Advertisement
Posted inଜାତୀୟ

କେରଳରେ ଆଉ ୨ କୁଳପତିଙ୍କୁ କାରଣ ଦର୍ଶାଅ ନୋଟିସ

ଥିରୁଭାନନ୍ଥପୁରମ୍‌,୨୬।୧୦: କେରଳ ରାଜ୍ୟପାଳ ଅରିଫ୍‌ ମହମ୍ମଦ ଖାନ୍‌ ମଙ୍ଗଳବାର ଆଉ ୨ ଜଣ କୁଳପତିଙ୍କୁ କାରଣ ଦର୍ଶାଅ ନୋଟିସ ପଠାଇଛନ୍ତି। ସେମାନଙ୍କର ନିଯୁକ୍ତି ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ନିୟମାବଳୀର ଉଲ୍ଲଂଘନ କରୁଥିବାରୁ କେଉଁ ଆଇନଗତ ଅଧିକାର ବଳରେ ସେମାନେ ପଦବୀରେ ରହିଛନ୍ତି ବୋଲି ନୋଟିସରେ ପ୍ରଶ୍ନ କରାଯାଇଛି। ଶ୍ରୀନାରାୟଣଗୁରୁ ମୁକ୍ତ ବିଶ୍ୱବିଦ୍ୟାଳୟ ଏବଂ କେରଳ ୟୁନିଭର୍ସିଟି ଅଫ୍‌ ଡିଜିଟାଲ ସାଇନ୍ସ, ଇନୋଭେଶନ ଆଣ୍ଡ୍‌ ଟେକ୍‌ନୋଲୋଜିର ଭିସିଙ୍କୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି। ଗତ ସପ୍ତାହରେ ରାଜ୍ୟପାଳ ଅନ୍ୟ ୯ଟି ବିଶ୍ୱବିଦ୍ୟାଳୟର କୁଳପତିଙ୍କୁ ଇସ୍ତଫା ଦେବାକୁ କହିଥିଲେ। ସୋମବାର ମଧ୍ୟାହ୍ନ ସୁଦ୍ଧା ସେମାନେ ଜବାବ ଦାଖଲ କରିବାରୁ ସେମାନଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରି ନଭେମ୍ବର ୩ ସୁଦ୍ଧା ଜବାବ ଦାଖଲ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାବୀସ୍ବାମୀଙ୍କୁ ଗିରଫ କଲେ ମହିଳା ପୋଲିସ

ଗୁଆହାଟୀ, ୬ା୫: ଠକେଇ ଅଭିଯୋଗରେ ଆସାମର ଜଣେ ମହିଳା ପୋଲିସ ଅଧିକାରୀ ନିଜ ଭାବୀସ୍ବାମୀଙ୍କୁ ଗିରଫ କରିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନା ଅନୁଯାୟୀ,...

ଶିକ୍ଷକଙ୍କୁ ମାଡ ମାରିବା ଅଭିଯୋଗରେ ୨ ଛାତ୍ରୀଙ୍କ ନାଁରେ ମାମଲା ରୁଜୁ

ଜମ୍ମୁ,୭ ।୪: ଜମ୍ମୁ-କଶ୍ମୀର ଖଦୁରିୟାନ ପଞ୍ଚାୟତ ଦ୍ରାମନ ମିଡିଲ ସ୍କୁଲରେ ଶିକ୍ଷକଙ୍କୁ ପିଟିବଳର ଅଭିଯୋଗରେ ୨ ଛାତ୍ରୀଙ୍କ ନାଁରେ ମାମଲା ରୁଜୁ କରାଯାଇଛି । ଶିକ୍ଷକ...

ବୟ ଫ୍ରେଣ୍ଡ୍‌ ସହ କଥା ହେବାକୁ ରୋକିବାରୁ ସାନ ଭାଇକୁ ହତ୍ୟା କଲା ଭଉଣୀ

ଲକ୍ଷ୍ନୌ, ୧୪ା୪: ୯ ବର୍ଷୀୟ ନାବାଳକ ଭାଇକୁ ଇୟର ଫୋନରେ ତଣ୍ଟି ଚିପି ହତ୍ୟା କରିଛି ନାବାଳିକା ଭଉଣୀ। ବୟ ଫ୍ରେଣ୍ଡ୍‌ ସହ କଥା ହେବାକୁ...

ହୃଦ୍‌ଘାତରେ ଛତିଶଗଡ଼ ବିଧାନସଭା ଉପବାଚସ୍ପତିଙ୍କ ପରଲୋକ

ରାୟପୁର,୧୬।୧୦: ଛତିଶଗଡ଼ ବିଧାନସଭାର ଉପବାଚସ୍ପତି ମନୋଜ ସିଂହ ମାଣ୍ଡଭିଙ୍କ ରବିବାର ହୃଦ୍‌ଘାତରେ ପରଲୋକ ଘଟିଛି। ୫୮ ବର୍ଷିୟ ମାଣ୍ଡଭିଙ୍କୁ ହୃଦ୍‌ଘାତ ହେବା ପରେ ତାଙ୍କୁ ଚାରାମା...

କାରଗିଲ୍‌ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜନାଥ ସିଂ

ଶ୍ରୀନଗର, ୨୬।୭: ଜମ୍ମୁ-କଶ୍ମୀରର ଦ୍ରାସ୍‌ରେ ଶୁକ୍ରବାର କାରଗିଲ ବିଜୟ ଦିବସର ୨୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ସାଧାରଣ ଲୋକଙ୍କଠାରୁ ଯବାନଙ୍କ...

ଓମିକ୍ରନ୍‌ ଆତଙ୍କ ସହିତ ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୨।୧୨: ଓମିକ୍ରନ୍‌ ଆତଙ୍କ ସହିତ ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୯...

କୁକୁର ବେଲ୍ଟରେ କ୍ୟାମେରା

ନୂଆଦିଲ୍ଲୀ, ୨୮।୧: ଭାରତୀୟ ସୁରକ୍ଷା ବ୍ୟବସ୍ଥାରେ ଡଗ୍‌ ସ୍କ୍ବାଡ୍‌କୁ ନିୟୋଜିତ କରାଯାଇଥାଏ। ତେବେ ଏବେ ଏହି ସ୍କ୍ବାଡ୍‌ର ପ୍ରତି କୁକୁରଙ୍କ ବେଲ୍ଟରେ କ୍ୟାମେରା ଲଗାଯାଇ ସେମାନଙ୍କୁ...

କରୋନା ଯୋଗୁ ଚାକିରୀ ହରାଇ ନାଳ ସଫା କରୁଛନ୍ତି ଆଇଟି ଇଞ୍ଜିନିୟର: ସୋସିଆଲ୍‌ ମିଡ଼ିଆରେ ଭାଇରାଲ…

ମମ୍ବ୍ରା,୧୩।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଘୋଷଣା ହୋଇଥିବା ଲକ୍‌ଡାଉନ୍‌ ଯୋଗୁ ଚାକିରୀ ହରାଇ ବହୁ ଆଇଟି ଇଞ୍ଜିନିୟର ଏବଂ ସାଧାରଣ ଗ୍ରାଜୁଏଟ୍‌ଙ୍କ ଆର୍ଥିକ ଅବସ୍ଥା...

Advertisement
Archives

Model This Week