ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ନିର୍ମାଣ ପାଇଁ ନ ଥିଲା ଅନୁମତି

କଟକ ଅଫିସ, ୯।୫: ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ସୋମବାର ହାଇକୋର୍ଟରେ ଶୁଣାଣି ଶେଷ ହୋଇଛି। ଏ ନେଇ ଏଏସ୍‌ଆଇ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ ହୋଇଛି। ଏଏସ୍‌ଆଇ ପକ୍ଷରୁ ପ୍ରକଳ୍ପ ନିର୍ମାଣ ପାଇଁ କୌଣସି ଅନୁମତି ଦିଆଯାଇ ନ ଥିବା କୋର୍ଟକୁ ଅବଗତ କରାଯାଇଛି। ଏ ନେଇ ହାଇକୋର୍ଟ ଅଧିକ ବିସ୍ତୃତ ରିପୋର୍ଟ ମାଗିଛନ୍ତି। ଏହା ସହ ପ୍ରକଳ୍ପ ଯୋଗୁ ମନ୍ଦିରର କିଛି କ୍ଷତି ହୋଇଛି କି ନାହିଁ ଜଣାଇବାକୁ ହାଇକୋର୍ଟ ଏଏସ୍‌ଆଇଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମ୍ପର୍କରେ ଅଧିକରୁ ଅଧିକ ତଥ୍ୟ ଜଣାଇବାକୁ ହାଇକୋର୍ଟ ଆଦେଶ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଜୁନ୍‌ ୨୦କୁ ଦିନ ଧାର୍ଯ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri