ବିଜେଡିରେ ହଲଚଲ, ଶ୍ରୀମୟୀ ମିଶ୍ର ସସ୍ପେଣ୍ଡ
ଭୁବନେଶ୍ୱର,୨୩।୯: ବିଜେଡିରୁ ଆସିଲା ବଡ଼ ଖବର। ବିଜେଡ଼ିରୁ ବିଦା ହେଲେ ଶ୍ରୀମୟୀ ମିଶ୍ର । ଶ୍ରୀମୟୀ ମିଶ୍ର ବିଜେଡିରୁ ନିଲମ୍ବିତ ହୋଇଛନ୍ତି । ବିଜେଡ଼ି କାର୍ଯ୍ୟାଳୟ ତରଫରୁ ଏନେଇ ବିଜ୍ଞପ୍ତି ଜାରି ହୋଇଛି । ମହିଳା ବ୍ୟାପାର ସାଧାରଣ ସଂପାଦିକା ଥିଲେ ଶ୍ରୀମୟୀ ସୋସିଆଲ ମିଡିଆରେ ଟିପ୍ପଣୀକୁ ନେଇ ଚର୍ଚ୍ଚାରେ ଥିଲେ। ‘ଧୃତରାଷ୍ଟ୍ର’ ଓ ‘ଭଣ୍ଡ ସନ୍ନ୍ୟାସୀ’ ଆଦି ପ୍ରସଙ୍ଗ ଉଠାଇ ପରୋକ୍ଷରେ ବିଜେଡିକୁ ଟାର୍ଗେଟ କରୁଥିବା କୁହାଯାଉଛି। ପୂର୍ବରୁ ଚେତାବନୀ ଦେଇଥିବା ବିଜେଡି ଆଜି ଶ୍ରୀମୟୀଙ୍କୁ … Continue reading ବିଜେଡିରେ ହଲଚଲ, ଶ୍ରୀମୟୀ ମିଶ୍ର ସସ୍ପେଣ୍ଡ
Copy and paste this URL into your WordPress site to embed
Copy and paste this code into your site to embed