ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ: ଆଜି ଆସିବ ରାୟ

ଭୁବନେଶ୍ୱର/ନୂଆଦିଲ୍ଲୀ,୩।୬: ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗରେ ଶୁକ୍ରବାର ସର୍ବୋଚ୍ଚ ନ୍ୟାୟାଳୟଙ୍କ ରାୟ ଆସିବ। ଗୁରୁବାର ଏହି ମାମଲାର ଶୁଣାଣି କରି ରାୟ ସଂରକ୍ଷିତ ରଖିଛନ୍ତି ସୁପ୍ରିମକୋର୍ଟ। ଉଭୟ ପକ୍ଷର ଯୁକ୍ତିକୁ ଶୁଣିବା ପରେ କୋର୍ଟ ଶୁକ୍ରବାର ଯାଏ ସଂରକ୍ଷିତ ରଖିଛନ୍ତି। ତେବେ ଆଜି ଏହାର ରାୟ ଆସିବ। ମାମଲାକୁ ନେଇ ରାଜନୀତି ବଢୁଥିବା ବେଳେ ସୁପ୍ରିମକୋର୍ଟ ଏନେଇ କ’ ଣ ରାୟ ଦେବେ ସେନେଇ ସମସ୍ତଙ୍କ ନଜର ରହିଛି। ଏପଟେ ରାୟ ଆସିବା ପରେ ସବୁ କିଛି ସ୍ପଷ୍ଟ ହୋଇଯିବ ବୋଲି କହିଛନ୍ତି ପୁରୀ ସାଂସଦ ପିନାକୀ ମିଶ୍ର ।
ବିଚାରପତି ବି. ଆର୍‌. ଗଭାଇ ଓ ବିଚାରପତି ହିମା କୋହଲିଙ୍କୁ ନେଇ ଗଠିତ ଖଣ୍ଡପୀଠଙ୍କ ନିକଟରେ ମାମଲାର ଶୁଣାଣି ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri