Posted inରାଜ୍ୟ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା: ରାୟ ସଂରକ୍ଷିତ ରଖିଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର/ନୂଆଦିଲ୍ଲୀ,୨।୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଗୁରୁବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ମାନ୍ୟବର ସୁପ୍ରିମକୋର୍ଟ ଏହି ମାମଲାରେ ରାୟକୁ ସଂରକ୍ଷିତ ରଖିଛନ୍ତି । ଉଭୟ ପକ୍ଷର ଯୁକ୍ତିକୁ ଶୁଣିବା ପରେ କୋର୍ଟ ଶୁକ୍ରବାର ଯାଏ ରାୟକୁ ସଂରକ୍ଷିତ ରଖିଛନ୍ତି । ତେବେ ମାମଲାକୁ ନେଇ ରାଜନୀତି ବଢ଼ୁଥିବାରୁ ସୁପ୍ରିମକୋର୍ଟ ଏନେଇ କ’ଣ ରାୟ ଦେଉଛନ୍ତି ତାହା ଉପରେ ନଜର ରହିଛି ।

ବିଚାରପତି ବି ଆର୍‌ ଗଭାଇ ଓ ବିଚାରପତି ହିମା କୋହଲୀଙ୍କ ଖଣ୍ଡପୀଠରେ ଶୁଣାଣି ତାଲିକା ସଂଖ୍ୟା ୨୦ରେ ଶ୍ରୀମନ୍ଦିର ମାମଲା ସ୍ଥାନ ପାଇଥିଲା । ସର୍ବୋଚ୍ଚ ନ୍ୟାୟାଳୟଙ୍କ ଅତିରିକ୍ତ ଶୁଣାଣି ତାଲିକା ଅନୁଯାୟୀ ଅର୍ଦ୍ଧେନ୍ଦୁ କୁମାର ଦାସ ଓ ସୁମନ୍ତ କୁମାର ଘଡେଇଙ୍କ ଦ୍ୱାରା ଆଗତ ମାମଲା ଦ୍ୱୟର ଶୁଣାଣି ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢିବ କି ପେଟ୍ରୋଲ-LPG ରେଟ୍‌? ଆଜି ବଡ଼ ନିଷ୍ପତ୍ତି ନେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୧୩।୫: ଆଜି ବଡ଼ ନିଷ୍ପତ୍ତି ନେଇପାରନ୍ତି ମୋହନ ସରକାର । ପ୍ରଧାନମନ୍ତ୍ରୀଙ୍କ ଅପିଲ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା…

ପୁଣି ଅସୁସ୍ଥ ସୋନିଆ ଗାନ୍ଧୀ: ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୩।୫: ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୋନିଆ ଗାନ୍ଧୀଙ୍କ ସହିତ ତାଙ୍କ ପୁଅ…

ଓଡ଼ଗାଁ ହତ୍ୟା: ସିନ୍‌ ରିକ୍ରିଏଶନରେ ପୂରା ଘଟଣା ଦେଖାଇଲେ ଅଭିଯୁକ୍ତ, ଭିଡିଓ ଦେଖିଲେ…

ନୟାଗଡ଼,୧୩ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନାଠାରୁ ପ୍ରାୟ ୨କିମି ଦୂର କଦଳୀବନ୍ଧଠାରେ ଗତ ରବିବାର ରାତିରେ ଘଟିଥିବା ଓଡ଼ଗାଁ ଖେଳପଡ଼ିଆ ସାହିର ଅଜିତ କୁମାର…

ଖାଲି ବସ୍ତା ଯୋଗାଣରେ ବ୍ୟାପକ ଦୁର୍ନୀତି: ଅଭିଯୋଗ ଆଣିଲା ରାଜ୍ୟ ମିଲ ମାଲିକ ସଂଘ

କେସିଙ୍ଗା,୧୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ରେ ଥିବା ରାଇସ ମିଲ ଗୁଡିକୁ ରାଜ୍ୟ ଯୋଗାଣ ବିଭାଗ ପକ୍ଷରୁ ଯୋଗାଉଥିବା ନୂଆ ଖାଲି ବସ୍ତା ନିମ୍ନମାନର ବୋଲି…

ବିଜୟଙ୍କ ବଡ଼ ବିଜୟ, ବିଧାନସଭାରେ ପାଇଲେ ୧୪୪ ବିଧାୟକଙ୍କ ସମର୍ଥନ

ଚେନ୍ନାଇ,୧୩।୫: ବିଜୟ ଥାଲାପଥୀ ତାମିଲନାଡୁ ବିଧାନସଭାରେ ଅଗ୍ନି ପରୀକ୍ଷା ଫ୍ଲୋର ଟେଷ୍ଟ ସଫଳତାର ସହ ପାସ କରିଛନ୍ତି। ବିଜୟ ସରକାର ଫ୍ଲୋର ଟେଷ୍ଟରେ 144 ବିଧାୟକଙ୍କ ସମର୍ଥନ…

ଭିଣୋଇଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଗିରଫ ହେଲେ ଶଳା

ମହାକାଳପଡ଼ା, ୧୩ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ଖରିନାସି ଗ୍ରାମର ମନୋରଞ୍ଜନ ଗିରିଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରିବା…

ସୁନା ଉପରେ ଆମଦାନୀ ଶୁଳ୍କ ବଢାଇଲେ ସରକାର, ଏବେ କ’ଣ ପେଟ୍ରୋଲ-ଡିଜେଲର ବି ବଢିବ ଦାମ୍‌? ଜାଣନ୍ତୁ ତାଜା ଅପଡେଟ

ନୂଆଦିଲ୍ଲୀ,୧୩।୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ ଏବଂ ବ୍ୟାପକ କଟକଣା ଅଭିଯାନର ଅଂଶ ସୱରୂପ ଆଗାମୀ ବର୍ଷ ପାଇଁ ଅଣ-ଅତ୍ୟାବଶ୍ୟକୀୟ ସୁନା କ୍ରୟ କରିବାରୁ ନିବୃତ୍ତ…

ଲୋକଙ୍କୁ ଅପିଲ୍‌ ପରେ ନିଜେ ବଡ଼ ନିଷ୍ପତ୍ତି ନେଲେ ପ୍ରଧାନମନ୍ତ୍ରୀ ମୋଦି: ହ୍ରାସ କଲେ…

ନୂଆଦିଲ୍ଲୀ,୧୩।୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଦକ୍ଷେପ ଅନୁଯାୟୀ, ତାଙ୍କ ସରକାରୀ କାରଗେଡ ଗାଡ଼ି ସଂଖ୍ୟା ଯଥେଷ୍ଟ ହ୍ରାସ ପାଇଛି। ପଶ୍ଚିମ ଏସିଆର ସଙ୍କଟକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ମୋଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri