Advertisement

ବନ୍ଧୁକ ଦେଖାଇ ଗାଡିକୁ ଧରି ଚମ୍ପଟ ମାରିଲେ ଦୁର୍ବୃତ୍ତ

କୋଟଗଡ଼,୧୯।୧୦(ଡି.ଏନ.ଏ.): ବନ୍ଧୁକ ଦେଖାଇ ଲୁଟିନେଲେ ଅମୃତଭଣ୍ଡା ବୋଝେଇ ପିକଅପ୍‌ ଭ୍ୟାନ୍‌। କନ୍ଧମାଳ ଜିଲା ବାଲିଗୁଡା ଥାନା ଅଧୀନରେ ଥିବା ଜକିକିଆ ସ୍ଥାନରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ସୂଚନାଯୋଗ୍ୟ, ମୁନିଗୁଡାରୁ ଭୁବନେଶ୍ବର ଅଭିମୁଖେ ଆସୁଥିବା ପିକଅପ୍‌ ଭ୍ୟାନକୁ ରାତି ୧୨ଟା ସମୟରେ ଜକିକିଆ ରାସ୍ତାରେ ଅଟକାଇ ଗାଡିକୁ ଧରି ଚମ୍ପଟ ମାରିଥିଲେ ଦୁର୍ବୃତ୍ତ। ଗାଡି ସହିତ ୧୨ହଜାର ଟଙ୍କା ଓ ଦୁଇଟି ମୋବାଇଲ ମଧ୍ୟ ନେଇଯାଇଥିବା ଜଣାପଡିଛି। ତେବେ ଗାଡିଟି ସରତ ସ୍ବାଇଁ ନାମରେ ଥିବା ବେଳେ ବାଲିଗୁଡ଼ା ଥାନାରେ ଅଭିଯୋଗ କରାଯାଇଥିବା ସୂଚନା ମିଳିଛି। ଏହି ଘଟଣାକୁ ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଢ଼େଇ ବର୍ଷ ଝିଅଙ୍କ ବୟାନ ଭିତ୍ତିରେ ଅଭିଯୁକ୍ତ ଗିରଫ

ଉମରକୋଟ, ୨୪।୯(ସ୍ବ.ପ୍ର.): କାମ କରିବାକୁ ଉମରକୋଟର ସିଲାଟି ଗ୍ରାମର ମାଣିକ ଘୋଷ ସପରିବାର ଯାଇଥିଲେ ଆନ୍ଧ୍ରପ୍ରଦେଶର କାକିନାଡ଼ା। ସେଠାରେ କିନ୍ତୁ ସ୍ତ୍ରୀ ଲିପିକାଙ୍କ ତଣ୍ଟି ଚିପି...

ମାଓବାଦୀଙ୍କ ଗଛ ପକାଇ ରାସ୍ତା ଅବରୋଧ ଘଟଣା: ପୋଲିସ ଦମନ ବିରୋଧରେ ୨୪ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା

ଦାରିଙ୍ଗବାଡ଼ି,୨୫।୧୦(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରୁ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନଂ. ଜାତୀୟ ରାଜପଥରେ ଗୁରୁବାର ସନ୍ଧ୍ୟାରେ ମାଓବାଦୀଙ୍କ ପକ୍ଷରୁ ଗଛ କାଟି ରାସ୍ତା ଅବରୋଧ...

ପୁରୁଷୋତ୍ତମପୁରବ୍ଲକ ଜିଆରଏସ ନିଖୋଜ ଅଭିଯୋଗ 

ପୁରୁଷୋତ୍ତମପୁର,୯/୮(ଡିଏନ୍ଏ)ଗଞ୍ଜାମଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ ସୁନାଥର ଓ ଶୋଳଘର ପଞ୍ଚାୟତରେ ଜିଆରଏସ ଭାବେ କାର୍ଯ୍ୟରତ ସ୍ବାଗତ ପଣ୍ଡା ସୋମବାର ରାତ୍ରରୁ ନିଖୋଜ ହୋଇଯାଇଛନ୍ତି। ଏଥିନେଇ ତାଙ୍କ ପତ୍ନୀ...

ଜଗତ୍‌ସିଂହପୁରରେ ହେବ ଗାମ୍ବୁସିଆ ମାଛ ଚାଷ

ଜଗତ୍‌ସିଂହପୁର ଅଫିସ, ୧୦ା୯: ଜଗତ୍‌ସିଂହପୁର ଜିଲାରେ ସନ୍ତୋଷଜନକ ଭାବେ ଅଲ୍‌ଟ୍ରାସାଉଣ୍ଡ ସେବା ଉପଲବ୍ଧ ହେଉନାହିଁ। ବିଶେଷକରି ସରକାରୀ ଡାକ୍ତରଖାନାରେ ଏହି ଅଭାବ ଚିନ୍ତାର କାରଣ ହୋଇଛି।...

ବର୍ଷା କାରଣରୁ ବାତିଲ ହେଲା ପର୍ବତାରୋହଣ କାର୍ଯ୍ୟକ୍ରମ

କୋକସରା,୨୦।୯(ଡି.ଏନ.ଏ.): କଳାହାଣ୍ଡି ଜିଲାର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାରେ ୨୧ ତାରିଖ ବୁଧବାର ଦିନ ଏନ୍‌.ସି.ସି ପକ୍ଷରୁ ଅଲ୍‌ ଇଣ୍ଡିଆ ଟ୍ରାଇବଲ୍‌ ପର୍ବତାରୋହଣ ଶିବିର ଅନୁଷ୍ଠିତ ପାଇଁ...

କରୋନା ଘୃଣା ଭାଇଚାରା ନ ଭାଙ୍ଗୁ

କଟକ ଅଫିସ,୩।୮: କରୋନା କାହାକୁ ବି ହୋଇପାରେ। ଆଜି ଯଦି ଜଣେ କରୋନାରେ ଆକ୍ରାନ୍ତ ହୋଇଛନ୍ତି ବୋଲି ଆମେ ଘୃଣା କରିବା, ତେବେ କାଲି ଆମେ...

ଛାତ୍ରୀଙ୍କୁ କମେଣ୍ଟ କରି ଜଣେ ଗିରଫ

ଦାରିଙ୍ଗବାଡ଼ି,୧୭।୯(ଡି.ଏନ.ଏ): ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ କମେଣ୍ଟ କରିିବା ଅଭିଯୋଗରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ସେ ହେଲେ ପର୍ତ୍ତମାହା ପଞ୍ଚାୟତ କିଡ୍ରାମାଲା...

ପୁଣି ଏକ୍‌ମୋ ଚିକିତ୍ସାବେଳେ ଗଲା ଜୀବନ

କଟକ ଅଫିସ, ୧୩।୯: ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲର ଏକ୍‌ମୋ ସପୋର୍ଟରେ ଚିକିତ୍ସାଧୀନ ଥିବା ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର...

Advertisement
Archives

Model This Week