ଗୁରୁବାର ରାତିରୁ ଶୁକ୍ରବାର ପୂର୍ବାହ୍ନ ୧୧ଟା ଯାଏ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୦।୬: ପାଖେଇ ଆସୁଛି ମହାପ୍ରଭୁ ଜଗନ୍ନାଥଙ୍କ ପ୍ରସିଦ୍ଧ ରଥଯାତ୍ରା। ଜୁନ ୨୨ରେ ପବିତ୍ର ସ୍ନାନପୂର୍ଣ୍ଣିମା। ସ୍ନାନ ପୂର୍ଣ୍ଣିମା ପାଇଁ ସେନାପଟା ନୀତି ଲାଗି ନିମନ୍ତେ ଗୁରୁବାର ରାତି ୧୨ଟାଠାରୁ ଶୁକ୍ରବାର ପୂର୍ବାହ୍ନ ୧୧ଟା ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ। ଏହି ଅବସରରେ ମହାପ୍ରଭୁଙ୍କ ସ୍ବତନ୍ତ୍ର ପୂଜାର୍ଚ୍ଚନା ଓ ନୀତିକାନ୍ତି ଅନୁଷ୍ଠିତ ହେବ।

ସୂଚନ ଯୋଗ୍ୟ, ଜୁଲାଇ ୭ରେ ନବଯୌବନ ଦର୍ଶନ, ନେତ୍ରୋତ୍ସବ ଏବଂ ରଥଯାତ୍ରା ଅନୁଷ୍ଠିତ ହେଉଥିବା ବେଳେ ୧୫ରେ ବାହୁଡ଼ା ଯାତ୍ରା ଏବଂ ଜୁଲାଇ ୧୭ରେ ସୁନାବେଶ ରହିଛି। ଅନ୍ୟପକ୍ଷେ ରଥଯାତ୍ରା ନେଇ ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?