ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗିବା ଘଟଣା : ତଦନ୍ତ ପାଇଁ ୫ ଜଣିଆ ଟିମ୍‌ ଗଠନ

ପୁରୀ ଅଫିସ, ୪।୪: ଶ୍ରୀମନ୍ଦିର ରୋଷଘର ଚୁଲିକୁ ରବିବାର କିଛି ଦୁର୍ବୃତ୍ତ ଭଙ୍ଗି ଦେଇଥିଲେ। ଏହି ଘଟଣା ଗଣମଧ୍ୟମରେ ପ୍ରକାଶିତ ପରେ ପ୍ରଶାସନ ପକ୍ଷରୁ ତ୍ପରତା ଦେଖା ଦେଇଛି। ଏ ନେଇ ସିଂହଦ୍ୱାର ଥାନାରେ ସୋମବାର ମାମଲା ରୁଜୁ ପରେ ଘଟଣାର ତଦନ୍ତ ପାଇଁ ୫ଜଣିଆ ଟିମ୍‌ ଗଠନ ହୋଇଛି । ଅନ୍ୟପକ୍ଷେ ଲାଗିଥିବା ସମସ୍ତ ସିସିଟିଭି କ୍ୟାମେରାକୁ ଯାଞ୍ଚ କରାଯାଉଛି ବୋଲି ପୁରୀ ଏସ୍‌ପି କେ. ବିଶାଲ ସିଂହ କହିଛନ୍ତି । ଶ୍ରୀମନ୍ଦିର ରୋଷଘର ଭିତରେ ଚୁଲି ଭଙ୍ଗା ଘଟଣାରେ ଆଇପିସିର ଦଫା ୪୨୭, ୨୯୫, ୨୯୫ (କ) ,ଶ୍ରୀମନ୍ଦିର ପ୍ରଶାସନର ଆଇନ ୩୦(କ) ୪(ବି)ରେ ମାମଲା ରୁଜୁ ହୋଇଛି । ତଦନ୍ତ ପାଇଁ ୫ ଜଣିଆ ଟିମ୍‌ ଗଠନ କରାଯାଇଛି। ସବୁ ଦିଗରୁ ତଦନ୍ତ ଚାଲିଛି। ଏଭଳି ସମ୍ବେଦଶୀଳ ଘଟଣାରେ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?