Posted inଖେଳ

ସ୍ବାସ୍ଥ୍ୟାବସ୍ଥାକୁ ନେଇ ମୁହିଁ ଖୋଲିଲେ ଶ୍ରେୟସ: କହିଲେ…

ସିଡ୍‌ନୀ,୩୦ା୧୦: ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଗୁରୁତର ଆହତ ହେବା ପରେ ଭାରତୀୟ ଦଳର ଷ୍ଟାର ବ୍ୟାଟର ଶ୍ରେୟସ ଆୟର ପ୍ରଥମ ଥର ପାଇଁ ଗୁରୁବାର ମୁହଁ ଖୋଲିଛନ୍ତି। ଏକ କ୍ୟାଚ୍‌ ନେବାକୁ ଉଦ୍ୟମ କଲା ବେଳେ ୩୦ ବର୍ଷୀୟ ବ୍ୟାଟରଙ୍କ ବାମ ପଞ୍ଜରା ତଳ ଭାଗରେ ଗଭୀର ଆଘାତ ଲାଗିଥିଲା।

ଏଥିଯୋଗୁ ୨ ଦିନ ଧରି ଆଇସିୟୁରେ ରଖାଯିବା ସହ ତାଙ୍କର ଅସ୍ତ୍ରୋପଚାର କରାଯାଇଥିଲା। ‘ମୁଁ ବର୍ତ୍ତମାନ ରିକଭରୀ ପ୍ରକ୍ରିୟାରେ ଅଛି ଏବଂ ପ୍ରତ୍ୟେକ ଦିନ ସ୍ବାସ୍ଥ୍ୟରେ ସୁଧାର ଆସୁଛି’ ବୋଲି ଶ୍ରେୟସ ତାଙ୍କର ଏକ୍ସ’ ଓ ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କପିଳଧାର ଜଳପ୍ରପାତ ନିକଟରୁ ମହିଳାଙ୍କ ମୃତଦେହ ଜବତ

ପାଇକମାଳ,୧୩ା୫(ବଡ଼ ଶତପଥୀ): ପାଇକମାଳ ନୃସିଂହନାଥ ମନ୍ଦିରରୁ ପାଞ୍ଚକିମି ଦୂର କପିଳଧାର ଜଳପ୍ରପାତ ନିକଟରୁ ଜଣେ ଅଜଣା ମହିଳାଙ୍କ ମୃତଦେହ ବୁଧବାର ସ୍ଥାନୀୟ ପୋଲିସ ଜବତ କରିଛି ।…

କିଏ ହେବେ କେରଳ ମୁଖ୍ୟମନ୍ତ୍ରୀ? ଗୁରୁବାର ଘୋଷଣା କରିବ କଂଗ୍ରେସ

ଥିରୁଭାନନ୍ତପୁର,୧୩ା୫:  ୧୦ ଦିନର ମାନସ ମନ୍ଥନ ପରେ କଂଗ୍ରେସ ଦଳ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ ଚୂଡ଼ାନ୍ତ କରିଛି । ଯାହା ଗୁରୁବାର ଘୋଷଣା ହେବାକୁ ଯାଉଛି।…

ଅମୂଲ ପରେ ବଢ଼ିଲା ଏହି କ୍ଷୀରର ଦର, ରାତି ପାହିଲେ ଲାଗୁ ହେବ ନୂଆ ଦାମ୍

ନୂଆଦିଲ୍ଲୀ,୧୩ା୫: ଅମୂଲ ପରେ ଏବେ ଆଉ ଏକ କ୍ଷୀର ଦର ବୃଦ୍ଧି ପାଇଛି । ମଦର ଡାଏରୀ କ୍ଷୀରର ମୂଲ୍ୟ ବୃଦ୍ଧି କରିଛି । କମ୍ପାନୀ ବିଭିନ୍ନ…

କୋରାପୁଟରୁ କେସିଙ୍ଗା ଦେଇ ଚାଲିବ ନୂତନ ଟ୍ରେନ, ରେଳ ମନ୍ତ୍ରୀ ଓ ଏମପିଙ୍କୁ ଧନ୍ୟବାଦ ଜଣାଇଲେ ଅଞ୍ଚଳବାସୀ

କେସିଙ୍ଗା,୧୩ା୫:(ତୁମେଶ୍ୱର ସାହୁ): କେସିଙ୍ଗାରୁ ସିଧା ଭୁବନେଶ୍ୱରକୁ ଟ୍ରେନ ନଥିବାରୁ ବହୁବାର କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଙ୍ଘ କେସିଙ୍ଗା ଓ ଜେଡ ଏସ ଏସର ସଦସ୍ୟ ଡ଼ାହେମସାଗର…

ସାନଖେମୁଣ୍ଡିରେ ଭାଜପା ପକ୍ଷରୁ ଜନ ଆକ୍ରୋଶ ପଦଯାତ୍ରା

ଦିଗପହଣ୍ଡି,୧୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଭାଜପା ମଣ୍ଡଳ କମିଟି ପକ୍ଷରୁ ବୁଧବାର ଜନ ଆକ୍ରୋଶ ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।…

କ୍ଷୁଦ୍ର ପୋଲର ଉଦଘାଟନ; ନାମ ଫଳକରେ ସରପଞ୍ଚ-ସମିତି ସଭ୍ୟାଙ୍କ ନାମରେ ତ୍ରୁଟି, ଗ୍ରାମର ନାମ ଭୁଲକୁ ନେଇ ଅସନ୍ତୋଷ

ପଟ୍ଟାଙ୍ଗି,୧୩ା୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ପେଟୁରୁ ପଞ୍ଚାୟତର ରାଇପାଡୁ ଗ୍ରାମରେ ନୂତନ କରି ଏକ କ୍ଷୁଦ୍ର ପୋଲ ନିର୍ମାଣ ହୋଇଛି ।…

କ୍ୟାମ୍ପ ନିକଟରୁ IRB ହାବିଲଦାରଙ୍କ ମୃତଦେହ ଉଦ୍ଧାର, ଋଣଭାର-ପାରିବାରିକ ଚିନ୍ତାରେ…

ଭଞ୍ଜନଗର,୧୩ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ତନରଡ଼ା ଆଇଆରବି ୮ମ ସ୍ଵତନ୍ତ୍ର ବାଟାଲିୟନ ହାବିଲଦାରଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ଦେବାଶିଷ ବେହେରା…

ପଞ୍ଚାୟତ ନିର୍ବାଚନ ପାଇଁ ପାଗଭିଡ଼ା, ଭାଜପାରେ ସାମିଲ ହେଲେ ବହୁ….

ଗଞ୍ଜାମ,୧୩ା୫ (ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନ ମଣ୍ଡଳୀର ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତ ଅନ୍ତର୍ଗତ ବଳରାମଚନ୍ଦ୍ର ପୁର ଗ୍ରାମର ନୀଳକଣ୍ଠେଶ୍ଵର ମନ୍ଦିର ପ୍ରାଙ୍ଗଣରେ ଭାଜପାର ମିଶ୍ରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri