ଏହି ବିବାହିତ ଅଭିନେତାଙ୍କ ପ୍ରେମରେ ପାଗଳ ଥିଲେ ଶ୍ରଦ୍ଧା କପୁର: ତାଙ୍କ ସହ ଏକତ୍ର ରହିବା ପାଇଁ କରିଥିଲେ ଏମିତି କିଛି…

ବର୍ତ୍ତମାନ ସମୟରେ ବଲିଉଡ୍‌ର ଶ୍ରେଷ୍ଠ ଅଭିନେତ୍ରୀଙ୍କ ମଧ୍ୟରେ ଜଣେ ଶ୍ରଦ୍ଧା କପୁର। ବର୍ତ୍ତମାନ ପର୍ଯ୍ୟନ୍ତ ସେ ଅନେକ ଛୋଟ ଏବଂ ବଡ ବଜେଟ ସିନେମାରେ କାମ କରିସାରିଛନ୍ତି। ତାଙ୍କର ଅନେକ ଫିଲ୍ମ ବକ୍ସ ଅଫିସରେ ଭଲ ବ୍ୟବସାୟ ମଧ୍ୟ କରିଛି। ଗତ ବର୍ଷ ତାଙ୍କୁ ବରୁଣ ଧଓ୍ବନଙ୍କ ସହ ଫିଲ୍ମ ‘ଷ୍ଟ୍ରିଟ୍‌ ଡ୍ୟାନ୍ସର’ ଏବଂ ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ସହ ‘ସାହୋ’ରେ ଦେଖିବାକୁ ମିଳିଥିଲା। ‘ସାହୋ’ ଏକ ବିଗ୍‌ ବଜେଟ୍‌ ଫିଲ୍ମ ଥିଲା।
ତେବେ ଏକ ସମୟରେ ଶ୍ରଦ୍ଧା ବ୍ୟକ୍ତିଗତ ଜୀବନକୁ ନେଇ ଖୁବ୍‌ ଚର୍ଚ୍ଚାରେ ଥିଲେ। ସେ ବିବାହିତ ଅଭିନେତା ଫରହାନ୍‌ ଅଖତର୍‌ଙ୍କ ପ୍ରେମରେ ପାଗଳ ଥିଲେ। ଏପରିକି ଶ୍ରଦ୍ଧା ତାଙ୍କ ସହ ଏକାଠି ରହିବାକୁ ଚାହୁଁଥିଲେ। ତେଣୁ ସେ ଫରହାନ୍‌ଙ୍କ ଘରେ ପହଞ୍ଚି ଯାଇଥିଲେ। ଏହା ଶ୍ରଦ୍ଧାଙ୍କ ମା’ ବାପା ଜାଣିବା ପରେ ଫରହାନ୍‌ଙ୍କ ଘରେ ପହଞ୍ଚି ଝିଅକୁ ନେଇ ଯାଇଥିଲେ। ସେହି ସୟମରେ ଏହି ଖବରକୁ ନେଇ ଚର୍ଚ୍ଚା ଜୋର୍‌ ଧରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

ଧୁରନ୍ଧର ୨ ଦେଖିବା ପରେ କୋହଲି ଦେଲେ ଏମିତି ପ୍ରତିକ୍ରିୟା: ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ,୭।୪: ରଣବୀର ସିଂହଙ୍କ ଅଭିନୀତ ଧୁରନ୍ଧର ୨ ଇତିହାସ ରଚିଛି। ଏହି ଫିଲ୍ମଟି ବକ୍ସ ଅଫିସ୍‌ରେ ଏପର୍ଯ୍ୟନ୍ତ ୧୬୦୦ କୋଟିରୁ ଅଧିକ ଟଙ୍କା ରୋଜଗାର କରିଛି। ଏହି…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ କରିଶ୍ମା: ଖୁବ୍‌ଶୀଘ୍ର…

ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍‌ନ୍ୟୁଜ୍‌ ଦେଇଛନ୍ତି।…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

ସ୍ବାମୀଙ୍କୁ ନେଇ ଏମିତି କହିଦେଲେ ଆଲିଆ

ବଲିଉଡ୍‌ ଅଭିନେତା ରଣବୀର କପୁର ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ଭଗବାନ ରାମଙ୍କ ପ୍ରଥମ ଝଲକ ରିଲିଜ୍‌ ହୋଇଛି। ଦର୍ଶକ ରଣବୀରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri