ଚାରିଦିନ ପାଇଁ ଏନ୍‌ସିବି ହେପାଜତକୁ ଗଲେ ରିଆଙ୍କ ଭାଇ

ମୁମ୍ବାଇ,୫।୯: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲା ବେଳକୁ ବେଳ ଭିନ୍ନ ମୋଡ ନେଉଛି। ଏହାକୁ ନେଇ ପ୍ରତିଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ନିକଟରେ ସୁଶାନ୍ତଙ୍କ ମୃତ୍ୟୁ ମାମଲାର ମୁଖ୍ୟଅଭିଯୁକ୍ତ କୁହାଯାଉଥିବା ଅଭିନେତ୍ରୀ ରିଆ ଚକ୍ରବର୍ତ୍ତି ତାଙ୍କ ଭାଇଙ୍କ ମଧ୍ୟରେ ନିଶା କାରବାରକୁ ନେଇ ହୋଇଥିବା ହ୍ବାଟସ୍‌ ଆପ୍‌ ଚାଟ୍‌ ଭାଇରାଲ ହୋଇଥିଲା। ଏହାପରେ ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ଶୁକ୍ରବାର ରିଆ, ତାଙ୍କ ଭାଇ ଶୌବିକ ଓ ସହଯୋଗୀ ସାମୁଏଲ ମିରାଣ୍ଡାଙ୍କ ଘରର ତଲାସି ନେଇଥିଲା। ଏହାପରେ ଶୌବିକ ଓ ସାମୁଏଲଙ୍କୁ ଗିରଫ କରାଯାଇଥିଲା। ଶନିବାର ମୁମ୍ବାଇର ଏସପ୍ଲାନେଡ କୋର୍ଟ ଶୌବିକ ଚକ୍ରବର୍ତ୍ତି ଓ ସାମୁଏଲ ମିରାଣ୍ଡାଙ୍କୁ ସେପ୍ଟେମ୍ବର ୯ ପର୍ଯ୍ୟନ୍ତ ଏନ୍‌ସିବି ହେପାଜତକୁ ପଠାଇ ଦେଇଛନ୍ତି। ଅନ୍ୟପଟେ କାଇଜେନ ଇବ୍ରାହିମଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରପାରିରେ ଲୋକପ୍ରିୟ ଅଭିନେତା ଖାଲିଦ

ମାଲାୟାଲମ ସିନେମାଜଗତର ଲୋକପ୍ରିୟ ଅଭିନେତା ବିପି ଖାଲିଦଙ୍କର ପରଲୋକ ଘଟିଛି। ସେ ଏକ ଫିଲ୍ମର ଶୁଟିଂ କରୁଥିବା ବେଳେ ଅସୁସ୍ଥ ହୋଇପଡ଼ିଥିଲେ। ପରେ ହୃଦ୍‌ଘାତରେ ତାଙ୍କର...

ଦିଲ୍ଲୀର ପ୍ରଦୂଷଣକୁ ନେଇ ମୋଦିଙ୍କୁ ଚିଠି ଲେଖିଲେ ନନ୍ଦ କିଶୋର

ନୂଆଦିଲ୍ଲୀ,୪।୧୧: ରାଜଧାନୀ ଦିଲ୍ଲୀର ବାୟୁ ପ୍ରଦୂଷଣ ସ୍ତର ବେଳକୁ ବେଳ ବଢିଯାଉଥିବା ବେଳେ ଏବେ ଏହାକୁ ନେଇ ସମସ୍ତେ ଚିନ୍ତାରେ। ତେବେ ଗାଜିଆବାଦ ଲୋନିର ଭାଜପା...

କଂଗ୍ରେସକୁ ଝଟ୍‌କା: ଇସ୍ତଫା ଦେଲେ ଆଉ ଜଣେ ବିଧାୟକ

ଅହମଦାବାଦ,୫।୬: ଗୁଜରାଟରେ ରାଜ୍ୟ ସଭା ନିର୍ବାଚନ ଘୋଷଣା ହେବା ପରେ ଏବେ କଂଗ୍ରେସ ଦଳର ବିଧାୟକଙ୍କ ଇସ୍ତଫା ଦେବା ଜାରି ରହିଛି। ଗୁଜରାଟରେ ଏବେ ପର୍ଯ୍ୟନ୍ତ...

କୋଟିକୋଟି ଟଙ୍କାର ମାଲିକ ଧନୁଷ: ଗୋଟିଏ ଫିଲ୍ମ ପାଇଁ ଚାର୍ଜ କରନ୍ତି…

ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ଧନୁଷ ବର୍ତ୍ତମାନ ସ୍ତ୍ରୀ ଐଶ୍ୱର୍ଯ୍ୟା ରଜନୀକାନ୍ତଙ୍କଠାରୁ ବିବାହ ବିଚ୍ଛେଦ ପରେ ଚର୍ଚ୍ଚାକୁ ଆସିଛନ୍ତି। ଦୁହେଁ ଅଲଗା ହେବାପରେ ମଧ୍ୟ ଉଭୟଙ୍କର...

ବାପା

ପୁଅ ହେଉ କି ଝିଅ-ଏମାନଙ୍କ ଜୀବନରେ କେବଳ ମା’ ନୁହେଁ ବାପାଙ୍କର ଭୂମିକା କେତେ ଗୁରୁତ୍ୱପୂର୍ଣ୍ଣ ତାହା କହିବା ଅନାବଶ୍ୟକ। ଜଣେ ବାପ-ଝିଅର ଅନାବିଳ ସ୍ନେହକୁ...

ଭାଙ୍ଗିଲା ଡ୍ୟାମ:୬ ମୃତ, ୧୭ ନିଖୋଜ

ମୁମ୍ବାଇ, ୩।୭: ମାୟାନଗରୀ ମୁମ୍ବାଇରେ ଲଗାଣ ବର୍ଷା ଜାରି ରହିଛି। ପ୍ରବଳ ବର୍ଷା ଯୋଗୁ ରତ୍ନଗିରିର ତିଓ୍ବାରେ ଡ୍ୟାମ୍‌ ଭାଙ୍ଗିଯାଇଛି। ଫଳରେ ୬ ଲୋକଙ୍କ ମୃତ...

ଋଷି କପୁରଙ୍କୁ ମନେ ପକାଇଲେ ନୀତୁ, ଫଟୋ ଶେୟାର କରି କହିଲେ ଏମିତି

ମୁମ୍ବାଇ: ଭେଟେରାନ ଅଭିନେତା ଋଷି କପୁରଙ୍କ ଦେହାନ୍ତ ହେବାର ତିନି ବର୍ଷ ବିତିଗଲାଣି। କିନ୍ତୁ ଆଜି ବି ତାଙ୍କ ପ୍ରଶଂସକମାନେ ତାଙ୍କୁ ବହୁତ ମନେ ପକାଉଛନ୍ତି।...

ଶ୍ରୀ ସତ୍ୟସାଇ ବାବାଙ୍କ ଭୂମିକାରେ ଭଜନ ସମ୍ରାଟ

ବମ୍ବେ: ଆଧ୍ୟାତ୍ମିକ ଗୁରୁ ଶ୍ରୀ ସତ୍ୟସାଇ ବାବାଙ୍କ ଉପରେ ନିର୍ମାଣ ହେଉଛି ବାୟୋପିକ୍‌। ଚଳଚ୍ଚିତ୍ରରେ ନଜର ଆସିବେ ଭଜନ ସମ୍ରାଟ ଅନୁପ ଜଲୋଟା। ଏବେ ଏହାର...

Advertisement
Archives

Model This Week