ପୁରୀ ଅଫିସ,୨୫।୮: ଶ୍ରୀମନ୍ଦିରରେ ବୁଧବାର ଅପରାହ୍ନ ୪ଟାରୁ ରାତି ୮ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଆଜି ପବିତ୍ର ଭାଦ୍ରବ ମାସ କୃଷ୍ଣ ତୃତୀୟା ତିଥି ହୋଇଥିବାରୁ ଏହି ଦିନରେ ଶ୍ରୀଜିଉମାନଙ୍କର ବନକଲାଗି ବା ଶ୍ରୀମୁଖ ସିଂହାର ନୀତି ଅନୁଷ୍ଠିତ ହେବ। ଏ ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ଏହିଭଳି ନିଷ୍ପତ୍ତି ନିଆଯାଇଛି। ଆଜି ଦ୍ୱିତୀୟ ଭୋଗମଣ୍ଡପରେ ଶ୍ରୀଜିଉଙ୍କର ଶ୍ରୀମୁଖ ସିଂହାର ନୀତି କରାଯିବ। ଏହି ଗୁପ୍ତ ନୀତି ପାଇଁ ଶ୍ରୀମନ୍ଦିରକୁ ୪ଘଣ୍ଟା ବନ୍ଦ କରାଯିବ । ପରେ ଗୁରୁବାର ସକାଳ ୭ଟାରେ ଭକ୍ତ ମହାପ୍ରଭୁଙ୍କ ଦର୍ଶନର ସୁଯୋଗ ପାଇବେ। ଆଜି ସର୍ବସାଧାରଣ ଦର୍ଶନ ତୃତୀୟ ଦିନରେ ପହଞ୍ଚିଥିବା ବେଳେ ୪ଘଣ୍ଟା ଦର୍ଶନ ବନ୍ଦ ଯୋଗୁ ବହୁ ଭକ୍ତ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହେବେ।
Posted inHome Left, ଆମ ଜିଲା ଖବର, ପୁରୀ View All
ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ
ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍ଡିପିଓ…
Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ
କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…
ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ
କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…
ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା
କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…
ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍ ସାଙ୍ଗକୁ ଅଚାନକ ଧନଲାଭ
ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…
ଭଲିବଲ୍ରେ ଡିଏଭି ଚାମ୍ପିଅନ୍
ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…
ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…
ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍…
ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…
Archives

