Posted inଜାତୀୟ

କେବଳ ହିନ୍ଦୁଙ୍କର ନୁହନ୍ତି, ସାରା ପୃଥିବୀର ଭଗବାନ ହେଉଛନ୍ତି ଶ୍ରୀରାମ: ଫାରୁକ ଅବଦୁଲ୍ଲା…

ଶ୍ରୀନଗର,୩୦।୧୨ : ଅଯୋଧ୍ୟାରେ ଶ୍ରୀରାମ ମନ୍ଦିରର ସମର୍ପଣ ପୂର୍ବରୁ ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏନସି ମୁଖ୍ୟ ଫାରୁକ ଅବଦୁଲ୍ଲା କହିଛନ୍ତି ଭଗବାନ ଶ୍ରୀରାମ କେବଳ ହିନ୍ଦୁ ନୁହଁନ୍ତି ବରଂ ବିଶ୍ୱର ସମସ୍ତ ଲୋକଙ୍କର ଅଟନ୍ତି। ଅବଦୁଲ୍ଲା କହିଛନ୍ତି ଭଗବାନ ରାମ ଭାଇଚାରା, ପ୍ରେମ ଏବଂ ଏକତା ବିଷୟରେ କହିଥିଲେ ଏବଂ ଯେଉଁମାନେ ପତିତ ହୋଇଥିଲେ ସେମାନଙ୍କୁ ଉଦ୍ଧାର କରିବା ଉପରେ ଗୁରୁତ୍ୱାରୋପ କରିଥିଲେ ସେ ସେମାନଙ୍କ ଧର୍ମ ବିଷୟରେ କେବେବି ପଚାରି ନ ଥିଲେ। ଆସନ୍ତା ମାସରେ ଅନୁଷ୍ଠିତ ହେବାକୁ ଥିବା ସମାରୋହ ପାଇଁ ଫାରୁକ ଅବଦୁଲ୍ଲା ଭକ୍ତମାନଙ୍କୁ ଅଭିନନ୍ଦନ ଜଣାଇବା ସହ ମନ୍ଦିର ପାଇଁ ଉଦ୍ୟମ କରିଥିବା ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ସେ କହିଛନ୍ତି, ଅଯୋଧ୍ୟାରେ ରାମ ମନ୍ଦିର ଉଦଘାଟନ ହେବାକୁ ଯାଉଛି। ଯେଉଁମାନେ ମନ୍ଦିର ପାଇଁ ଉଦ୍ୟମ କରିଥିଲେ ମୁଁ ସେମାନଙ୍କୁ ଅଭିନନ୍ଦନ ଜଣାଉଛି। ଏହା ବର୍ତ୍ତମାନ ପ୍ରସ୍ତୁତ । ମୁଁ ସମସ୍ତଙ୍କୁ କହିବାକୁ ଚାହେଁ ପ୍ରଭୁ ରାମ କେବଳ ହିନ୍ଦୁମାନଙ୍କର ନୁହନ୍ତି, ସେ ସମଗ୍ର ଜଗତର ଅଟନ୍ତି। ଏହା ପୁସ୍ତକଗୁଡ଼ିକରେ ଲେଖାଯାଇଛି। ବର୍ତ୍ତମାନ ଏହି ମନ୍ଦିର ଖୋଲିବାକୁ ଯାଉଛି, ମୁଁ ସମସ୍ତଙ୍କୁ ଭାଇଚାରା ବଜାୟ ରଖିବାକୁ କହିବାକୁ ଚାହୁଁଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri