ଲୋକାର୍ପିତ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ପୁରୀ,୧୭।୧: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବୁଧବାର ଲୋକାର୍ପିତ ହୋଇଛି। ଶୁଭଲଗ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ।
ଗଜପତି ମହାରାଜା ଦିବ୍ୟସିଂହଙ୍କ ଉପସ୍ଥିତିରେ ମୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ହୋଇଛି। ଲୋକାର୍ପଣ ଫଳକରେ ନଡ଼ିଆ ପିଟି ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ୫-ଟି ଅଧ୍ୟକ୍ଷ କାର୍ତ୍ତିିକ ପାଣ୍ଡିଆନ୍‌ ମଧ୍ୟ ଉପସ୍ଥିତ ଥିଲେ। ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ୱାରା ତ୍ରିଦିନାତ୍ମକ ଯଜ୍ଞର ପୂର୍ଣ୍ଣାହୂତି ସମ୍ପନ୍ନ ହୋଇଛି ।

ହୋମ ଯଜ୍ଞ ସରିବା ପରେ ଅନ୍ତଃ ପ୍ରଦକ୍ଷିଣ ପଥରେ ଅଧଘଣ୍ଟା ଧରି ନାମ ସଂକୀର୍ତ୍ତନ ଶୋଭାଯାତ୍ରା ଚାଲିବ । ଏହା ଆଗରୁ ପଞ୍ଚକର୍ମ, ଶାଳା ପ୍ରବେଶ ଓ ନୂତନ ନିର୍ମାଣ ସ୍ଥଳରେ ସଂସ୍କାରିତ ଜଳ ସିଞ୍ଚନ ହୋଇଛି। ଚାରି ଦ୍ୱାରରେ ବେଦ ପାଠ ମଧ୍ୟ କରାଯାଇଛି। ଏ ନେଇ ପୁରୀରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି।

 

 

 

 


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?