ଫ୍ୟାନ୍ସଙ୍କ ସହ ଜବରଦସ୍ତ ଡ୍ୟାନ୍ସ କଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ ନାୟିକା ଶ୍ରଦ୍ଧା କପୁର ଏବେ ତାଙ୍କ ଅପକମିଂ ମୁଭି ‘ତୁ ଝୁଠି ମେ ମକ୍କାର’କୁ ନେଇ ଅନେକ ସମୟରେ ଆସୁଛନ୍ତି ଚର୍ଚ୍ଚାକୁ । ଏବେ ଶ୍ରଦ୍ଧା ତାଙ୍କର ଏହି ମୁଭିର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି । ଶ୍ରଦ୍ଧା କପୁରଙ୍କ ଫଟୋ ଓ ଭିଡିଓ ଅନେକ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହାଇଥାଏ । ଏବେ ତାଙ୍କର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ସେ ଜଣେ ପ୍ରଶଂସକଙ୍କ ସହ ଏୟାରପୋର୍ଟରେ ଜବରଦସ୍ତ ଡ୍ୟାନ୍ସ କରୁଥିବା ଦେଖାଯାଇଛି ।
ସେଲିବ୍ରିଟି ଫଟୋଗ୍ରାଫର ୱରିନ୍ଦର ଚାୱଲା ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଭିଡିଓ ଶେୟାର କରିଛନ୍ତି । ଏହି ଭିଡିଓରେ ଶ୍ରଦ୍ଧା କପୁର ଏୟାରପୋର୍ଟରେ ଥିବା ଦେଖାଯାଇଛି । ଏତିକିବେଳେ ଜଣେ ପ୍ରଶଂସକ ତାଙ୍କ ସହ ଡ୍ୟାନ୍ସ କରିବାକୁ କହିଛନ୍ତି । ଆଉ ଶ୍ରଦ୍ଧା ତାଙ୍କ କଥା ନ ଭାଙ୍ଗିପାରି ତାଙ୍କ ଫିଲ୍ମ ‘ତୁ ଝୁଠି ମେ ମକ୍କାର’ର ଗୀତ ‘ଶୋ ମି ଦ ଠୁମକେ’ରେ ଏୟାରପୋର୍ଟରେ ଜବରଦସ୍ତ ଡ୍ୟାନ୍ସ କରିଛନ୍ତି । ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହୋଇଛି । ତାଙ୍କର ଏହି ଭିଡିଓକୁ ପ୍ରଶଂସକ ଖୁବ୍ ପସନ୍ଦ କରୁଛନ୍ତି ।
ଶ୍ରଦ୍ଧାଙ୍କ ଅପକମିଂ ମୁଭି ‘ତୁ ଝୁଠି ମେ ମକ୍କାର’ ୮ ମାର୍ଚ୍ଚରେ ରିଲିଜ ହେବାକୁ ଯାଉଛି । ଏଥିରେ ପ୍ରଥମଥର ଶ୍ରଦ୍ଧା କପୁର ଓ ରଣବୀର କପୁରଙ୍କ ଯୋଡିକୁ ଦେଖିବାକୁ ମିଳିବ । ମୁଭିର ଟ୍ରେଲର ଓ କିଛି ଗୀତ ରିଲିଜ୍ ହୋଇସାରିଛି । ଏହାକୁ ଭଲ ରେସପନ୍ସ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ବିଧାନସଭାର ପୁରୁଣା ପରମ୍ପରା ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ବିଜୟ: କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ

ଚେନ୍ନାଇ,୨୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ବିଜୟ ଗୁରୁବାର ବିଧାନସଭାରେ ଏକ ପୁରୁଣା ପରମ୍ପରା ଭାଙ୍ଗି ଚର୍ଚ୍ଚାକୁ ଆସିଛନ୍ତି। ବିଧାନସଭାର ଅପରାହ୍ନ ଅଧିବେଶନ ସମୟରେ ସେ ନିଜ ପାଇଁ ନିର୍ଦ୍ଧାରିତ…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

ବଡ଼ ଘୋଷଣା କରି ଫ୍ୟାନ୍ସଙ୍କୁ ନିରାଶା କଲେ ଏହି ଫେମସ୍‌ ସିଙ୍ଗର୍‌, ସଙ୍ଗୀତରୁ…

ମୁମ୍ବାଇ: ପ୍ରସିଦ୍ଧ ଗାୟକ ଓ ମ୍ୟୁଜିକ କମ୍ପୋଜର ଅମାଲ ମଲିକ ନିଜ କ୍ୟାରିୟରକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ଅଗଷ୍ଟ ୨୭ ତାରିଖ ଗୁରୁବାର ସେ…

ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର…

ରାକ୍ଷୀ ମଉକାରେ ଚଉକା: ସ୍ତ୍ରୀଙ୍କୁ ବାପଘରେ ଛାଡ଼ିବାକୁ ଯାଉଥିଲେ ସ୍ବାମୀ, ବାଟରେ ମିଠା କିଣିବାକୁ ପଠାଇ ପ୍ରେମିକ ସହ…

ପାଟନା,୨୮।୮: ବିହାରର ମଧେପୁରା ଜିଲାରୁ ରକ୍ଷାବନ୍ଧନ ଦିନ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପତ୍ନୀଙ୍କୁ ତାଙ୍କ ବାପଘରେ ଛାଡ଼ିବା ପାଇଁ ବାଇକରେ ନେଇ ଯାଉଥିବା ଜଣେ…

ଭୋଟର ତାଲିକାରୁ ଶତାଧିକ ଯୋଗ୍ୟ ନାଗରିକଙ୍କ ନାଁ କାଟିବାକୁ ଷଡ଼ଯନ୍ତ୍ର, ଅଭିଯୋଗ ଆଣି ବିଜେଡି କହିଲା…

ଧାମନଗର,୨୮ା୮(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଏନଏସି ଅଞ୍ଚଳରେ ଶତାଧିକ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ୍‌ ଦେବା ପାଇଁ ଜାଲିଆତି ଓ ଷଡ଼ଯନ୍ତ୍ର…

ମରିଗଲା ମାନବିକତା! ନେପାଳ ବନ୍ୟାରେ ଭାସିଆସିଥିବା ମୃତଦେହରୁ ଅଳଙ୍କାର ଲୁଟିଲେ ଯୁବକ, ଭିଡିଓ ଭାଇରାଲ ପରେ…

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ଯୋଗୁ ହଜାର ହଜାର ପରିବାର ପ୍ରଭାବିତ ହୋଇଛନ୍ତି। ଲୋକେ ନିଜ ଜୀବନ ବଞ୍ଚାଇବା ସହ ପରସ୍ପରକୁ ସାହାଯ୍ୟ କରୁଥିବା ବେଳେ ଏହାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri