Posted inଖେଳ

ନେଟ୍‌ ବୋଲର ଯଶକିରନଙ୍କୁ ସ୍ବତନ୍ତ୍ର ଉପହାର ଦେଲେ ଶ୍ରେୟସ

ଦୁବାଇ,୧ା୩: ଚଳିତ ଚାମ୍ପିୟନ୍ସ ଟ୍ରଫି ଲାଗି ଆଇସିସି ନେଟ ବୋଲରଙ୍କ ମଧ୍ୟରେ ସ୍ଥାନ ପାଇଥିବା ଯଶକିରନ ସିଂଙ୍କ ଲାଗି ଶନିବାର ଏକ ସ୍ବତନ୍ତ୍ର ଦିନ ଥିଲା। ଯଶକିରନଙ୍କୁ ଭାରତୀୟ ଦଳର ଟପ ଅର୍ଡର ବ୍ୟାଟର ଶ୍ରେୟସ ଆୟାର ଏକ ହଳ ଜୋତା ଉପହାରରେ ଦେଇଛନ୍ତି।

ଏ ସମ୍ପର୍କରେ ପେସାରେ ଚାର୍ଟାଡ ଆକାଉଣ୍ଟାଣ୍ଟ ଥିବା ଯଶକିରନ କହିଛନ୍ତି ଯେ, ମୁଁ ଫିଲ୍ଡି କରୁଥିବା ବେଳେ ଶ୍ରେୟସ ଭାଇ ମୋ ନିକଟକୁ ଆସିଥିଲେ। ମୋତେ ପଚାରିଥିଲେ, ତୁମ ପାଦ ସାଇଜ କେତେ। ମୁଁ ଉତ୍ତରରେ ୧୦ ବୋଲି କହିଥିଲେ। ତା’ ପରେ ସେ କହିଥିଲେ ଯେ, ମୋ ପାଖରେ ତୁମ ପାଇଁ କିଛି ଅଛି। ସେ ମୋତେ ଏକ ଜୋତା ଦେଇଥିଲେ। ଏହା ମୋ ପାଇଁ ବହୁତ କିଛି। ମୁଁ ଆଇସିସି ନେଟ ବୋଲିଂ ଦଳର ଅଂଶ। ଆଜି ମୋ ଜୀବନର ସ୍ବତନ୍ତ୍ର ଦିନ। ଶ୍ରେୟସଙ୍କଠାରୁ ଜୋତା ପାଇବା ମୋ ପାଇଁ ବହୁତ ବଡ଼ କଥା। ଏହି ଟୁର୍ନାମେଣ୍ଟରେ ମୁଁ ଭାରତୀୟ ଦଳ ପାଇଁ ଫିଲ୍ଡିଂ କରିଛି। କିନ୍ତୁ ସେମାନଙ୍କୁ ବୋଲିଂ କରିବାକୁ ଏବେ ବି ଅପେକ୍ଷା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

ମେଟ୍ରିକ୍‌ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର

ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ସ୍ଥିତ ପି.ଏମ୍‌.ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରମାନେ ପରୀକ୍ଷା ଦେବାକୁ ଟ୍ରାକ୍ଟର ଯୋଗେ କୁଡୁତୁଲି ଉଚ୍ଚ…

ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍‌ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍‌ ଫଟୋ

ମୁମ୍ବାଇ: ବଲିଉଡର ଫିଟନେସ୍‌ କୁଇନ୍‌ ତଥା ଖ୍ୟାତନାମା ଆଇଟମ୍‌ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri