ଶ୍ରୀ ଜଗନ୍ନାଥ କଥାମୃତ ପ୍ରବଚନ: ଜଗନ୍ନାଥଙ୍କ ମାନବୀୟ ଲୀଳା ଶ୍ରବଣ କଲେ ଶ୍ରଦ୍ଧାଳୁ

ଦିଗପହଣ୍ଡି,୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜବାଟୀ ସିଂହଦାର ସମ୍ମୁଖରେ ଗତ ୨ ଦିନ ଧରି ଚାଲିଥିବା ଶ୍ରୀ ଜଗନ୍ନାଥ କଥାମୃତ ପ୍ରବଚନ କାର୍ଯ୍ୟକ୍ରମ ଗୁରୁବାର ରାତିରେ ଉଦ୍‌ଯାପିତ ହୋଇଯାଇଛି। ଦିଗପହଣ୍ଡି ଏନଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ଆଇନଜୀବୀ ହରପ୍ରସାଦ ରଥ ମଞ୍ଚ ଉପସ୍ଥାପକ ଭାବେ ଯୋଗଦେଇ ସମସ୍ତ କାର୍ଯ୍ୟ ପରିଚାଳନା କରିଥିଲେ। ପୁରୀର ପଣ୍ଡିତ ମାନସ ରଞ୍ଜନ ମହାରାଜ, କଟକ ଆଠଗଡ଼ର ମାନସ ମନ୍ଦାକିନି ପ୍ରେମଲତା ଦାଶ ଏବଂ ସୁଶ୍ରୀ ସୁଭଦ୍ରା ଶୁଭଦର୍ଶିନୀ ପ୍ରବକ୍ତା ଭାବେ ଯୋଗ ଦେଇ ଶ୍ରୀ ଜଗନ୍ନାଥଙ୍କ ଶ୍ରୀ ମନ୍ଦିର ନିର୍ମାଣ ପୃଷ୍ଠଭୂମିରେ ରହିଥିବା ପୌରାଣିକ କିମ୍ବଦନ୍ତୀ ସମେତ ଜଗନ୍ନାଥଙ୍କ ମାନବୀୟ ଲୀଳା ଗୁଡିକ ସମ୍ପର୍କରେ ଦିବ୍ୟ କଥାମୃତ ଶ୍ରବଣ କରାଇଥିଲେ। ଦିଗପହଣ୍ଡି ସ୍ଥିତ ଶ୍ରୀ ରାମଦୟା ପରିଷଦ ଶାଖାର ସମସ୍ତ କାର୍ଯ୍ୟଯକର୍ତ୍ତା ଓ ଅନ୍ୟ ସଦସ୍ୟ ବୃନ୍ଦ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଥିଲା ଭଞ୍ଜନଗରର ଭୂମିକା

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ରବିବାର ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧି ସାଧନରେ ଭଞ୍ଜନଗରର ଭୂମିକା ଉପରେ ଏକ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ସେବା ପାଇଁ ଉଦାହାରଣ ସାଜିଛନ୍ତି ବିପଦର ବନ୍ଧୁ କର୍ମକର୍ତ୍ତା, ରକ୍ତ ଦେବା ସହ ଚିକିତ୍ସା କରି…

ଭଞ୍ଜନଗର,୨୧ା୩(ବାବୁଲା ପ୍ରଧାନ): ବିପଦର ବନ୍ଧୁ ଓଡ଼ିଶା ଭଞ୍ଜନଗର ଶାଖା କର୍ମକର୍ତ୍ତାମାନେ ସର୍ବଦା ସେବା ପାଇଁ ଆଗକୁ ଆସନ୍ତି। ସେମାନଙ୍କ ସେବା ଆଗ୍ରହ ଅନେକଙ୍କ ପାଇଁ ବରଦାନ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri