ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କଲେ ନବୀନ ଓଡ଼ିଶା, ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ

ଭୁବନେଶ୍ବର,୪।୧୧: ନବୀନ ଓଡ଼ିଶା ଏବଂ ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଶନିବାର ଭୋରରେ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ପରିକ୍ରମା ପ୍ରକଳ୍ପ କାମ ତ୍ୱରାନିତ କରି ୨୦୨୩ ଡିସେମ୍ବର ୧୫ ସୁଦ୍ଧା କାମ ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏପରିକି ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠର ପୁନରୁଦ୍ଧାର କାମ କରିବା ପାଇଁ ପାଣ୍ଡିଆନ ପରାମର୍ଶ ଦେଇଛନ୍ତି।

ପରିକ୍ରମା ପ୍ରକଳ୍ପ କାମରେ ଜଗନ୍ନାଥ ସଂସ୍କୃତି ସହ ଜଡିତ ବିଭିନ୍ନ ଦେଶୀୟ ବୃକ୍ଷ ଏବଂ ଗୁଳ୍ମ ଲଗାଇବାକୁ ପାଣ୍ଡିଆନ ଅଧିକାରୀଙ୍କୁ କହିଛନ୍ତି। ଏତଦବ୍ୟତୀତ ମେଘନାଦ ପାଚେରି ନିକଟରେ ମନ୍ଦିରର କ୍ଷୁଦ୍ର ପ୍ରତିକୃତି ନିର୍ମାଣ କରିବା ପାଇଁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି।

ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଯାତ୍ରୀମାନେ ଯେପରି ମନ୍ଦିରରେ ପହଞ୍ଚି ପାରିବେ ସେଥିପାଇଁ ମନ୍ଦିର ସଂଯୁକ୍ତ ରାସ୍ତାକୁ ଅବରୋଧ ମୁକ୍ତ ରଖିବାକୁ ପାଣ୍ଡିଆନ ନିର୍ଦ୍ଦେଶ ଦେଇଛନ୍ତି।

ଏପରିକି ସ୍ଥାନୀୟ ଲୋକଙ୍କ ସହ ସେବାୟତଙ୍କ ସୁବିଧା ପାଇଁ ପାର୍କିଂ ବ୍ୟବସ୍ଥା କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ଏତଦବ୍ୟତୀତ ପରିକ୍ରମା ପ୍ରକଳ୍ପର ବିଦ୍ୟୁତ୍‌ ବ୍ୟବସ୍ଥା କାମ ନର୍ଦ୍ଧାରିତ ସମୟରେ ଶେଷ କରିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ଦଶନ୍ଧିରେ ସର୍ବାଧିକ ଖସିଲା ରୁପା ଦର, ସୁନା ଦରରେ ବି ଲାଗିଲା ବ୍ରେକ୍‌, ସିଧା ୮୦୦୦ କମିଲା…

ଭୁବନେଶ୍ୱର,୩୧।୧: ସୁନା ଦରରେ ଲାଗିଲା ବ୍ରେକ୍‌। ଆଜି ପୁଣି କମିଲା ସୁନା ରୁପା ଦର। ୨୪ କ୍ୟାରେଟ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଛି…

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା…

ସ୍ବାମୀଙ୍କ ଥଟ୍ଟାକୁ ସହିପାରିଲେନି ମଡେଲ ସ୍ତ୍ରୀ, ‘ମାଙ୍କଡ’ କହିଦେଲେ ବୋଲି…

ନୂଆଦିଲ୍ଲୀ,୩୧।୧: ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ‘ମାଙ୍କଡ’ କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଘଟଣା…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

ବ୍ରିଜ୍‌ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…

ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍‌ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର…

ଜମି ଜବରଦଖଲ ବିରୋଧରେ ଗର୍ଜିଲେ ଗ୍ରାମବାସୀ: ତହସିଲଦାରଙ୍କ ଦ୍ୱାରସ୍ଥ ହୋଇ ଦେଲେ ଏମିତି ଚେତାବନୀ

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଣିଗୁମା ପଞ୍ଚାୟତରେ ଭୂମି ଜବରଦଖଲକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗ୍ରାମର…

ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ସନ୍ଧ୍ୟା ୫ଟାରେ ଜଳିବ ଝାଡ଼ଦୀପ

ଢେଙ୍କାନାଳ,୩୧ା୧(ରତନ ନାୟାର):ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଶନିବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ସନ୍ଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri