Posted inଖେଳ

ଆୟାରଙ୍କୁ ୧୨ ଲକ୍ଷ ଜରିମାନା

ଆବୁଧାବି, ୧।୧୦(ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ମଙ୍ଗଳବାର ସନ୍‌ରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ସ୍ଲୋ ଓଭରରେଟ୍‌ ବୋଲିଂ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ଶ୍ରେୟାସ ଆୟାରଙ୍କୁ ୧୨ ଲକ୍ଷ ଟଙ୍କାର ଜରିମାନା କରାଯାଇଛି। ଚଳିତ ସିଜନରେ ଆୟାର ପ୍ରଥମଥରପାଇଁ ଆଚରଣ ବିଧି ଉଲଂଘନ କରିଛନ୍ତି ବୋଲି ଆଇପିଏଲ ପକ୍ଷରୁ ଏକ ରିଲିଜ୍‌ରେ ପ୍ରକାଶ କରାଯାଇଛି। ଗତ ସପ୍ତାହରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଅଧିନାୟକ ବିରାଟ କୋହଲିଙ୍କୁ ମଧ୍ୟ ସମାନ କାରଣରୁ ୧୨ ଲକ୍ଷ ଟଙ୍କାର ଜରିମାନା କରାଯାଇଥିଲା। ସନ୍‌ରାଇଜର୍ସ ନିକଟରୁ ପରାଜୟ ପାଇଁ ଆୟାର ଦୁଃଖିତ ଥିବାବେଳେ ମୋଟା ଅଙ୍କର ଜରିମାନା ବୋଝ ଉପରେ ନଳିତା ବିଡ଼ା ସଦୃଶ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମୁମ୍ବାଇ-ଗୋଆ ମ୍ୟାଚ ଡ୍ର

ବାମ୍ବୋଲିମ୍‌, ୯ା୨: ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ) ଫୁଟବଲ ଟୁର୍ନାମେଣ୍ଟରେ ସୋମବାର ମୁମ୍ବାଇ ସିଟି ଏଫ୍‌ସି ଓ ଏଫ୍‌ସି ଗୋଆ ମଧ୍ୟରେ ଅନୁଷ୍ଠିତ ମ୍ୟାଚ...

ରୋମାଞ୍ଚକର ସ୍ଥିତିରେ ଢାକା ଟେଷ୍ଟ: ୫୦ ନପୂରୁଣୁ ୪ ଉଇକେଟ ହରାଇଲା ଭାରତ

ଢାକା,୨୪।୧୨: ରେମାଞ୍ଚକର ସ୍ଥିତିରେ ପହଞ୍ଚିଛି ଢାକା ଟେଷ୍ଟ। ବାଲାଂଦେଶ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଭାରତକୁ ବିଜୟ ଲାଗି ୧୪୫ ରନ୍‌ର ଟାର୍ଗେଟ ମିଳିଛି। ତେବେ ଶନିବାର...

ଉଡିଲା ଭାରତ ବିରୋଧୀ ବ୍ୟାନର

ଲିଡ୍ସ,୬।୭(ପିଟି)- ଚଳିତ ବିଶ୍ୱକପ୍‌ରେ ଆଉ ଏକ ରାଜନୈତିକ ବ୍ୟାନର ଦେଖିବାକୁ ମିଳିଛି। ସ୍ଥାନୀୟ ହେଡିଂଲେ ଷ୍ଟାଡିୟମ୍‌ରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍‌ବେଳେ ଏକ...

୨୦୨୭ ଫିଫା ମହିଳା ବିଶ୍ୱକପ୍‌: ଏଆଇଏଫ୍‌ଏଫ୍‌ ଯୋଜନାକୁ କ୍ରୀଡ଼ା ମନ୍ତ୍ରଣାଳୟ, ସାଇର ସମର୍ଥନ

ନୂଆଦିଲ୍ଲୀ,୨୫।୫ (ପି.ଟି.): ୨୦୨୭ ଫିଫା ମହିଳା ବିଶ୍ୱକପ୍‌କୁ ଭାରତୀୟ ଦଳ ପଠାଇବା ପାଇଁ ଅଲ୍‌ ଇଣ୍ଡିଆ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌) ବିଧିବଦ୍ଧ ଭାବେ ଏକ ଯୋଜନା...

ପୂର୍ବ କ୍ରିକେଟରଙ୍କ ବିବାଦୀୟ ବୟାନ: ଆମ ପାଖରେ ପରମାଣୁ ବୋମା ଅଛି ଭାରତକୁ ଧ୍ୱଂସ କରିଦେବୁ

ଶ୍ରୀନଗର, ୨୦।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଠିବା ପରେ ପାକିସ୍ତାନ ବିଚଳିତ ହୋଇପଡିଛି। ପାକିସ୍ତାନ ନେତାଙ୍କଠାରୁ ଆରମ୍ଭ କରି କ୍ରିକେଟରମାନେ ମଧ୍ୟ ଏହାକୁ ନେଇ ବିବାଦୀୟ...

ଇଦ ଅବସରରେ ଶୁଭକାମନା ଜଣାଇଲା କ୍ରୀଡ଼ା ଜଗତ

ନୂଆଦିଲ୍ଲୀ,୧୨।୮- ପୂରା ଦେଶରେ ସୋମବାର ପବିତ୍ର ଇଦ୍‌-ଉଜ-ଜୁହା ପାଳନ କରାଯାଇଛି। ଏହି ଅବସରରେ କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକରଙ୍କଠାରୁ ଆରମ୍ଭ କରି କ୍ରିକେଟରୁ ରାଜନେତା ପାଲଟିଥିବା...

ଆଇପିଏଲ୍‌ରୁ ବାଦ୍‌ ପଡ଼ିଲେ ସୂର୍ଯ୍ୟକୁମାର

ମୁମ୍ବାଇ,୯।୫: ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟର ସୂର୍ଯ୍ୟକୁମାର ଯାଦବ ଆହତ ସମସ୍ୟା ଯୋଗୁ ଚଳିତ ଆଇପିଏଲ୍‌ରୁ ବାଦ୍‌ ପଡ଼ିଛନ୍ତି। ଗତ ୬ ତାରିଖରେ ଗୁଜରାଟ ଟାଇଟାନ୍ସ ବିପକ୍ଷ...

ଟେଷ୍ଟ ପଦାର୍ପଣରେ ଦ୍ୱିଶତକ ହାସଲ କରିଥିଲେ ଏହି ୫ ବ୍ୟାଟ୍ସମ୍ୟାନ

ଅନ୍ତର୍ଜାତୀୟ ପଦାର୍ପଣ ମ୍ୟାଚ୍‌କୁ ସ୍ମରଣୀୟ କରିବା ସବୁ ଖେଳାଳିଙ୍କ ସ୍ବପ୍ନ ରହିଥାଏ। ଯଦି କୌଣସି କ୍ରିକେଟର୍‌ ପଦାର୍ପଣ ମ୍ୟାଚ୍‌ରେ ଶତକ ହାସଲ କରନ୍ତି ତେବେ ଏହା...

Advertisement
Archives

Model This Week