Posted inଖେଳ

ବାଂଲାଦେଶ ବିପକ୍ଷ ମ୍ୟାଚ ପୂର୍ବରୁ ଅଭ୍ୟାସ ଆରମ୍ଭ କଲେ ଶ୍ରେୟସ

ନୂଆଦିଲ୍ଲୀ,୧୪।୯: ଏସିଆ କପ ୨୦୨୩ର ଶେଷ ସୁପର ଫୋର୍‌ ମ୍ୟାଚ ଶୁକ୍ରବାର ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯିବ। ଏହା ପୂର୍ବରୁ ଟିମ ଇଣ୍ଡିଆର ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର ଅଛି। ରିପୋର୍ଟ ଅନୁଯାୟୀ, ଶ୍ରେୟସ ଆୟର ମଇଦାନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତିି ଏବଂ ଭାରତୀୟ ଖେଳାଳିଙ୍କ ସହ ଅଭ୍ୟାସ ମଧ୍ୟ କରୁଛନ୍ତି। ଆହତ କାରଣରୁ ଆୟର ଶେଷ ମ୍ୟାଚରେ ଖେଳିପାରିନଥିଲେ। ଆୟରଙ୍କ ଅନୁପସ୍ଥିତିରେ, ପ୍ଲେ-୧୧ରେ କେ.ଏଲ ରାହୁଲଙ୍କୁ ସ୍ଥାନ ମିଳିଥିଲା।

ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏସିଆ କପ ୨୦୨୩ର ସୁପର ଫୋର୍‌ର ତୃତୀୟ ମ୍ୟାଚ କଲମ୍ବୋରେ ଖେଳାଯାଇଥିଲା। ଏହି ମ୍ୟାଚ ପୂର୍ବରୁ ବିସିସିଆଇ ସୂଚନା ଦେଇ କହିଥିଲା ଯେ, ଶ୍ରେୟସ ଆୟର ଆହତ ହୋଇଛନ୍ତି ଏବଂ ସେ ପାକିସ୍ତାନ ବିପକ୍ଷ ମ୍ୟାଚ ଖେଳିବେ ନାହିଁ। ଏହି କାରଣରୁ ତାଙ୍କ ସ୍ଥାନରେ କେ.ଏଲ ରାହୁଲଙ୍କୁ ସୁଯୋଗ ମିଳିଥିଲା। ରାହୁଲ ପାକିସ୍ତାନ ବିପକ୍ଷରେ ଏକ ଚମତ୍କାର ଶତକ ହାସଲ କରିଥିଲେ। ମିଡିଆ ରିପୋର୍ଟ ଅନୁଯାୟୀ, ଏବେ ଆୟର ମଇଦାନକୁ ପ୍ରତ୍ୟାବର୍ତ୍ତନ କରିସାରିଛନ୍ତି ଏବଂ ମ୍ୟାଚ ପାଇଁ ଅଭ୍ୟାସ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

NEET ବିରୋଧରେ ବିଜୟ ସରକାରଙ୍କ ବଡ଼ ପଦକ୍ଷେପ, ବିରୋଧୀ DMK କଲା ସମର୍ଥନ

ନୂଆଦିଲ୍ଲୀ, ୧୧।୮: ତାମିଲନାଡୁର ବିଜୟ ସରକାର ମଙ୍ଗଳବାର ବିଧାନସଭାରେ NEET ପରୀକ୍ଷାକୁ ଉଚ୍ଛେଦ କରିବା ଏବଂ ସ୍ନାତକସ୍ତରୀୟ ମେଡିକାଲ ପାଠ୍ୟକ୍ରମରେ ନାମଲେଖା ପାଇଁ ଦ୍ୱାଦଶ ଶ୍ରେଣୀର ନମ୍ବରକୁ…

ଜାପାନରୁ ଆସୁ ନେତାଜୀଙ୍କ ଅସ୍ଥି: ସୁପ୍ରିମକୋର୍ଟର ଦ୍ବାରସ୍ଥ ହେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ଝିଅ, କେନ୍ଦ୍ରକୁ ନୋଟିସ୍!

ନୂଆଦିଲ୍ଲୀ,୧୧।୮: ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅସ୍ଥିକୁ ଜାପାନର ଟୋକିଓ ସ୍ଥିତ ରେଙ୍କୋଜି ମନ୍ଦିରରୁ ଭାରତ ଆଣିବା ଦାବିକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି…

ବିନାଶ କାଳେ ବିପରୀତ ବୁଦ୍ଧି.. କାହିଁକି ଏମିତି କହିଲେ ସୁନୀତା

ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କୁ ନିକଟରେ ମୁମ୍ବାଇ ବିମାନବନ୍ଦରରେ ଅଭିନେତ୍ରୀ କୋମଲ ରାଣୀ ସ୍ବର୍ଣ୍ଣକରଙ୍କ ସହ ଦେଖାଯାଇଥିଲା। ଆଗାମୀ ଚଳଚ୍ଚିତ୍ର ‘ରୂପା’ରେ ଗୋବିନ୍ଦାଙ୍କ ସହ-ଅଭିନେତ୍ରୀ ଭାବେ କୋମଲ…

ସ୍ବାସ୍ଥ୍ୟ ବୀମା ଯୋଜନାର ପରିବର୍ତ୍ତନକୁ ନେଇ ତେଜିଲା ବିରୋଧ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଛତ୍ରପୁର,୧୧।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟ ବୀମା ଯୋଜନାକୁ ଆୟୁଷ୍ମାନ ଭାରତ ଯୋଜନାରେ ପରିବର୍ତ୍ତନ କରିବା ପ୍ରକ୍ରିୟାକୁ ବିରୋଧ କରିଛି ଓଡ଼ିଶା ସାମ୍ବାଦିକ ସଂଘ (ଓଜେୟୁ)…

ଧର୍ମେନ୍ଦ୍ର ପ୍ରଧାନଙ୍କ ବିସ୍ଫୋରକ ବୟାନ, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ସେ….କାହାକୁ କହିଲେ ଏମିତି

ନୂଆଦିଲ୍ଲୀ, ୧୧।୮: ସଂସଦରେ ମୌସୁମୀ ଅଧିବେଶନ ଚାଲିଛି। ସଂସଦ ମାର୍ଚ୍ଚ ସମୟରେ ଛାତ୍ରୀଛାତ୍ରଙ୍କ ଉପରେ ଦିଲ୍ଲୀ ପୋଲିସର ଲାଠିଚାର୍ଜକୁ ନେଇ ବିରୋଧୀ ଦଳଗୁଡ଼ିକ କ୍ରମାଗତ ଭାବେ କେନ୍ଦ୍ର…

ବାଙ୍କୀ-ଡମପଡ଼ା ବ୍ଲକରେ ଲାଗିଲା ୧୬୩ ଧାରା

ବାଙ୍କୀ,୧୧।୮: ବାଙ୍କୀ-ଡମପଡ଼ା ବ୍ଲକ ପରିସରରେ ମଙ୍ଗଳବାର BNSS ୧୬୩ ଧାରା ଲାଗୁ କରାଯାଇଛି। ବିଧାୟକ ଏବଂ ଭାଜପା ବିଧାୟକ ପ୍ରାର୍ଥୀଙ୍କ ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତ ହେବା…

ରୋହିତ ଶର୍ମାଙ୍କ ସନ୍ନ୍ୟାସ ନେବା ପକ୍କା? ଏହି ଖୁସି ଖବର ଲକ୍ଷ ଲକ୍ଷ ପ୍ରଶଂସକଙ୍କ ମନ ଭାଙ୍ଗିଦେବ!

ନୂଆଦିଲ୍ଲୀ, ୧୧।୮: ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ତୃତୀୟ ଦିନିକିଆ ମ୍ୟାଚରେ ଏହି ଭାରତୀୟ ଖେଳାଳି ଏକ ଚମତ୍କାର ଶତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri