ପୁରୀରେ ଉଦ୍‌ଘାଟିତ ହେଲା ଶ୍ରୀ ଜଗନ୍ନାଥ ମେଡିକାଲ କଲେଜ,ହସ୍ପିଟାଲ

ପୁରୀ ଅଫିସ,୧୧।୪: ପୁରୀରେ ଶ୍ରୀ ଜଗନ୍ନାଥ ମେଡିକାଲ କଲେଜ ଏବଂ ହସ୍ପିଟାଲ ସୋମବାର ଉଦ୍‌ଘାଟିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମେଡିକାଲ କଲେଜକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଭର୍ଚୁଆଲରେ କେନ୍ଦ୍ର ସାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭିୟ ଉପସ୍ଥିତ ଥିଲେ। ଲୋକାର୍ପଣ କାର୍ଯ୍ୟକ୍ରମ ପରେ ନୂତନ ଭାବେ ନାମ ଲେଖାଇଥିବା ଛାତ୍ରୀଛାତ୍ରଙ୍କ ସହ କଥା ହେଲେ ମାଣ୍ଡଭିୟ। ଓଡ଼ିଶାରେ ଆୟୁଷ୍ମାନ ଭାରତ ଲାଗୁ କରି ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ ପାଇଁ ମାଣ୍ଡଭିୟ ମୁଖ୍ୟମନ୍ତ୍ରୀଙ୍କୁ କହିଛନ୍ତି।

ଶ୍ରୀଜଗନ୍ନାଥ ମେଡିକାଲ କଲେଜରେ ରବିବାର ନାମ ଲେଖା ଶେଷ ହୋଇଥିବା ବେଳେ ପ୍ରଥମ ବ୍ୟାଚରେ ୭୦ ଜଣ ଛାତ୍ର ଓ ୩୦ ଜଣ ଛାତ୍ରୀ ରହିଛନ୍ତି। ସେହିପରି ମେଡିକାଲ କଲେଜର କ୍ୟାମ୍ପସ ପାଖରେ ମେଡିକାଲର ନିଜସ୍ବ ଡାକ୍ତରଖାନା ନିର୍ମାଣ ଚାଲିଥିବା ବେଳେ ଖୁବଶିଘ୍ର ଏହି କାର୍ଯ୍ୟ ଶେଷ ହେବ ବୋଲି ପୁରୀ ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

ଦୃଷ୍ଟି ଦେଉନି ଜାତୀୟ ରାଜପଥ ବିଭାଗ: ଖାଲଖମାରେ ଫସିରହୁଛି ଗାଡି, ଯାତାୟାତ ବାଧାପ୍ରାପ୍ତ

ପଟ୍ଟାଙ୍ଗି,୯।୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଠାରୁ ଅଳ୍ପ କିଛି ଦୂରରେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ନୂତନ କରି ନିର୍ମାଣ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri