ଭକ୍ତଙ୍କ ପାଇଁ ଖୋଲିବ କି ଶ୍ରୀମନ୍ଦିର!

ପୁରୀ ଅଫିସ, ୨୮।୧: ଶ୍ରୀମନ୍ଦିର ଖୋଲିବା ନେଇ ଆଜି ବସିବ ବୈଠକ । ମୁଖ୍ୟ ପ୍ରଶାସକ କ୍ରିଶନ କୁମାରଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ଏ ନେଇ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରାଯିବ। ବୈଠକରେ ଶ୍ରୀମନ୍ଦିର ଦର୍ଶନ ସ୍ବାଭାବିକ କରିବାକୁ ଦାବି ଉଠାଇବାକୁ ପ୍ରସ୍ତୁତି ଚାଲିଛି। ସଂକ୍ରମଣ ସ୍ଥିତିକୁ ଦେଖି କଟକଣା କେବେ ହଟିବ ସେନେଇ ଛତିଶା ନିଯୋଗ ବୈଠକ ନିଷ୍ପତ୍ତି ନେବ । ତେବେ ଖୁବ୍‌ଶୀଘ୍ର ଭକ୍ତଙ୍କ ପାଇଁ ପ୍ରବେଶ କଟକଣା ହଟିବା ନେଇ ଆଶା କରାଯାଉଛି। ବୈଠକରେ ବିଭିନ୍ନ ସେବାୟତ ନିଯୋଗର ସେବାୟତ ପ୍ରତିନିଧି ଓ ପରିଚାଳନା କମିଟି ସଦସ୍ୟ ଉପସ୍ଥିତ ରହିବେ।
ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ନେଇ ଜାନୁୟାରୀ ୧୦ରୁ ୩୧ ଯାଏ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ କରିବାକୁ ସରକାର ନିଷ୍ପତ୍ତି ନେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବିଜେପୁର ଉପନିର୍ବାଚନ ପାଇଁ ବିଜେଡିର ପ୍ରସ୍ତୁତି: ପଶ୍ଚିମ ଓଡ଼ିଶା ନେତାଙ୍କୁ ଗୁରୁଦାୟିତ୍ୱ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ବରଗଡ଼ ଜିଲା ବିଜେପୁର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ନେଇ ବିଜେଡି ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏହି ଆସନରେ ଗତ ଦୁଇଥର...

କରୋନା ବଦଳାଇ ଦେଲା ଜୀବିକା: ପାନ ବିକୁଛନ୍ତି ଯାତ୍ରା କମେଡିଆନ୍‌

ଭଣ୍ଡାରିପୋଖରୀ, ୨୦ା୮(ଦେବେନ୍ଦ୍ର ଆନ୍ଦିଆ)- କରୋନା ଛଡ଼ାଇ ନେଇଛି ଜୀବନ ଜୀବିକା। କାଲି ଯିଏ ମଞ୍ଚରେ ହସାଇ ଦର୍ଶକଙ୍କୁ ବେଦମ କରୁଥିଲେ, ସେ ଆଜି ରାଜପଥ ପାର୍ଶ୍ୱରେ...

ପୌରାଧ୍ୟକ୍ଷ ଆଶାୟୀ ତାଲିକା ବଢୁଛି

ପାରାଦୀପ,୩ା୩(ସ୍ବ.ପ୍ର.): ପୌର ନିର୍ବାଚନ ପାଇଁ ବୁଧବାରଠାରୁ ମନୋନୟନ ପତ୍ର ଦାଖଲ ଆରମ୍ଭ ହୋଇଛି। ହେଲେ ପାରାଦୀପ ପୌର ପରିଷଦରେ କେହି ମନୋନୟନ ପତ୍ର ଦାଖଲ କରିନାହାନ୍ତି।...

ପିସିସି ସଭାପତି ପରିବର୍ତ୍ତନକୁ ନେଇ ଧାଁଦୌଡ଼

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଦାୟିତ୍ୱଶୂନ୍ୟ କରିବା ଲାଗି ଦଳ ଭିତରେ କନ୍ଦଳ ଉଗ୍ରରୂପ ନେଲାଣି। ନିରଞ୍ଜନଙ୍କ ବିରୋଧରେ ଗୋଟିଏ...

ଶ୍ରୀମନ୍ଦିରରୁ ମା’ ନାରାୟଣୀ ପୀଠକୁ ଆସିଲା ମହାପ୍ରସାଦ ଓ ଶାଢ଼ି

ଖଣ୍ଡପଡା,୪ା୭ (ସ୍ବ.ପ୍ର.): ଘୋଷଯାତ୍ରା ଅବସରରେ ପ୍ରତିବର୍ଷ ପରି ଚଳିତବର୍ଷ ରାଜ୍ୟର ସମସ୍ତ ଜିଲାରେ ଥିବା ବିଭିନ୍ନ ଶକ୍ତିପୀଠକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରୀ ଜୀଉଙ୍କ ଲାଗିମାଳ,...

ପୋଲିସ ହେପାଜତରେ ଥିବା ଯୁବକଙ୍କ ମୃତ୍ୟୁ ନେଇ ଉତ୍ତେଜନା

ବରଗଡ଼ ଅଫିସ,୨୫ା୯(.): ପୋଲିସ ଉଠାଇ ନେଇଥିବା ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଛି। ପୋଲିସ ତାଙ୍କୁ ପିଟି ପିଟି ମାରି ଦେଇଥିବା ଅଭିଯୋଗ କରିଛନ୍ତି...

ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ

କପ୍ତିପଦା,୧୧ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମଝିଗଡ଼ିଆ ପଞ୍ଚାୟତ ସୀତାରାମସାହିରେ ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଗୁରୁବାର କପ୍ତିପଦା ପୋଲିସ ଗିରଫ...

ମାଛ, ସୁଜି, ବିଲାତି ଭିତରେ ଆସୁଛି ବ୍ରାଉନସୁଗାର

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ଓଡ଼ିଶାରେ ଚାଲିଥିବା ବ୍ରାଉନସୁଗାର ର଼୍ୟାକେଟର ଚେର ବାଂଲାଦେଶକୁ ଲମ୍ବିଛି। କେତେବେଳେ ଭାୟା କଲିକତା ଦେଇ ତ ପୁଣି କେତେବେଳେ ବଙ୍ଗୋପସାଗର ଦେଇ ଓଡ଼ିଶାକୁ ପଶୁଛି...

Advertisement
Archives

Model This Week