ମୁଁ ଟୁଇଟର୍‌ ସିଇଓ ପଦ ଛାଡିଦେବା ଉଚିତ୍‌ କି, ୟୁଜର୍ସଙ୍କ ମତ ମାଗିଲେ ଏଲନ ମସ୍କ

ନ୍ୟୁୟର୍କ,୧୯।୧୨: ଟୁଇଟର୍‌ରେ ବାରମ୍ବାର ନୀତି ପରିବର୍ତ୍ତନ ହେତୁ କଡ଼ା ସମାଲୋଚନାର ଶିକାର ହେଉଛନ୍ତି ଟୁଇଟର୍‌ ମାଲିକ ଏଲନ ମସ୍କ। ଏବେ ସେ ଏହି ସୋସିଆଲ ମିଡିଆ ପ୍ଲାଟଫର୍ମରେ ଏକ ସର୍ଭେ ଆରମ୍ଭ କରିଛନ୍ତି। ଏଥିରେ ସେ ଏହି ମାଇକ୍ରୋ ବ୍ଲଗିଂ ସାଇଟର ଲକ୍ଷ ଲକ୍ଷ ୟୁଜର୍ସଙ୍କୁ ପଚାରିଛନ୍ତି, ମୁଁ ଟୁଇଟର୍‌ର ସିଇଓ ପଦରୁ ଇସ୍ତଫା ଦେବା ଉଚିତ କି?’ ମତଦାନର ନିଷ୍ପତ୍ତିକୁ ପାଳନ କରିବେ ବୋଲି ମସ୍କ ଟୁଇଟ୍‌ କରିଛନ୍ତି। ଏଲନ ମସ୍କ ପୂର୍ବରୁ ଅନେକ ଥର ଏପରି ସର୍ଭେ କରିଛନ୍ତି। ୟୁଜର୍ସମାନେ ଏହା ଉପରେ କ’ଣ ମତ ଦେବେ ଏବଂ ମସ୍କ ଏହାକୁ ଗ୍ରହଣ କରେ କି ନାହିଁ ତାହା ଦେଖିବାକୁ ପଡ଼ିବ।
ଅନ୍ୟ ଏକ ଟୁଇଟ୍‌ରେ ସେ କହିଛନ୍ତି ଯେ, ଟୁଇଟର ପ୍ରମୁଖ ନୀତି ପରିବର୍ତ୍ତନ ପୂର୍ବରୁ ମତଦାନ କରିବେ, ମୁଁ କ୍ଷମା ମାଗୁଛି, ଏହା ଆଉ ଘଟିବ ନାହିଁ।
ସୂଚନାଯୋଗ୍ୟ, ନିକଟରେ ଟୁଇଟର୍‌ ଘୋଷଣା କରିଥିଲା ଯେ, ଫେସବୁକ, ଇନଷ୍ଟାଗ୍ରାମ ସମେତ ନିର୍ଦ୍ଦିଷ୍ଟ ସୋସିଆଲ ମିଡିଆ ପ୍ଲାଟଫର୍ମକୁ ପ୍ରୋତ୍ସାହିତ କରୁଥିବା ଟୁଇଟର୍‌ ଆକାଉଣ୍ଟ ଉପରେ ରୋକ ଲଗାଯିବ। ମସ୍କ କହିଛନ୍ତି, ଆମର ଅନେକ ୟୁଜର୍ସ ଅନ୍ୟ ସୋସିଆଲ ମିଡିଆ ପ୍ଲାଟଫର୍ମରେ ମଧ୍ୟ ସକ୍ରିୟ ଅଛନ୍ତି। କିନ୍ତୁ ବର୍ତ୍ତମାନ ଆମେ ଆଉ ଟୁଇଟର୍‌ରେ ଅନ୍ୟ ପ୍ଲାଟଫର୍ମର ମାଗଣା ପଦୋନ୍ନତି ପାଇଁ ଅନୁମତି ଦେବୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ନୁହେଁ, ବରଂ ନିଜ ପାଇଁ ସମୟସୀମା ଧାର୍ଯ୍ୟ କଲେ ଟ୍ରମ୍ପ, ଏହି ତାରିଖକୁ ରଖିଥିଲେ ଡେଡ ଲାଇନ

ଓ୍ବାଶିଂଟନ,୪।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଆତ୍ମସମର୍ପଣ ପାଇଁ ଏପ୍ରିଲ ୬ ପର୍ଯ୍ୟନ୍ତ ସମୟସୀମା ଦେଇଥିଲେ। ତଥାପି, ଏହା ଏବେ ସ୍ପଷ୍ଟ ହୋଇଯାଇଛି ଯେ ଏହି…

ବାଇକ୍‌କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ

ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

ପଡ଼ିଆକୁ ହାତ ମିଳାଇବାକୁ ଆସିଥିଲେ ନେହେରା, ହେଲେ ଏମିତି କଲେ ବୈଭବ ସୂର୍ଯ୍ୟବଂଶୀ ଭିଡ଼ିଓ ଦେଖିଲେ ମନ ଖୁସି ହୋଇଯିବ

ନୂଆଦିଲ୍ଲୀ,୪।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗରେ ଏକ ଚମତ୍କାର ଆରମ୍ଭ କରିଥିବା ବୈଭବ ସୂର୍ଯ୍ୟବଂଶୀ ଶନିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ମଇଦାନକୁ…

୨୪ ଘଣ୍ଟାରେ ଆମେରିକାକୁ ବଡ଼ ଝଟକା ଦେଲା ଇରାନ

ତେହରାନ,୪।୪: ଗତ ପାଞ୍ଚ ସପ୍ତାହ ଧରି ଚାଲିଥିବା ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ଏବେ ସବୁଠାରୁ ବିପଜ୍ଜନକ ଏବଂ ଅନିଶ୍ଚିତ ପର୍ଯ୍ୟାୟରେ ପ୍ରବେଶ କରିଛି।…

ଆମେରିକାକୁ ଦୋହଲାଇ ଦେଲା ଇରାନ: ୨୪ ଘଣ୍ଟାରେ କଲା ଏମିତି କ୍ଷତି, ଭୁଲିହେବନି

ତେହରାନ,୪।୪: ଯୁକ୍ତରାଷ୍ଟ୍ର ଆମେରିକା ପାଇଁ ଗୁଡ ଫ୍ରାଇଡେ ଏକ ‘କଳା ଦିବସ’ ପାଲଟିଛି। ଇରାନ ଅତି କମରେ ଆମେରିକାର ଦୁଇଟି ଲଢ଼ୁଆ ବିମାନ, ପାଞ୍ଚଟି ଡ୍ରୋନ ଏବଂ…

ଖୋଲିବ କି ହର୍ମୁଜ୍ ପ୍ରଣାଳୀ? ଆମେରିକାର ରିପୋର୍ଟରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୪।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଆମେରିକୀୟ ଗୁଇନ୍ଦା ରିପୋର୍ଟରେ ଦାବି କରାଯାଇଛି ଯେ ଇରାନ ଶୀଘ୍ର ହର୍ମୁଜ୍ ପ୍ରଣାଳୀକୁ ପୁନର୍ବାର ଖୋଲିବାର ସମ୍ଭାବନା ନାହିଁ । ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri