ଶ୍ରୁତିଙ୍କ ସ୍ପେଶାଲ ସଜବାଜ

କମଲ ହାସନ୍‌ଙ୍କ ତନୟା ଶ୍ରୁତି ହାସନ ଏବେ ସଜବାଜ ହେଉଛନ୍ତି। କାରଣ ଅତିଶୀଘ୍ର ସେ ଏକ ଆକ୍ସନଭିତ୍ତିକ ସିନେମାରେ ଅଭିନୟ କରିବେ। ତେଣୁ ଏବେଠାରୁ ସେ ଫାଇଟ୍‌ ସହ ଷ୍ଟଣ୍ଟ ଶଟ୍‌ ଅଭ୍ୟାସ କରୁଛନ୍ତି। ଅନ୍ୟପକ୍ଷରେ ସେ ନୂଆ ସିନେମା ‘ସଲାର୍‌’ର ନାୟିକା ଭୂମିକାରେ ଅଭିନୟ କରିବେ। ଏହି ଫିଲ୍ମର ନାୟକ ସାଜୁଛନ୍ତି ‘ବାହୁବଲି’ ଫେମ୍‌ ପ୍ରଭାସ। ତେବେ ଏପରି ଅଫର ସମ୍ପର୍କରେ ଶ୍ରୁତି କହନ୍ତି, ”ଏହି ଫିଲ୍ମଟି ତେଲୁଗୁ, ତାମିଲ, ମାଲାୟାଲମ ଏପରି କି ହିନ୍ଦୀ ଭାଷାରେ ନିର୍ମିତ ହେବ। ତେଣୁ ଏପରି ଏକ ମଲ୍‌ଟି ଲାଙ୍ଗୁଏଜ୍‌ ଫିଲ୍ମରେ ଆକ୍ଟିଂ କରିବା ସୁଯୋଗକୁ ହାତଛଡ଼ା କରିବା ଠିକ୍‌ ନୁହେଁ ବୋଲି ଭାବିଥିଲି। ପୁଣି ଏହାର ମୁଖ୍ୟ ଭୂମିକାରେ ପ୍ରଭାସ ଅଭିନୟ କରିବେ। ଏହି ଫିଲ୍ମଟି ମୋ କ୍ୟାରିୟର ପାଇଁ ମାଇଲେଜ୍‌ ସାବ୍ୟସ୍ତ ହେବ ବୋଲି ଆଶା ରଖିଛି।“ ତେବେ ଫିଲ୍ମ ଦୁଇଟିକୁ ନେଇ ଶ୍ରୁତି ବେଶ୍‌ ଆଶା ବାନ୍ଧିଛନ୍ତି। ତାଙ୍କର ଏହି ଆଶା କେତେ ସଫଳ ହେଉଛି ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟଥର ମା’ ହେବାକୁ ଯାଉଛନ୍ତି ଏହି ଅଭିନେତ୍ରୀ

ହଲିଉଡର ପ୍ରସିଦ୍ଧ ଅଭିନେତ୍ରୀ ଗାଲ ଗାଡୋଟ ତୃତୀୟ ଥର ପାଇଁ ମା’ ହେବାକୁ ଯାଉଛନ୍ତି। ୩୫ ବର୍ଷୀୟା ଗାଲ ଇନଷ୍ଟାଗ୍ରାମ ଫଟୋ ଶେୟାର କରି ଏହି...

ସଞ୍ଜୟ ଦତ୍ତଙ୍କ ପାଇଁ ଅଖଣ୍ଡ ଜ୍ୟୋତି ଜାଳିଲେ ଏହି ଲୋକପ୍ରିୟ ଅଭିନେତ୍ରୀ

ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତ ଫୁସଫୁସ କ୍ୟାନସରର ତୃତୀୟ ପର୍ଯ୍ୟାୟ ଦେଇ ଗତି କରୁଛି। ଏହି ସୂଚନା ମିଳିବା ପରେ ସଞ୍ଜୟ ଦତ୍ତଙ୍କ ପାଇଁ ତାଙ୍କ...

ଏହି କାରଣରୁ ଲତା ମଙ୍ଗେଶକରଙ୍କ ସହ ଝଗଡା କରିଥିଲେ ଆଶା ଭୋସଲେ

ମୁମ୍ବାଇ: ବଲିଉଡର ମେଲୋଡି କୁଇନ ଭାବରେ ଜଣାଶୁଣା ଆଶା ଭୋସଲେ ଆଜି ୮୭ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୩୩ ମସିହାରେ ମହାରାଷ୍ଟ୍ରର ସାଙ୍ଗଲିରେ ଜନ୍ମଗ୍ରହଣ କରିଥିଲେ।...

ବାଦଶାହାଙ୍କ ବୈବାହିକ ଜୀବନରେ ଝଡ଼

ବମ୍ବେ: ବଲିଉଡର ଅନ୍ୟତମ ଲୋକପ୍ରିୟ ଗାୟକ ତଥା ର଼୍ୟାପର ହେଲେ ବାଦଶାହା। ଏବେ ସେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ବାଦଶାହା ଏବଂ ସ୍ତ୍ରୀ...

୧୦ ବର୍ଷ ପାଇଁ ଓସ୍କାରରୁ ବ୍ୟାନ୍‌ ହେଲେ ସ୍ମିଥ୍‌

୯୪ ତମ ଓସ୍କାର ଆୱାର୍ଡ ବିତରଣ ସମାରୋହରେ ହୋଷ୍ଟ ତଥା କମେଡିଆନ୍‌ କ୍ରିସ ରକ୍‌ଙ୍କୁ ଚାପୁଡ଼ା ମାରି ବିବାଦ ଘେରକୁ ଆସିଥିଲେ ହଲିଉଡ୍‌ ଅଭିନେତା ଓ୍ବିଲ୍‌...

ଶୋ’ ବନ୍ଦ କରିବାର କାରଣ କହିଲେ କମେଡି କିଙ୍ଗ୍‌

ମୁମ୍ବାଇ: କପିଲ ଶର୍ମା ପୁଣିଥରେ ତାଙ୍କ ଶୋ’ ଜରିଆରେ ଦର୍ଶକଙ୍କ ମନ ଜିଣିବାରେ ଲାଗିଛନ୍ତି। ଶୋ’କୁ ନେଇ ଦର୍ଶକ ଯେତିକି ଖୁସି କପିଲ ତା’ଠୁ ଅଧିକ...

ଆଖିବୁଜିଲେ ଏହି ଲୋକପ୍ରିୟ ଅଭିନେତା

ତାମିଲ ଇଣ୍ଡଷ୍ଟ୍ରିର ଜଣେ ଲୋକପ୍ରିୟ ଅଭିନେତା ଥୀପାଟ୍ଟି ଗଣେଷାନଙ୍କର ସୋମବାର ସକାଳେ ପରଲୋକ ଘଟିଛି। ହୃଦ୍‌ଘାତ ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏ ନେଇ...

ପାରିଶ୍ରମିକ ପାଇଁ..

ଦକ୍ଷିଣ ଭାରତୀୟ ସିନେମା ଇଣ୍ଡଷ୍ଟ୍ରିର ଅନ୍ୟତମ ଆଗଧାଡିର ଅଭିନେତ୍ରୀ ଅନୁଷ୍କା ସେଟ୍ଟିଙ୍କୁ ନେଇ ଚର୍ଚ୍ଚା। ପୁଣି କାରଣ କ’ଣ ଜାଣନ୍ତି ? ନିକଟରେ ସେ କୁଆଡେ...

Advertisement
Archives

Model This Week