ଦୀପାବଳିରେ ପ୍ରଶଂସକମାନଙ୍କୁ ଟ୍ରିଟ୍ ଦେଲେ ଶ୍ରେୟସ ଆୟର, ଆଦା ଶର୍ମାଙ୍କ ସହିତ ମ୍ୟୁଜିକ ଭିଡିଓ ଲଞ୍ଚ

ମୁମ୍ବାଇ,୧୯।୧୦: ଭାରତୀୟ କ୍ରିକେଟ ଦଳର ଉପଅଧିନାୟକ ଶ୍ରେୟସ ଆୟାର ଦୀପାବଳିରେ ପ୍ରଶଂସକଙ୍କୁ ଖାସ ଉପହାର ଦେଇଛନ୍ତି। ସେ ଅଭିନେତ୍ରୀ ଅଦା ଶର୍ମାଙ୍କ ସହ ଏକ ନୂଆ ମ୍ୟୁଜିକ ଭିଡିଓ ‘ବୁଲଟ ଆଶିକାନା’ରେ ନଜର ଆସିଛନ୍ତି, ଯାହା ରବିବାର ଲଞ୍ଚ ହୋଇଛି। ଏକ ଲୋକପ୍ରିୟ ମୋବାଇଲ ଗେମିଂ ପ୍ଲାଟଫର୍ମର ଦୀପାବଳି ଥିମ୍‌ କ୍ୟାମ୍ପେନର ଅଂଶ ଏହି ଗୀତ।

ଶ୍ରେୟସ ଓ ଅଦାଙ୍କ ନୃତ୍ୟ ଓ ଅଭିନୟ ଦୀପାବଳିର ଉତ୍ସାହକୁ ଆହୁରି ରଙ୍ଗୀନ କରିଛି। ସୋସିଆଲ ମିଡିଆରେ ଏହି ଗୀତ ଝଡ଼ ପରି ଭାଇରାଲ ହେଉଛି। ପ୍ରଶଂସକମାନେ ଶ୍ରେୟସଙ୍କ ନୂଆ ଅଭିନୟ ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି, କାରଣ ସେ ସାଧାରଣତଃ କ୍ରିକେଟ ମୈଦାନରେ ଶାନ୍ତ ଖେଳ ପାଇଁ ଜଣାଶୁଣା। ଅଦା ଶର୍ମାଙ୍କ ଉତ୍ସାହ ଓ ଅଭିବ୍ୟକ୍ତି ଗୀତଟିକୁ ଆହୁରି ଆକର୍ଷଣୀୟ କରିଛି।

ବର୍ତ୍ତମାନ ଶ୍ରେୟସ ଅଷ୍ଟ୍ରେଲିଆ ଗସ୍ତରେ ଅଛନ୍ତି। ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଆରମ୍ଭ ହୋଇଥିବା ତିନି ମ୍ୟାଚ ବିଶିଷ୍ଟ ଓଡିଆଇ ସିରିଜରେ ସେ ଖେଳୁଛନ୍ତି। ପର୍ଥରେ ଖେଳା ଯାଇଥିବା ପ୍ରଥମ ମ୍ୟାଚରେ ସେ ୨୪ ବଲରେ ୧୧ ରନ କରି ହେଜଲଉଡ଼ଙ୍କ ବଲରେ ଆଉଟ ହୋଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…

ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ…

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି।…

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍‌

ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର…

ପେଟ୍ରୋଲ-ଡିଜେଲ ଭରିବା ହେବ ମହଙ୍ଗା! ଏବେ ଲାଗିବ ଅତିରିକ୍ତ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ: UPI ପେମେଣ୍ଟକୁ ନେଇ ବଡ଼ ପରିବର୍ତ୍ତନ ଆସିଛି। ନ୍ୟାଶନାଲ ପେମେଣ୍ଟ୍ସ କର୍ପୋରେସନ ଅଫ ଇଣ୍ଡିଆ (NPCI) ଘୋଷଣା କରିଥିବା ନୂଆ ମର୍ଚ୍ଚାଣ୍ଟ ଡିସ୍କାଉଣ୍ଟ ରେଟ (MDR)…

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ…

ହଇଚଇ ସୃଷ୍ଟି କଲା ଅଭିଜିତ ଦୀପକେଙ୍କ ନୂଆ ପୋଷ୍ଟ, କହିଲେ- ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାରେ…

ନୂଆଦିଲ୍ଲୀ,୧୬।୯: ଉତ୍ତରପ୍ରଦେଶର ୧୪,୪୨୯ଟି ପରିଷଦୀୟ ପ୍ରାଥମିକ ବିଦ୍ୟାଳୟକୁ ‘ସ୍ମାର୍ଟ ସ୍କୁଲ’ ଭାବେ ବିକଶିତ କରାଯିବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?