ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗା ଘଟଣା: ସିସିଟିଭିରୁ ୩ ଜଣଙ୍କୁ ଚିହ୍ନିଲା ପୋଲିସ

ପୁରୀ ଅଫିସ, ୪।୪: ପୁରୀ ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗା ଘଟଣାରେ ପୋଲିସ ୩ ଜଣଙ୍କୁ ଚିହ୍ନଟ କରିଛି। ସିସିଟିଭି ଯାଞ୍ଚ ବେଳେ ଏହି ଘଟଣା ସାମ୍ନାକୁ ଆସିଛି।
ଅନ୍ୟପଟେ ଶ୍ରୀମନ୍ଦିର ରୋଷଘର ଭିତରେ ଚୁଲି ଭଙ୍ଗା ଘଟଣା ନେଇ ପୁରୀ ଏସ୍‌ପି କେ. ବିଶାଲ ସିଂହ ପ୍ରତିକ୍ରିୟା ରଖିଛନ୍ତି । ଆଇପିସିର ଦଫା ୪୨୭,୨୯୫,୨୯୫ (କ),ଶ୍ରୀମନ୍ଦିର ପ୍ରଶାସନର ଆଇନ ୩୦(କ) ୪(ବି)ରେ ମାମଲା ରୁଜୁ ହୋଇଥିବା ସେ କହିଛନ୍ତି । ତଦନ୍ତ ପାଇଁ ୫ ଜଣିଆ ଟିମ୍‌ ଗଠନ କରାଯାଇଛି। ସବୁ ଦିଗରୁ ତଦନ୍ତ ଚାଲିଛି। ଏଭଳି ସମ୍ବେଦଶୀଳ ଘଟଣାରେ ଦୋଷୀଙ୍କ ବିରଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବେୋଲିଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

ଆସିଲା କଡ଼ା ନିୟମ: ସୋସିଆଲ ମିଡିଆକୁ ମନଇଚ୍ଛା କରିପାରିବେନି ବ୍ୟବହାର, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୧ା୧୦: ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ ଆଣିଛି ନ୍ୟାଶନାଲ ମେଡିକାଲ କମିଶନ(NMC)। ଏନ୍‌ଏମ୍‌ସି ଦ୍ୱାରା ଜାରି ହୋଇଥିବା କଡ଼ା ନିୟମ ଅନୁଯାୟୀ, ଦେଶର ଡାକ୍ତର…

କିଏ ସେହି ଖେଳାଳି ଯାହାଙ୍କୁ ନେଇ ବୀରେନ୍ଦ୍ର ସେହୱାଗ କହିଲେ ଏତେ ବଡ଼ କଥା; ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟରେ ଏପରି କେତେଜଣ ବ୍ୟାଟର ଅଛନ୍ତି ଯେଉଁମାନେ ପଡ଼ିଆରେ ପାଦ ଦେବା ମାତ୍ରେ ବୋଲରଙ୍କୁ ଚ୍ୟାଲେଞ୍ଜ ଦେବା ଆରମ୍ଭ କରନ୍ତି। ନିଜର ସମ୍ପୂର୍ଣ୍ଣ କ୍ୟାରିୟର…

‘ମୋତେ ଗିରଫ ନୁହେଁ ଅପହରଣ କରାଯାଇଥିଲା…’ ମୁକୁଳିବା ପରେ ପାର୍ସପୋର୍ଟ ଦେଖାଇ ବଡ଼ କଥା କହିଲେ…

ନୂଆଦିଲ୍ଲୀ: ‘କକ୍ରୋଚ୍ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନରେ ଯୋଗଦେବାକୁ ଆସିଥିବା ୟୁଟ୍ୟୁବର୍ ଧ୍ରୁବ ରାଠୀଙ୍କୁ ପୋଲିସ ହାଜତରୁ ଛାଡ଼ିଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ପୋଲିସ…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

ବଡ଼ ସର୍ତ୍ତ ସହ ଅଭିଜିତ ଦୀପକେ, ସୌରଭ ଦାସ,ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି, ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୧୧।୧୦: ‘କକରୋଚ ଜନତା ପାର୍ଟି’ (CJP)ର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି। ତେବେ, ସେମାନଙ୍କ ମୁକ୍ତି ଏକ ସର୍ତ୍ତ…

ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ

ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ…

ରିୟାଦ ବିମାନବନ୍ଦର ଉପରେ ବଡ଼ ଧରଣର ଆକ୍ରମଣ; ୧୨ ମୃତ ୩୦୦ରୁ ଅଧିକ ଆହତ

ରିଦ,୧୧।୧୦: ସାଉଦି ଆରବ ଏବଂ ୟେମେନର ହୁଥି ବିଦ୍ରୋହୀଙ୍କ ମଧ୍ୟରେ କ୍ରମାଗତ ଆକ୍ରମଣ ଜାରି ରହିଛି। ସମ୍ପ୍ରତି, ହୁଥି ବିଦ୍ରୋହୀମାନେ ସାଉଦି ଆରବର ରାଜଧାନୀ ରିୟାଦସ୍ଥିତ ‘କିଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?