନ ହେଲେ ଜୁଲାଇ ୧ରୁ ସାମୂହିକ ଛୁଟି: ଚେତାବନୀ ଦେଲା ରାଜ୍ୟ ରାଜସ୍ବ କ୍ଷେତ୍ର ଅଧିକାରୀ ସଂଘ

ନବରଙ୍ଗପୁର,୨୫।୬(ସଦାଶିବ ପ୍ରହରାଜ): ଓଡ଼ିଶାର ରାଜସ୍ବ ପ୍ରଶାସନର ମେରୁଦଣ୍ଡ ଆର୍‌ଆଇ, ଏଆର୍‌ଆଇ, ରେଭିନ୍ୟୁ ସୁପରଭାଇଜରମାନେ ୨୨ ତାରିଖରୁ ମିଶନ୍‌ ସ୍ବାଭିମାନ ଅଧୀନରେ ବ୍ୟାପକ ପ୍ରତିବାଦ ଆରମ୍ଭ କରିଛନ୍ତି। ଏନେଇ…

ଜନ ସଂପର୍କ ଅଭିଯାନ, ମୋହନ ସରକାରଙ୍କ ଉପଲବ୍ଧି-ଲକ୍ଷ୍ୟ ବଖାଣିଲେ ଏମପି

ପାଟଣା,୨୫ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟ ସଂରା ପଶି ଲକ୍ଷ୍ମୀ ପଣ୍ଡପରେ ଗୁରୁବାର କେନ୍ଦୁଝର ଏମପି ଅନନ୍ତ ନାୟକ ନିର୍ବାଚନ ମଣ୍ଡଳୀର ବରିଷ୍ଠ…

ଗ୍ରାହକଙ୍କ ପାଇଁ ଖୁସି ଖବର!ହଜାର ହଜାର ଟଙ୍କା ଶସ୍ତା ହେଲା ସୁନା, କିଣିବା ପୂର୍ବରୁ ଜାଣନ୍ତୁ ରେଟ୍

ନୂଆଦିଲ୍ଲୀ,୨୫।୬: ଗୁରୁବାର ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଏବଂ ରୁପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି। ସୁନା ମୂଲ୍ୟ ପ୍ରାୟ ୧,୪୫୦–୧,୯୦୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri