ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍‌, ୨ ସପ୍ତାହ ଭିତରେ ଜବାବ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୨।୭(ବ୍ୟୁରୋ): କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ  ନୋଟିସ୍‌। ଦଳୀୟ ଶୃଙ୍ଖଳା ଭଙ୍ଗ କରିବା ଅଭିଯୋଗରେ ପିସିସି ସଭାପତି ଶରତ ପଟ୍ଟନାୟକ ଏହି କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି। ୨ ସପ୍ତାହ ଭିତରେ ଜବାବ ଦେବାକୁ ବିଧାୟକ ମୋକିମଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ କଂଗ୍ରେସ ମିଡିଆ ସେଲ ମୁଖ୍ୟ ସତ୍ୟ ନାୟକ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ବିଧାୟକ ମହମ୍ମଦ ମୋକିମ ଭୋଟ ଦେଇଥିଲେ। ତେବେ ଦଳ ନିଷ୍ପତ୍ତି ବାହାରକୁ ଯାଇ ମୋକିମଙ୍କ ଏଭଳି କାର୍ଯ୍ୟକୁ ପିସିସି ସଭାପତି ତ୍ରୀବ ବିରୋଧ କରିଥିଲେ। ତାଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ହେବା ନେଇ ପୂର୍ବରୁ ପିସିସି ସଭାପତି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs ENG T20 : ଟସ୍‌ ଜିତିଲା ଭାରତ: ସଞ୍ଜୁ ସାମସନ ଆଉଟ୍‌, ବୈଭବ କରିବେ ଓପନିଂ

ମ୍ୟାଞ୍ଚେଷ୍ଟର,୪।୭:ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ଆଜି ଓଲ୍ଡ ଟ୍ରାଫୋର୍ଡ, ମ୍ୟାଞ୍ଚେଷ୍ଟରଠାରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ଅଧିନାୟକ ଶ୍ରେୟସ ଆୟର ଟସ୍…

ଡାକ୍ତର ଆନ୍ଦୋଳନ: ଚିକିତ୍ସା ଅଭାବରୁ ପ୍ରସୂତିଙ୍କ ମୃତ୍ୟୁ

ଖଡ଼ିଆଳ,୪ା୭ (ସୁଜିତ କୁମାର ପ୍ରଧାନ)- ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ଠିକ୍‌ ସମୟରେ ଚିକିତ୍ସା ନ ପାଇ ଜଣେ ପ୍ରସୂତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏଭଳି ଅଭାବନୀୟ…

କୋର୍ଟ ପରିସରରେ ସବୁଜ ପରିବେଶ ସୃଷ୍ଟିକଲେ ବିଚାରପତି

ଝରିଗାଁ,୪ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ କୋର୍ଟ ପରିସରରେ ଶନିବାର ୭୭ତମ ବନ ମହୋତ୍ସବ ସପ୍ତାହ ଅବସରରେ ଝରିଗାଁ କୋର୍ଟ ପରିସରରେ ସବୁଜ ପରିବେଶ ସୃଷ୍ଟି…

ବାହାଘର ଶୋଭାଯାତ୍ରାରେ ପୋଲିସ କନେଷ୍ଟବଳଙ୍କୁ ମରଣାନ୍ତକ ଆକ୍ରମଣ: ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୪|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏକ ବିବାହ ଶୋଭାଯାତ୍ରା ରେ ଶୁକ୍ରବାର ମଧ୍ୟାହ୍ନରେ ଜଣେ କନଷ୍ଟେବଳ…

ବିଧାୟକଙ୍କ ନାଁରେ ଠକେଇ, ଥାନାରେ ଅଭିଯୋଗ…

ବାସୁଦେବପୁର,୪ା୭(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବିଧାୟକ ତଥା ବିରୋଧି ଦଳର ଉପନେତା ଅଶୋକ କୁମାର ଦାସଙ୍କ ଫୋନ ନମ୍ବରକୁ ସାଇବର ଠକ ହ୍ୟାକ କରି…

ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ପ୍ରବେଶ ଉପରେ କଟକଣା: ଭୋକ ଉପାସରେ ପରିବାର, କ୍ଷୋବ ପ୍ରକାଶ କରି…

ଛତ୍ରପୁର, ୪।୭ (ଦିଲ୍ଲୀପି ସାମଲ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟୀ ଆଗାମୀ ଜୁଲାଇ ୫ ପର୍ଯ୍ୟନ୍ତ ଗଞ୍ଜାମ ଜିଲାରେ ଲଘୁଚାପ ଜନିତ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ଭିଜିଲାନ୍ସ କାର୍ଯ୍ୟାଳୟ ପାଚେରି

ଛତ୍ରପୁର,୪ା୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପରେ ସମଗ୍ର ଗଞ୍ଜାମ ଜିଲା ବେହାଲ ହୋଇପଡ଼ିଛି। ଇତିମଧ୍ୟରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଭିଜିଲାନ୍ସ…

ପିକ୍‌ଅପ୍‌ ଭ୍ୟାନ୍‌ ସହ ବାଇକ୍‌ ଧକ୍କା; ଆରୋହୀ ଗୁରୁତର

ଆନନ୍ଦପୁର, ୪/୭ (ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ଶାଳବଣି–ବିରିଡିହା ରାସ୍ତାରେ ଶନିବାର ଏକ ପିକ୍‌ଅପ୍‌ ଭ୍ୟାନ୍‌ ସହ ବାଇକ୍‌ର ମୁହାଁମୁହିଁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri