Posted inଖେଳ

ଡେବ୍ୟୁ ମ୍ୟାଚ୍‌ରେ କମାଲ୍‌ କଲେ ଶ୍ରେୟସ

କାନପୁର,୨୫।୧୧: ଆଜିଠାରୁ କାନପୁରର ଗ୍ରୀନ ପାର୍କ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଡେବ୍ୟୁ କରୁଥିବା ଶ୍ରେୟସ ଆୟାର ଚମତ୍କାର ପ୍ରଦର୍ଶନ କରିଛନ୍ତି। ସେ କ୍ୟାରିୟର୍‌ର ପ୍ରଥମ ଟେଷ୍ଟ୍ର ଅର୍ଦ୍ଧଶତକ ହାସଲ କରିଛନ୍ତି। ସେ ୯୩ ବଲରେ ନିଜର ଅର୍ଦ୍ଧଶତକ ପୂରଣ କରିଛନ୍ତି। ଭାରତ ଏପର୍ଯ୍ୟନ୍ତ ୪ ଉଇକେଟ୍‌ ହରାଇ ୨୦୨ ରନ୍‌ କରିଛି।
ଭାରତ ଟସ ଜିତି କାନପୁରର ଗ୍ରୀନପାର୍କରେ ପ୍ରଥମ ଟେଷ୍ଟ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଟିମ ଇଣ୍ଡିଆର ମୁଖ୍ୟ କୋଚ ଭାବରେ ରାହୁଲ ଦ୍ରାବିଡଙ୍କ ଏହା ହେଉଛି ପ୍ରଥମ ଟେଷ୍ଟ ସିରିଜ। ତାଙ୍କ ଆଖି ମଧ୍ୟ ଟି୨୦ ପରି ଟେଷ୍ଟ ସିରିଜ୍‌ ଉପରେ ରହିବ। ଗ୍ରୀନ ପାର୍କ ଷ୍ଟାଡିୟମ ଗ୍ରାଉଣ୍ଡରେ ଭାରତୀୟ ଦଳର ରେକର୍ଡ ଭଲ ରହିଛି। ନ୍ୟୁଜିଲାଣ୍ଡ ଏଠାରେ ଭାରତକୁ ପରାସ୍ତ କରିବାରେ ସକ୍ଷମ ହୋଇ ନାହିଁ। ଗ୍ରୀନ ପାର୍କରେ ଶେଷ ୬ ଟି ଟେଷ୍ଟ ମ୍ୟାଚ ମଧ୍ୟରୁ ଟିମ ଇଣ୍ଡିଆ ଜିତିଛି। ୧୯୮୩ରେ ୱେଷ୍ଟଇଣ୍ଡିଜ ଦ୍ୱାରା ଭାରତ ଶେଷ ଥର ପାଇଁ ପରାସ୍ତ ହୋଇଥିଲା। ୩୮ ବର୍ଷ ଧରି ଭାରତୀୟ ଦଳ ଏହି ଗ୍ରାଉଣ୍ଡରେ ଅପରାଜୟେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ:ସୁରଧାପାଲି ଜଙ୍ଗଲରୁ ୩୪ ଏକରରୁ ଊର୍ଦ୍ଧ୍ୱ ଜବରଦଖଲ ଉଚ୍ଛେଦ

ଅମରପାଲି, ୪।୯(ପୀତାମ୍ବର ସାହୁ): ସୁବର୍ନପୁର ଜିଲା ବୀରମହାରାଜପୁର ତହସିଲ ଅଧୀନ କେନଝିରିଆପାଲି ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ ସୁରଧାପାଲି ଜଙ୍ଗଲ ମୌଜାରେ ଦୀର୍ଘଦିନ ଧରି ହୋଇଆସୁଥିବା ଜବରଦଖଲ…

ଭଉଣୀଙ୍କ ବଢୁଥିଲା ଫଲୋଅର୍ସ, ସହି ନ ପାରି ଭାଇ ନେଲେ ଚରମ ପଦକ୍ଷେପ

ଇସଲାମାବାଦ୍‌,୪।୯: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଜଣେ ୧୮ ବର୍ଷର ଝିଅ ନିଜ ସୋସିଆଲ ମିଡିଆ ଲୋକପ୍ରିୟତାକୁ ନେଇ ସୃଷ୍ଟି ହୋଇଥିବା ବିବାଦ କାରଣରୁ ନିଜ ସାନ ଭଉଣୀକୁ…

ହାଇୱେରେ ଅପରିଷ୍କାର ଟଏଲେଟ୍‌ ଦେଖିଲେ ଉଠାନ୍ତୁ ଫଟୋ, ମିଳିବ ୧,୦୦୦ ଟଙ୍କାର FASTag ରିଚାର୍ଜ, ଜାଣନ୍ତୁ NHAIର ନିୟମ

ନୂଆଦିଲ୍ଲୀ,୪।୯: ଜାତୀୟ ରାଜପଥ କିମ୍ବା ଏକ୍ସପ୍ରେସୱେରେ ଯାତ୍ରା ସମୟରେ ଖରାପ ପବ୍ଲିକ ଟଏଲେଟ୍‌କୁ ନେଇ ଯାତ୍ରୀମାନେ ପ୍ରାୟତଃ ଅସୁବିଧାରେ ପଡ଼ନ୍ତି। ଟଏଲେଟ୍‌ ନିର୍ମାଣ ହୋଇଥିଲେ ମଧ୍ୟ ନିୟମିତ…

ଛଟେଇ ଝଡ଼; ୨୦୨୬ରେ ବିଦା ହେଲେଣି ୧,୩୦,୦୦୦ରୁ ଅଧିକ ଚାକିରିଆ

ନୂଆଦିଲ୍ଲୀ,୪।୯: କୃତ୍ରିମ ବୁଦ୍ଧିମତ୍ତା ବା ‘ଏଆଇ’ ଏବେ ଚାକିରିଆଙ୍କ ପାଇଁ କାଳ ହୋଇଛି । ବିଶ୍ୱସ୍ତରରେ ଏଆଇର ପ୍ରଚଳନ ବଢ଼ି ଚାଲିଥିବାବେଳେ ଅନ୍ୟପଟେ ବିଭିନ୍ନ କ୍ଷେତ୍ରରୁ ଲୋକେ…

ବୟସ ଜାଲିଆତି କରି ଫସିଲେ ଏହି କ୍ରିକେଟର୍‌: ୨ ବର୍ଷ ବାସନ୍ଦ କଲା BCCI

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର୍‌ ରୋହିତ ଯାଦବଙ୍କୁ ଅଷ୍ଟ୍ରେଲିଆ ଅଣ୍ଡର-୧୯ ଦଳ ବିପକ୍ଷରେ ଆଗାମୀ ଦିନିକିଆ ଏବଂ ବହୁ-ଦିବସୀୟ ସିରିଜ ପାଇଁ ଅଣ୍ଡର-୧୯ ଦଳରେ ଚୟନ କରାଯାଇଥିଲା। ଜୁନିଅର…

ଆଦିବାସୀ ଛାତ୍ରଙ୍କ ସମର୍ଥନରେ ଅଭିଜିତ ଦୀପକେଙ୍କ ବଡ଼ ଘୋଷଣା, ଦରକାର ପଡ଼ିଲେ…

ମୁମ୍ବାଇ,୪।୯: ମହାରାଷ୍ଟ୍ରର ନାସିକରେ ଆନ୍ଦୋଳନରତ ଆଦିବାସୀ ଛାତ୍ରୀଛାତ୍ରଙ୍କୁ ଅନଶନ ଶେଷ କରିବାକୁ ଅପିଲ୍ କରିଛନ୍ତି କକରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ। ଗୁରୁବାରନାସିକର ଇଦଗାହ…

ବର୍ଷାରେ ବି ବଢୁଛି ପର୍ଯ୍ୟଟକଙ୍କ ଭିଡ଼: ଦାରିଙ୍ଗବାଡ଼ି ପର୍ଯ୍ୟଟନ ବିକାଶ ପାଇଁ ନୂଆ ପଦକ୍ଷେପ

ଦାରିଙ୍ଗବାଡ଼ି,୪।୯(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡ଼ିକୁ ବର୍ଷତମାମ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ର କରିବା ସହ ପର୍ଯ୍ୟଟନ କ୍ଷେତ୍ରର ଆହୁରି ବିକାଶ ଓ ରୂପାନ୍ତରଣ ପାଇଁ…

ଜନ୍ମଗତ ନାଗରିକତ୍ୱ: ଟ୍ରମ୍ପ୍‌ଙ୍କ ନୂତନ ନିର୍ଦ୍ଦେଶନାମା ଉପରେ ରୋକ

ଓ୍ବାଶିଂଟନ,୪।୯(ପି.ଟି.): ଆମେରିକାର ସୁପ୍ରିମକୋର୍ଟ ତାଙ୍କର ପୂର୍ବ ପ୍ରୟାସକୁ ପ୍ରତ୍ୟାଖ୍ୟାନ କରିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଜାରି କରିଥିବା ଜନ୍ମଗତ ନାଗରିକତା ପାଇବାକୁ ଯୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri