Posted inଖେଳ

ପୁଣି ଚମକିଲେ ଶ୍ରେୟାସ

କାନପୁର,୨୮।୧୧:କାନପୁରର ଗ୍ରୀନ ପାର୍କ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଡେବ୍ୟୁ କରୁଥିବା ଶ୍ରେୟସ ଆୟାର ଚମତ୍କାର ପ୍ରଦର୍ଶନ କରିଛନ୍ତି। ସେ କ୍ୟାରିୟର୍‌ର ପ୍ରଥମ ଟେଷ୍ଟର ପ୍ରଥମ ପାଳିରେ ଶତକ ହାସଲ କରିଥିବାବେଳେ ଦ୍ୱିତୀୟ ଇନିଂସରେ ମଧ୍ୟ ଅର୍ଦ୍ଧଶତକ ହାସଲ କରିଛନ୍ତି। ସେ ୧୦୯ ବଲରେ ନିଜର ଅର୍ଦ୍ଧଶତକ ପୂରଣ କରିଛନ୍ତି। ଭାରତ ଏପର୍ଯ୍ୟନ୍ତ ୨୨୦ ରନ୍‌ରେ ଆଗୁଆ ରହିଛି।
ଭାରତ ଟସ ଜିତି କାନପୁରର ଗ୍ରୀନପାର୍କରେ ପ୍ରଥମ ଟେଷ୍ଟ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା।ଭାରତ ପ୍ରଥମ ଇନିଂସେୀ ୩୪୫ ରନ୍‌ କରିଥିବାବେଳେ ନ୍ୟୁଜିଲାଣ୍ଡ ୨୯୬ ରନ୍‌ କରିଥିଲା। ଟିମ ଇଣ୍ଡିଆର ମୁଖ୍ୟ କୋଚ ଭାବରେ ରାହୁଲ ଦ୍ରାବିଡଙ୍କ ଏହା ହେଉଛି ପ୍ରଥମ ଟେଷ୍ଟ ସିରିଜ। ତାଙ୍କ ଆଖି ମଧ୍ୟ ଟି୨୦ ପରି ଟେଷ୍ଟ ସିରିଜ୍‌ ଉପରେ ରହିବ। ଗ୍ରୀନ ପାର୍କ ଷ୍ଟାଡିୟମ ଗ୍ରାଉଣ୍ଡରେ ଭାରତୀୟ ଦଳର ରେକର୍ଡ ଭଲ ରହିଛି। ନ୍ୟୁଜିଲାଣ୍ଡ ଏଠାରେ ଭାରତକୁ ପରାସ୍ତ କରିବାରେ ସକ୍ଷମ ହୋଇ ନାହିଁ। ଗ୍ରୀନ ପାର୍କରେ ଶେଷ ୬ ଟି ଟେଷ୍ଟ ମ୍ୟାଚ ମଧ୍ୟରୁ ଟିମ ଇଣ୍ଡିଆ ଜିତିଛି। ୧୯୮୩ରେ ୱେଷ୍ଟଇଣ୍ଡିଜ ଦ୍ୱାରା ଭାରତ ଶେଷ ଥର ପାଇଁ ପରାସ୍ତ ହୋଇଥିଲା। ୩୮ ବର୍ଷ ଧରି ଭାରତୀୟ ଦଳ ଏହି ଗ୍ରାଉଣ୍ଡରେ ଅପରାଜୟେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଦ୍ୱିତୀୟ ସ୍ଥାନ ହରାଇଲେ କୋହଲି

ଦୁବାଇ, ୧୩।୧(ପି.ଟି.)- ମଙ୍ଗଳବାର ପ୍ରକାଶିତ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ର ବ୍ୟାଟ୍ସମ୍ୟାନ ତାଲିକାରେ ଦ୍ୱିତୀୟ ସ୍ଥାନ ହରାଇଛନ୍ତି ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲି। ଅଷ୍ଟ୍ରେଲିଆର ଷ୍ଟିଭ୍‌...

ଖୁସି ଖବର: ପିତା ହେଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଦକ୍ଷିଣ ଆଫ୍ରିକାର ପ୍ରସିଦ୍ଧ କ୍ରିକେଟର୍‌ ଏବି ଡିଭିଲିୟର୍ସ ତୃତୀୟଥର ପାଇଁ ପିତା ହେବାର ସୌଭାଗ୍ୟ ଲାଭ କରିଛନ୍ତି। ତାଙ୍କ ସ୍ତ୍ରୀ ଡେନିୟଲ୍‌ ଡିଭିଲିୟର୍ସ ଏକ କନ୍ୟା...

୧୧ ବଲ୍‌ରେ ୫ ଉଇକେଟ୍‌ ନେଇ ଦେଶକୁ ବିଶ୍ୱ ଚାମ୍ପିଅନ୍‌ କରାଇଥିଲେ ଏହି କ୍ରିକେଟର୍‌

କ୍ରିକେଟରେ ୧୯୬୦ ଏବଂ ୭୦ ଦଶକ ୱେଷ୍ଟଇଣ୍ଡିଜ ନାମରେ ନାମିତ ହୋଇଥିଲା। ଦ୍ରୁତ ବୋଲର ଏବଂ ଦୃଢ ବ୍ୟାଟ୍ସମ୍ୟାନ୍‌ଙ୍କ ଉପସ୍ଥିତିରେ ୱେଷ୍ଟଇଣ୍ଡିଜ ସେହି ସମୟରେ କ୍ରିକେଟ୍‌...

ଦ୍ରୁତଗତିରେ ଗାଡି ଚଳାଇ ସିମେନ୍ୟା ଗିରଫ

କେପ୍‌ ଟାଉନ,୧୩।୫(ଏପି): ଅଲିମ୍ପିକ ଚାମ୍ପିୟନ କାଷ୍ଟର ସିମେନ୍ୟା ଦ୍ରୁତ ଗତିରେ ଗାଡି ଚଳାଇ ଦକ୍ଷିଣ ଆଫିକାରେ ଗିରଫ ହୋଇଛନ୍ତି। ଗିରଫ ହେବା ପରେ ତାଙ୍କୁ ବେଲ୍‌...

ଦୁର୍ଦ୍ଦିନରେ ସଚିନ, କୋହଲିଙ୍କ ବ୍ୟାଟ୍‌ ପ୍ରସ୍ତୁତକାରୀ

ନୂଆଦିଲ୍ଲୀ,୨୧।୮: କେତେକ ଭାରତୀୟ ତାରକା କ୍ରିକେଟରଙ୍କ ପାଇଁ ବ୍ୟାଟ ତିଆରି କରିଥିବା ବ୍ୟକ୍ତି ଏବେ ଦୁର୍ଦ୍ଦିନରେ ଗତି କରୁଛନ୍ତି। ସେ ହେଉଛନ୍ତି ଆଶ୍ରଫ୍‌ ଚୌଧୁରୀ। କ୍ରିକେଟ...

ଆଇପିଏଲ୍‌ ଖେଳିବେନି, ତଥାପି ପାଇବେ ପୁରା ପାଉଣା

ନୂଆଦିଲ୍ଲୀ,୧।୪: ଆହତ ସମସ୍ୟା ଯୋଗୁ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)-୨୦୨୧ରୁ ବାହାର ହୋଇଛନ୍ତି କ୍ରିକେଟର ଶ୍ରେୟାସ ଆୟାର। ସିଜନରେ ସେ ନ ଖେଳିଲେ ମଧ୍ୟ ପୁରା ପାଉଣା...

ଫର୍ମକୁ ଫେରି ସମସ୍ତଙ୍କ ମୁହଁ ବନ୍ଦ କଲେ ଏହି ଭାରତୀୟ କ୍ରିକେଟର: ଦୀର୍ଘ ବର୍ଷେ ପରେ…

ପୁଣେ,୨୬।୩: ଭାରତ-ଇଂଲଣ୍ଡ ମଧ୍ୟରେ ପୁଣେର ଏମ୍‌ସିଏ ଷ୍ଟାଡିୟମରେ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍‌ ଶନିବାର ଖେଳାଯାଉଛି। ଏଥିରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ସମାଲୋଚନା ଉପରେ ପୂର୍ଣ୍ଣଚ୍ଛେଦ...

ନମ୍ବର-୧ ହେଲା ଭାରତ

ଦୁବାଇ,୪।୫: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ବୁଧବାର ଟି-୨୦ ଅନ୍ତର୍ଜାତୀୟ ଦଳର ବାର୍ଷିକ ମାନ୍ୟତା ପ୍ରକାଶ କରିଛି। ଆଇସିସି ଦ୍ୱାରା ପ୍ରକାଶିତ ସର୍ବଶେଷ ର଼୍ୟାଙ୍କିଙ୍ଗରେ ଭାରତୀୟ ଦଳ...

Advertisement
Archives

Model This Week